ରାସ୍ତାରେ ଉପୁଡ଼ିପଡ଼ିଛି ବିଦ୍ୟୁତ୍‌ ଖୁଣ୍ଟ: ଯାତାୟାତ ବାଧାପ୍ରାପ୍ତ

ରତ୍ନଗିରି,୨୦ା୫(ଡି.ଏନ୍‌.ଏ.): ଯାଜପୁର ଜିଲା ବରୀ ବ୍ଲକ ଅନ୍ତର୍ଗତ କିମ୍ଭିରିଆପାଳ ପଞ୍ଚାୟତର ମିଳିମିଳାପୁର ଗ୍ରାମରେ ବାତ୍ୟା ଅମ୍ଫନ୍‌ ପ୍ରଭାବରେ ପ୍ରବଳ ବର୍ଷା ଓ ପବନ ଯୋଗୁ ରାସ୍ତାରେ ବଡ଼ବଡ଼…

ଆନ୍ଧ୍ର-ଗଞ୍ଜାମ ସୀମାନ୍ତରେ ୨୪ ଘଣ୍ଟିଆ ଅନ୍‌ଲାଇନ୍‌ ପଞ୍ଜୀକରଣ

ଛତ୍ରପୁର,୨୦ା୫(ଡି.ଏନ୍‌.ଏ.): ଆନ୍ଧ୍ରପ୍ରଦେଶ -ଗଞ୍ଜାମ ଜିଲା ସୀମାନ୍ତ ଗିରିଶୋଳା ତନଖି ଫାଟକରେ ଅନ୍ୟ ରାଜ୍ୟରୁ ଆସୁଥିବା ଗାଡ଼ି ଓ ଶ୍ରମିକଙ୍କ ୨୪ ଘଣ୍ଟିଆ ପଞ୍ଜୀକରଣ କରାଯାଉଛି। କୋଭିଡ୍‌ ପୋର୍ଟାଲରେ…

କେମ୍ବ୍ରିଜ୍‌ ବିଶ୍ୱବିଦ୍ୟାଳୟରେ ଅନ୍‌ଲାଇନ୍‌ରେ ହେବ ପାଠପଢ଼ା

ଲଣ୍ଡନ,୨୦।୫: କରୋନା ମହାମାରୀ ସଂକ୍ରମଣକୁ ଦୃଷ୍ଟିରେ ରଖି ବ୍ରିଟେନ୍‌ର କେମ୍ବ୍ରିଜ୍‌ ବିଶ୍ୱବିଦ୍ୟାଳୟରେ ଅନ୍‌ଲାଇନ୍‌ରେ ପାଠପଢ଼ା ହେବ ବୋଲି ଘୋଷଣା କରାଯାଇଛି। ଶିକ୍ଷାର୍ଥୀମାନେ ଏହା ଦ୍ୱାରା ସାମାଜିକ ଦୂରତା…

ସୁନ୍ଦରବନରେ ‘ଅମ୍ଫନ୍‌’ର ଲ୍ୟାଣ୍ଡଫଲ୍‌ ପ୍ରକ୍ରିୟା ଆରମ୍ଭ, ପ୍ରବେଶ କରୁଛି ବାହ୍ୟ ଅଂଶ: ବିଶ୍ୱାସ

ଭୁବନେଶ୍ୱର,୨୦।୫(ବ୍ୟୁରୋ): ବାତ୍ୟା ‘ଅମ୍ଫନ୍‌’ର ଲ୍ୟାଣ୍ଡଫଲ୍‌ ପ୍ରକ୍ରିୟା ଆରମ୍ଭ ହୋଇଛି। ବୁଧବାର ଅପରାହ୍ନ ୨ଟା ୩୦ରୁ ଏହି ପ୍ରକ୍ରିୟା ଆରମ୍ଭ ହୋଇଛି। ବାତ୍ୟାର ବାହ୍ୟ ଅଂଶ ପଶ୍ଚିମବଙ୍ଗରେ ପ୍ରବେଶ…

