CORONAVIRUS UPDATE: ରାଜ୍ୟରେ ପୁଣି ୮୬ ପଜିଟିଭ୍‌ ଚିହ୍ନଟ: ଆକ୍ରାନ୍ତଙ୍କ ସଂଖ୍ୟା ୧୧୮୯ରେ ପହଞ୍ଚିଲା

ଭୁବନେଶ୍ୱର,୨୨ା୫(ବ୍ୟୁରୋ): ରାଜ୍ୟରେ ଶୁକ୍ରବାର ପୁଣି ୮୬ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧୧୮୯ରେ ପହଞ୍ଚିଥିବା ରାଜ୍ୟ ସ୍ବାସ୍ଥ୍ୟ ଓ…

ବାବୁ ମହଲ: ସାବିତ୍ରୀ ଓଷା | Babu Mahal #34 ‘Sabitri Osha’

ଓଡ଼ିଶାର ହିନ୍ଦୁ ପର୍ବପର୍ବାଣି ମଧ୍ୟରେ ସାବିତ୍ରୀ ଅମାବାସ୍ୟା ଏକ ଅନ୍ୟତମ ପର୍ବ । ଏହିଦିନ ନାରୀ ମାନେ ବିଭିନ୍ନ ଫଳ ମୂଳ ଖାଇ ସ୍ୱାମୀ ମାନଙ୍କ ପାଇଁ…

ଡାକ ବିଭାଗକୁ ରିପୋର୍ଟ ତଲବ

କଟକ ଅଫିସ,୨୨।୫: ପୁରୀରେ ଥିବା ରେଳ ଡାକସେବା (ଆର୍‌ଏମ୍‌ଏସ୍‌)କୁ ଖୋର୍ଦ୍ଧା ରୋଡ୍‌କୁ ସ୍ଥାନାନ୍ତର ପାଇଁ ଚାଲିଥିବା ଯୋଜନାକୁ ବିରୋଧ ହୋଇଛି। ଏନେଇ ହାଇକୋର୍ଟରେ ଏକ ଜନସ୍ବାର୍ଥ ମାମଲା…

ଦୈନିକ ୧ଲକ୍ଷ ୮ହଜାର ୪୩୨ ନମୁନା ପରୀକ୍ଷଣ: ୧୫,୮୯୨ ଟିଏମ୍‌ସିରେ ୭,୦୨,୯୦୦ ଶଯ୍ୟା

ଭୁବନେଶ୍ୱର, ୨୨।୫ (ବ୍ୟୁରୋ): ବାହାର ରାଜ୍ୟରୁ ପ୍ରବାସୀ ଓଡ଼ିଆଙ୍କୁ ଫେରାଇ ଆଣିବା ପରେ ପଞ୍ଚାୟତ ଓ ମ୍ୟୁନିସିପାଲିଟିରେ ହୋଇଥିବା ଅସ୍ଥାୟୀ ଚିକିତ୍ସା କେନ୍ଦ୍ର (ଟିଏମ୍‌ସି)ରେ କ୍ୱାରାଣ୍ଟାଇନ୍‌ରେ ରଖାଯାଉଛି।…

କରୋନା ମୁକାବିଲା: ଖରିଫ୍‌ ଋଣ ପରିମାଣ ବୃଦ୍ଧି

ଭୁବନେଶ୍ୱର,୨୨। ୫ (ବ୍ୟୁରୋ): ରାଜ୍ୟ ସରକାର କୋଭିଡ୍‌-୧୯ର ମୁକାବିଲା ପାଇଁ ଜୋର୍‌ଦାର ପ୍ରୟାସ ଚଳାଇଛନ୍ତି। ବିଶେଷକରି ରାଜ୍ୟର ଚାଷୀଙ୍କୁ ଅଣ୍ଟା ସଳଖିବା ପାଇଁ ସରକାର ଖରିଫ୍‌ ଋଣର…

