ଭୁବନେଶ୍ୱର,୨୩ା୫ (ବ୍ୟୁରୋ): କରୋନା ମହାମାରୀ ମୁକାବିଲା ନେଇ ସମଗ୍ର ଦେଶରେ ଚତୁର୍ଥ ପର୍ଯ୍ୟାୟ ଲକ୍ଡାଉନ୍ ଜାରି ରହିଛି। ଲକ୍ଡାଉନ୍ ଆରମ୍ଭରୁ ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟର ସମସ୍ତ ମଦଦୋକନ…
ଭୁବନେଶ୍ୱର,୨୩ା୫ (ବ୍ୟୁରୋ): କରୋନା ମହାମାରୀର ମୁକାବିଲା କରିବା, ପ୍ରବାସୀଙ୍କୁ ଘରକୁ ଫେରାଇ ଆଣିବା, ଅଧିକରୁ ଅଧିକ ଟେଷ୍ଟ କରାଇବା ଏକ ସ୍ବାଗତଯୋଗ୍ୟ ପଦକ୍ଷେପ। ହେଲେ ବର୍ତ୍ତମାନ କେନ୍ଦ୍ର…
ଭୁବନେଶ୍ୱର,୨୩ା୫(ବ୍ୟୁରୋ): ବନ୍ଦେ ଭାରତ ମିଶନରେ ପ୍ରବାସୀ ଭାରତୀୟଙ୍କୁ ସ୍ବଦେଶ ଫେରାଇ ଆଣିବା ପ୍ରକ୍ରିୟା ଜାରି ରହିଥିବାବେଳେ ଶୁକ୍ରବାର ରାତିରେ କୁଆଲାଲମ୍ପୁରରୁ ଏୟାର ଇଣ୍ଡିଆର ଏକ ବିମାନ ଭୁବନେଶ୍ୱର…
ନୂଆଦିଲ୍ଲୀ,୨୩।୫: ଚାଇନା ବ୍ୟାଙ୍କଗୁଡ଼ିକୁ ୭୧୭ ନିୟୁତ ଡଲାର ୨୧ ଦିନ ମଧ୍ୟରେ ପଇଠ କରିବା ପାଇଁ ୟୁକେର କୋର୍ଟ ରିଲାଏନ୍ସ ଗ୍ରୁପ୍ ଅଧ୍ୟକ୍ଷ ଅନିଲ ଅମ୍ବାନୀଙ୍କୁ ଶୁକ୍ରବାର…
ନୂଆଦିଲ୍ଲୀ,୨୩।୫: ଭାରତୀୟ ଅର୍ଥ ବ୍ୟବସ୍ଥା ମାନ୍ଦାବସ୍ଥା ଦେଇ ଗତି କରୁଥିବା ବେଳେ କରୋନା ଭୂତାଣୁ ନିୟନ୍ତ୍ରଣ ଲାଗି ସରକାର ଘୋଷଣା କରିଥିବା ଲକ୍ଡାଉନ ଯୋଗୁ ଆର୍ଥତ୍କ କାର୍ଯ୍ୟକଳାପ…
ନୂଆଦିଲ୍ଲୀ,୨୩।୫: ରାଷ୍ଟ୍ରାୟତ୍ତ ବ୍ୟାଙ୍କ ମୁଖ୍ୟମାନଙ୍କୁ ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ଶୁକ୍ରବାର ଭେଟିଛନ୍ତି। ଭିଡିଓ କନ୍ଫରେନ୍ସ ଯୋଗେ ହୋଇଥିବା ଏହି ବୈଠକରେ ଅର୍ଥମନ୍ତ୍ରୀ ବିଭିନ୍ନ ପ୍ରସଙ୍ଗ ଉପରେ ସମୀକ୍ଷା…
ନୂଆଦିଲ୍ଲୀ,୨୩।୫: କୋଭିଡ୍-୧୯ ଲାଗି ବର୍ତ୍ତମାନ କଟକଣା ଧୀରେ ଧୀରେ କୋହଳ ହେଉଥିବାରୁ ସରକାର କିଛି କିଛି କ୍ଷେତ୍ରକୁ ଆର୍ଥତ୍କ କାର୍ଯ୍ୟକଳାପ ଲାଗି ଅନୁମତି ଦେଇଛନ୍ତି। ଏହି ପଦକ୍ଷେପ…
ଭୁବନେଶ୍ୱର,୨୩।୫: ରାଷ୍ଟ୍ରାୟତ୍ତ ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କର ରାମ୍ (ରିଟେଲ,କୃଷି ଏବଂ ଏମ୍ଏସ୍ଏମ୍ଇ)ର ଲୋନ୍ ପଏଣ୍ଟ ସ୍ଥାନୀୟ ଜାଗମରା ସ୍ଥିତ ଓରିଏଣ୍ଟାଲ ବ୍ୟାଙ୍କ କ୍ୟାମ୍ପସ ପରିସରରେ ଉଦ୍ଘାଟିତ ହୋଇଯାଇଛି…
ମୁମ୍ବାଇ,୨୩।୫: ଦେଶର ପ୍ରମୁଖ ବାଣିଜି୍ୟକ ଗ୍ରୁପ୍ ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍ ଲିମିଟେଡ୍ର ଡିଜିଟାଲ ସେବା ପ୍ରଦାନକାରୀ କମ୍ପାନୀ ଜିଓ ପ୍ଲାଟ୍ଫର୍ମରେ ନିବେଶକାରୀ ସଂସ୍ଥା କେକେଆର୍ ୧୧୩୬୭ କୋଟି ଟଙ୍କାର…
ନୂଆଦିଲ୍ଲୀ,୨୩।୫: କରୋନା ସଙ୍କଟକୁ ଟାଳିବା ଲାଗି ସରକାର ବର୍ତ୍ତମାନ ବିଭିନ୍ନ ପଦକ୍ଷେପ ଗ୍ରହଣ କରୁଛନ୍ତି। ଏ ଦିଗରେ ସରକାର ଅଧିକ ପଦକ୍ଷେପ ଗ୍ରହଣ କରିବେ ବୋଲି ଅର୍ଥରାଷ୍ଟ୍ର…