ଶ୍ରମିକଙ୍କୁ ନେଇ ଯାଉଥିବା ବସ୍‌ ଦୁର୍ଘଟଣାଗ୍ରସ୍ତ, ୩ ଗୁରୁତର

ଖଲ୍ଲିକୋଟ,୨୦ା୫(ଡି.ଏନ.ଏ.)- ଖଲ୍ଲିକୋଟ ବ୍ଲକ ଢ଼ିମିରିଆ ଛକ ନିକଟରେ ବୁଧବାର ସକାଳେ ତାମିଲନାଡୁରୁ ଶ୍ରମିକଙ୍କୁ ନେଇ ଯାଉଥିବା ଏକ ଯାତ୍ରୀବାହୀ ବସ୍‌ ଟ୍ରକ ପଛରେ ପିଟି ଦେଇଥିଲା। ଏଥିରେ…

ସଙ୍ଗରୋଧ କେନ୍ଦ୍ର ପାଣି ଟାଙ୍କି ଭୁଶୁଡିଲା

ଆର.ଉଦୟଗିରି,୨୦ା୫(ଡି.ଏନ୍‌.ଏ.)- ନୂଆଗଡ଼ ବ୍ଲକ ତାବରଡ଼ା ଗ୍ରାମ ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ ଥିବା ସଙ୍ଗରୋଧ କେନ୍ଦ୍ରରେ ଅନ୍ତେବାସୀମାନଙ୍କ ପାଇଁ ପାଣିର ସୁବିଧା ନିମନ୍ତେ ୧୦ହଜାର ଲିଟର ବିଶିଷ୍ଟ…

କଣ୍ଟେନମେଣ୍ଟ ଜୋନ୍‌ ହେଲା ଲିଆଖାଇ: ୭୯ ଜଣଙ୍କ ସ୍ବାବ୍‌ ନମୂନା ସଂଗ୍ରହ

ଚିକିଟି,୨୦ା୫(ଡି.ଏନ.ଏ.)- ଚିକିଟି ବ୍ଲକ୍‌ ଲିଆଖାଇ ଗ୍ରାମର ଜଣେ ବ୍ୟକ୍ତି ମସ୍ତିସ୍କ କର୍କଟ ରୋଗରେ ଭୂବନେଶ୍ୱର ଏମ୍‌ସରେ ଚିକିସତ୍ିତ ହେଉଥିବାବେଳେ କୋଭିଡ୍‌-୧୯ ରିପୋର୍ଟ ପଜିଟିଭ୍‌ ଆସିଥିଲା। ଜିଲା ପ୍ରଶାସନର…

ଗୀତ ଗାଇ ଆଦିବାସୀଙ୍କୁ ସଚେତନ କରୁଛନ୍ତି ଫରେଷ୍ଟର

ଜୟପୁର,୨୦ା୫(ଡି.ଏନ୍‌.ଏ.): କାରୋନା ଆଣିଛି ଦୁଃଖ । ସଚେତନତା ହେଉଛି ଏଥିରୁ ବର୍ତ୍ତିବାର ଏକମାତ୍ର ଉପାୟ। କୋରାପୁଟ ଜିଲାର ଉପାନ୍ତ ଅଞ୍ଚଳର ଆଦିବାସୀଙ୍କୁ ସଚେତନ କରୁଛନ୍ତି ଜୟପୁର ରେଞ୍ଜ୍‌ର…

‘ଅମ୍ଫନ’ ପ୍ରଭାବରେ ଗଛ ଉପୁଡି ରାସ୍ତା ଅବରୋଧ

ବନ୍ତ,୨୦।୫(ଡି.ଏନ୍‌.ଏ.)-ବୁଧବାର ବାତ୍ୟା ‘ଅମ୍ଫନ’ର ପ୍ରଭାବ ଭଦ୍ରକ ଜିଲା ବନ୍ତ ବ୍ଲକରେ ଦେଖିବାକୁ ମିଳିଛି। ମଙ୍ଗଳବାର ଦିନ ତମାମ କୋହଲା ପାଗ ରହିବା ପରେ ସନ୍ଧ୍ୟା ଠାରୁ ଝିପ୍‌…