ସୀମାରୁ ନେଇ ସୀମାରେ ଛାଡୁଛି ପୋଲିସ

କଟକ ଅଫିସ,୨୦।୫: ଓଡ଼ିଶା ଦେଇ ରାଜପଥଗୁଡ଼ିକରେ ଚାଲିଚାଲି ନିଜ ରାଜ୍ୟକୁ ଫେରୁଥିବା ଶ୍ରମିକଙ୍କୁ ସହାୟତାର ହାତ ବଢ଼ାଇଛି ରାଜ୍ୟ ପୋଲିସ। ଗୋଟିଏ ପଟ ସୀମାରୁ ନେଇ ସେମାନଙ୍କୁ…

ସୃଜନଶୀଳତାର ଅନ୍ୟ ନାମ ଅରୁଣିମା

ଭୁବନେଶ୍ୱର,୨୦ା୫(ବ୍ୟୁରୋ): ମହିଳା ଓ ଶିଶୁବିକାଶ ଏବଂ ମିଶନ ଶକ୍ତି ବିଭାଗ ପକ୍ଷରୁ ‘ଘରେ ଘରେ ଅରୁଣିମା’ କ୍ୟାଲେଣ୍ଡରର ଦ୍ୱିତୀୟ ସଂସ୍କରଣ ଉନ୍ମୋଚିତ ହୋଇଛି। ୩ରୁ ୬ବର୍ଷ ମଧ୍ୟରେ…

ଅନ୍ତରୀଣ କମିଟି ଗଠନକୁ ବିରୋଧ

କଟକ ଅଫିସ୍‌,୨୦।୫: ଲକ୍‌ଡାଉନ୍‌ ଯୋଗୁ ହାଇକୋର୍ଟ ରାଜ୍ୟର ସମସ୍ତ ଓକିଲ ସଂଘର ନିର୍ବାଚନ ସ୍ଥଗିତ ରଖିଛନ୍ତି। ଏଣୁ ଓକିଲ ସଂଘଗୁଡ଼ିକର ପରିଚାଳନା ପାଇଁ ଅନ୍ତରୀଣ କମିଟି ଗଠନ…

‘ଫନୀ’ ପରେ ‘ଅମ୍ଫନ’ ମାଡ଼: କ୍ଷତିଗ୍ରସ୍ତ ହେବ ପରିବେଶ ପର୍ଯ୍ୟଟନ

ଭୁବନେଶ୍ୱର,୨୦ା୫(ବ୍ୟୁରୋ): ପ୍ରଳୟଙ୍କରୀ ବାତ୍ୟା ‘ଫନୀ’କୁ ବର୍ଷେ ପୂରୁଣୁ ଏବେ ଆସିଛି ଆଉ ଏକ ମହାବାତ୍ୟା ‘ଅମ୍ଫନ’। ଫନୀ ଭଳି ଏହା ଓଡ଼ିଶା ଉପକୂଳରେ ଲ୍ୟାଣ୍ଡ୍‌ଫଲ୍‌ କରୁ ନଥିଲେ…

ଅମ୍ଫନ୍‌ ପ୍ରଭାବରେ ପ୍ରବଳ ବର୍ଷା,ପବନ: ବିଭିନ୍ନ ସ୍ଥାନରେ ଉପୁଡ଼ିଲା ଗଛ

ବାରିପଦା ଅଫିସ,୨୦ା୫: ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ବାତ୍ୟା ଅମ୍ଫନ୍‌ ପ୍ରଭାବରେ ମୟୂରଭଞ୍ଜ ଜିଲାରେ ପ୍ରବଳ ପବନ ସାଙ୍ଗକୁ ବର୍ଷା ଜାରି ରହିଛି। ବୁଧବାର ଭୋର୍‌…

ଖୋଲିବ ସେଲୁନ୍‌, ବିଉଟି ପାର୍ଲର, ଜଳଖିଆ ଦୋକାନ

ଭୁବନେଶ୍ୱର, ୨୦।୫(ବ୍ୟୁରୋ) : ଭୁବନେଶ୍ୱରରେ ଏବେ ସେଲୁନ୍‌, ବିଉଟି ପାର୍ଲର ଓ ଜଳଖିଆ ଦୋକାନ ଖୋଲିବ। ହେଲେ ବିଉଟିପାର୍ଲର ଓ ସେଲୁନ୍‌ରେ ଦୋକାନୀ ସମସ୍ତ ସତର୍କତା ଅବଲମ୍ବନ…