କର୍ଲାମୁଣ୍ଡା ବ୍ଲକ: ୧୪ ଅସ୍ଥାୟୀ ସ୍ବାସ୍ଥ୍ୟକେନ୍ଦ୍ରରେ ୫୪୩ ପ୍ରବାସୀ ଓଡିଆ

କର୍ଲାମୁଣ୍ଡା,୨୧ା୫,(ଡି.ଏନ.ଏ.)-କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକରେ କରୋନା ମୁକାବିଲା ପାଇଁ ୧୪ଟି (ଟିଏମସି) ଅସ୍ଥାୟୀ ସ୍ବାସ୍ଥ୍ୟକେନ୍ଦ୍ରରେ ବର୍ତ୍ତମାନ ସୁଦ୍ଧା ୫୪୩ ଜଣ ପ୍ରବାସୀ ଓଡିଆଙ୍କୁ ରଖାଯାଇଛି। ବ୍ଲକର ମୋଟ୍‌…

ଘରେ ରହି ‘ମ୍ୟାନ୍ସ ଓ୍ବାର୍ଲଡ ଇଣ୍ଡିଆ’ ମାଗାଜିନର କଭର ଗର୍ଲ ହେଲେ ତାପସି

ମୁମ୍ବାଇ: ଲକ୍‌ଡାଉନ ପାଇଁ ଏବେ ପ୍ରାୟ ସବୁ ସେଲିବ୍ରିଟି ଘରେ ବନ୍ଦ ହୋଇ ରହିଛନ୍ତି। ତେବେ ଏହି ସମୟରେ ଘରେ ବନ୍ଦ ହୋଇ ରହି ମଧ୍ୟ ‘ମ୍ୟାନ୍ସ…

ପୁଅ ଭିୟାନ୍‌ର ଜନ୍ମଦିନରେ ଶିଳ୍ପା କହିଲେ ‘ତୁ ମୋ’ ଗର୍ବ’

ମୁମ୍ବାଇ: ଅଭିନେତ୍ରୀ ଶିଳ୍ପା ଶେଟ୍ଟୀ ସୋସିଆଲ ମିଡିଆରେ ଆଜିକାଲି ବେଶ୍‌ ଆକ୍ଟିଭ୍‌ ରହୁଛନ୍ତି। ଅଧିକାଂଶ ସମୟରେ ସେ ନିଜ ଫଟୋ, ପରିବାର ସଦସ୍ୟଙ୍କ ଫଟୋ ଭିଡିଓ ଆଦି…

ବନ୍ତ ବ୍ଲକ: ଘର ଉପରେ ମାଡି ବସିଲା ଗଛ

ବନ୍ତ,୨୧।୫(ଡି.ଏନ୍‌.ଏ.)-ବାତ୍ୟା ‘ଅମ୍ଫନ୍‌’ ପ୍ରଭାବରେ ଭଦ୍ରକ ଜିଲା ବନ୍ତ ବ୍ଲକର କେତେକ ସ୍ଥାନରେ ଗଛ ପଡି ଘର ଭାଙ୍ଗିଯାଇଛି। ଆପଣ୍ଡା ରାଜସ୍ବ ନୀରିକ୍ଷକ କାର୍ଯ୍ୟାଳୟ ଅଧିନ ବସନ୍ତିଆ ପଞ୍ଚାୟତ…

ରାଜ୍ୟ ସରକାରଙ୍କୁ ପ୍ରଧାନମନ୍ତ୍ରୀଙ୍କ ପ୍ରଶଂସା: କହିଲେ ‘ଓଡ଼ିଶା ବାତ୍ୟାକୁ ସାହସିକତାର ସହ ମୁକାବିଲା କରିଛି’

ଭୁବନେଶ୍ୱର,୨୧।୫(ବ୍ୟୁରୋ): ବାତ୍ୟା ଅମ୍ଫନ ମୁକାବିଲା ନେଇ ରାଜ୍ୟସରକାରଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରଶଂସା କରିଛନ୍ତି। ଗୁରୁବାର ଟୁଇଟ୍‌ ଯୋଗେ ପ୍ରଧାନମନ୍ତ୍ରୀ କହିଛନ୍ତି, ଓଡ଼ିଶା ସାହସିକତାର ସହ ବାତ୍ୟାକୁ…