ବାତ୍ୟା ପରେ ସହାୟତା ପାଇଁ ପ୍ରୟାସ

ବାଲେଶର ଅଫିସ, ୨୦ା୫-ବିଜେଡିର ରାଜ୍ୟ ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ ରାଜ୍ୟ ବିଜେଡି ସଙ୍ଗଠନ ସମ୍ପାଦକ ତଥା ବିଧାୟକ ପ୍ରଣବ ପ୍ରକାଶ ଦାସ ଓ…

ଘୁଞ୍ଚିଲା ୟୁପିଏସ୍‌ସି ପରୀକ୍ଷା: ଜୁନ୍‌ ୫ ବୈଠକରେ ପରବର୍ତ୍ତୀ ନିଷ୍ପତ୍ତି

ଭୁବନେଶ୍ୱର,୨୦ା୫(ବ୍ୟୁରୋ): କେନ୍ଦ୍ରୀୟ ଲୋକସେବା ଆୟୋଗ (ୟୁପିଏସ୍‌ସି) ଦ୍ୱାରା ହେବାକୁ ଥିବା ସମସ୍ତ ପରୀକ୍ଷା ଓ ସାକ୍ଷାତ୍‌କାରକୁ ଅନିର୍ଦ୍ଧିଷ୍ଟ କାଳ ପାଇଁ ଘୁଞ୍ଚାଇ ଦିଆଯାଇଛି। ତୃତୀୟ ପର୍ଯ୍ୟାୟ ଲକ୍‌ଡାଉନ୍‌…

ଅମ୍ଫନ ପ୍ରଭାବରେ ପେଟ୍ରୋଲ ପମ୍ପ, ଘର କ୍ଷତିଗ୍ରସ୍ତ

କେନ୍ଦୁଝର,୨୦ା୫ (ସ୍ବ.ପ୍ର.)-କେନ୍ଦୁଝର ଜିଲାରେ ଅମ୍ଫନ ବାତ୍ୟାର ପ୍ରଭାବରେ ବୁଧବାର ବର୍ଷା ହୋଇଥିଲା। ସକାଳ ୮ଟା୩୦ରୁ ସନ୍ଧ୍ୟା ୫ ଟା ପର୍ଯ୍ୟନ୍ତ ୨୮୦.୮ ମିମି ବର୍ଷା ରେକର୍ଡ ହୋଇଛି।…

ମହାରାଷ୍ଟ୍ର, ଆନ୍ଧ୍ରରୁ ପହଞ୍ଚିଲା ୨ ଶ୍ରମିକ ସ୍ପେଶାଲ ଟ୍ରେନ୍‌

ବଲାଙ୍ଗୀର ଅଫିସ, ୨୦ା୫: ବଲାଙ୍ଗୀର ରେଲୱେ ଷ୍ଟେସନ୍‌ରେ ବୁଧବାର ଦୁଇଟି ଶ୍ରମିକ ସ୍ପେଶାଲ ଟ୍ରେନ୍‌ ଆସି ପହଞ୍ଚିଛି। ମହାରାଷ୍ଟ୍ରର ମୁମ୍ବାଇ ଉପନଗର ଲୋକମାନ୍ୟ ତିଲକ ଟର୍ମିନସଠାରୁ ଆସିଥିବା…

ଜୁନ୍‌ ୧ରୁ କାର୍ଯ୍ୟକ୍ଷମ ହେବ ଏମ୍‌ସିସି

ଅନୁଗୋଳ ଅଫିସ, ୨୦।୫: ବହୁ ବିରୋଧ ପରେ ଅନୁଗୋଳ ସହରରେ ମାଇକ୍ରୋ କମ୍ପୋଷ୍ଟିଂ ସିଷ୍ଟମ(ଏମ୍‌ସିସି) ନିର୍ମାଣ କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ସହରର ଗୋଟିଏ ସ୍ଥାନରେ ଏମ୍‌ସିସି…