୧୨ ଯୋଡ଼ା ଟ୍ରେନ୍‌ ଚଲାଇବ ପୂର୍ବତଟ ରେଳପଥ

ଭୁବନେଶ୍ୱର,୨୨।୫(ବ୍ୟୁରୋ): ଜୁନ୍‌ ପହିଲାରୁ ଟ୍ରେନ୍‌ ଚଳାଚଳ ପାଇଁ ଅନୁମତି ମିଳିଥିବାବେଳେ ପୂର୍ବତଟ ରେଳପଥ ମୋଟ ୧୨ ଯୋଡ଼ା ଟ୍ରେନ୍‌ ଚଲାଇବାକୁ ନିଷ୍ପତ୍ତି ନେଇଛି। ଏଥିଲାଗି ଟ୍ରେନ୍‌ଗୁଡ଼ିକର ତାଲିକା…

ଆରମ୍ଭ ହେଲା ଟ୍ରେନ୍‌ ଟିକେଟ୍‌ ବୁକିଂ: ପ୍ରଥମ ଦିନରେ ୪ ଲକ୍ଷ ୨୩ ହଜାର ୫୫୦ ସିଟ୍‌ ବୁକ୍‌

ଭୁବନେଶ୍ୱର,୨୨।୫(ବ୍ୟୁରୋ): ଆସନ୍ତା ଜୁନ୍‌ ପହିଲାରୁ ଟ୍ରେନ୍‌ ସେବା ଆରମ୍ଭ ହେବ। ଏଥିପାଇଁ ଗୁରୁବାରଠାରୁ ୨ଶହ ଟ୍ରେନ୍‌ ପାଇଁ ଟିକେଟ୍‌ ବୁକିଂ ଆରମ୍ଭ ହୋଇଛି। ପ୍ରଥମ ଦିନରେ ୬୧ଟି…

ରଥଯାତ୍ରା ବନ୍ଦ ପାଇଁ ହାଇକୋର୍ଟରେ ମାମଲା

କଟକ ଅଫିସ,୨୨।୫: କରୋନା ଭୂତାଣୁ ଯୋଗୁ ଚଳିତ ବର୍ଷ ରଥଯାତ୍ରା ହେବ କି ନାହିଁ, ତାହାକୁ ନେଇ ଦ୍ୱନ୍ଦ୍ୱ ଦେଖାଦେଇଛି। ତେବେ ଏହା ବନ୍ଦ କରିବାକୁ ସରକାରଙ୍କୁ…

ବିମାନ ଯାତ୍ରା ପାଇଁ ଏସ୍‌ଓପି

ଭୁବନେଶ୍ୱର,୨୨।୫(ବ୍ୟୁରୋ): ଦେଶରେ ଘରୋଇ ବିମାନ ସେବା ଆସନ୍ତା ୨୫ ତାରିଖରୁ ଆରମ୍ଭ ପାଇଁ କେନ୍ଦ୍ର ସରକାରଙ୍କ ପକ୍ଷରୁ ଅନୁମତି ମିଳିବା ପରେ ଗୁରୁବାର ଏନେଇ ଷ୍ଟାଣ୍ଡାର୍ଡ ଅପରେଟିଂ…

ଆହୁରି ବଢ଼ିବ ତାତି

ଭୁବନେଶ୍ୱର,୨୨।୫(ବ୍ୟୁରୋ): ସାମୁଦ୍ରିକ ଝଡ ଅମ୍ଫନ୍‌ ଦୁର୍ବଳ ହେବା ପରେ ରାଜ୍ୟରେ ଆରମ୍ଭ ହୋଇଯାଇଛି ପ୍ରବଳ ଗ୍ରୀଷ୍ମ ପ୍ରବାହ। ଆଭ୍ୟନ୍ତରୀଣ ଓଡିଶାରେ ପାରଦ ଉପର ମୁହାଁ ହୋଇଛି। ସବୋଚ୍ଚ…