ଅମ୍ଫନ ପ୍ରଭାବ: ଚାନ୍ଦବାଲି ଅଞ୍ଚଳରେ ବିଦ୍ୟୁତ ସରବରାହ ବନ୍ଦ

ଚାନ୍ଦବାଲି,୨୧ା୫(ଡି.ଏନ.ଏ.)-ବାତ୍ୟା ଅମ୍ଫନ ପ୍ରଭାବରେ ଚାନ୍ଦବାଲିର ସମସ୍ତ ଅଞ୍ଚଳରେ ମଙ୍ଗଳବାର ସାରୁ ବିଦ୍ୟୁତ୍‌ ସରବରାହ ବନ୍ଦ ରହିଛ। କେତେକ ସ୍ଥାନରେ ବିଦ୍ୟୁତ ଖୁଣ୍ଟ ଉପୁଡି ପଡ଼ିବା ସହ ତାର…

ଭୂମିହୀନ କୃଷକଙ୍କୁ ନିଜ ଫାର୍ମ ହାଉସରେ କାମ କରିବାର ସୁଯୋଗ ଦେଲେ ଜୁହି

ମୁମ୍ବାଇ: ପରିବେଶ ପ୍ରେମୀ କଳାକାରଙ୍କ ଭିତରେ ଜଣେ ହେଉଛନ୍ତି ବଲିଉଡ୍‌ ନାୟିକା ଜୁହି ଚାଓ୍ବଲା। ଏବେ କରୋନା ଭାଇରସ ପାଇଁ ସାରା ଦେଶରେ ଲକ୍‌ଡାଉନ ଚାଲିଥିବା ବେଳେ…

‘ଅମ୍ଫନ୍‌’ରେ ଓଡ଼ିଶାର ୮୯ ବ୍ଲକ ପ୍ରଭାବିତ, ୪୪ ଲକ୍ଷ ୮୦ ହଜାର ଲୋକ କ୍ଷତିଗ୍ରସ୍ତ

ଭୁବନେଶ୍ୱର,୨୧।୫(ବ୍ୟୁରୋ): ବାତ୍ୟା ‘ଅମ୍ଫନ୍‌’ ପରର ସ୍ଥିତି ସମ୍ପର୍କରେ ମୁଖ୍ୟ ଶାସନ ସଚିବ ଅସିତ୍‌ ତ୍ରିପାଠୀ ଗୁରୁବାର ସମୀକ୍ଷା କରିଛନ୍ତି। ବାତ୍ୟାରେ ଓଡ଼ିଶାର ୮୯ ବ୍ଲକ ପ୍ରଭାବିତ ହୋଇଛି।…

୨୬ରୁ ମାଟ୍ରିକ୍‌ ଖାତା ମୂଲ୍ୟାୟନ

ଭୁବନେଶ୍ୱର,୨୧।୫(ବ୍ୟୁରୋ): ଆସନ୍ତା ୨୬ରୁ ମାଟ୍ରିକ୍‌ ଖାତା ମୂଲ୍ୟାୟନ କରାଯିବ। ଏନେଇ ଗୁରୁବାର ଅପରାହ୍ନରେ ଗଣଶିକ୍ଷା ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ପୂର୍ବ ନିର୍ଦ୍ଧାରିତ ମୂଲ୍ୟାୟନ କେନ୍ଦ୍ରରେ ଖାତା…

ବୈତରଣୀ ନଦୀ ପଠାରେ ଆତଙ୍କ: ଗାଈକୁ ଟାଣି ନେଇ ମାରିଦେଲା କୁମ୍ଭୀର

ଆରଡି,୨୧ା୫,(ଡି.ଏନ.ଏ.)-ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ଅମୃତମଣୋହୀ ଗ୍ରାମ ନିକଟରେ ଗୁରୁବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ବୈତରଣୀ ନଦୀ ପଠାରେ ଚରୁଥିବା ଏକ ଗାଈକୁ କୁମ୍ଭୀର…