ମାଲକାନଗିରି ଛୁଇଁଲା କରୋନା: ୨ ଚେନ୍ନାଇ ଫେରନ୍ତା ପଜିଟିଭ୍‌ ଚିହ୍ନଟ

ମାଲକାନଗିରି,୨୦।୫(ଡି.ଏନ୍‌.ଏ.): ମାଲକାନଗିରି ଜିଲା ଛୁଇଁଲା କରୋନା। ବୁଧବାର ପ୍ରଥମ ଥର ପାଇଁ ଜିଲାରେ ୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତଦ୍ୱୟ ଚେନ୍ନାଇ ଫେରନ୍ତା। ସେମାନଙ୍କୁ ସଂଗରୋଧ…

କରୋନାରେ ମୃତ୍ୟୁ ସନ୍ଦେହ: କୁଏତରୁ ପୁଅଙ୍କ ମୃତଦେହ ଆଣିବାକୁ ବାପାଙ୍କ ନିବେଦନ

ଛତ୍ରପୁର, ୨୦।୫(ଡି.ଏନ୍‌.ଏ.)- କୁଏତରେ ମଙ୍ଗଳବାର ଜଣେ ଓଡ଼ିଆ ଯୁବକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଗଞ୍ଜାମ ଜ଼ିଲା ଛତ୍ରପୁର ବ୍ଲକ କାଳୀପାଲି ପଞ୍ଚାୟତ ବଡପୁଟି ଗାଁର ଡି.…

ତେଲଙ୍ଗାନାରୁ ଆସିଲେ ୧୬୦ ପ୍ରବାସୀ ଓଡ଼ିଆ

ରାୟଗଡ଼ା ଅଫିସ,୨୦ା୫: ତେଲଙ୍ଗାନା ରାଜ୍ୟକୁ ରୋଜଗାର କରିବା ପାଇଁ ଓଡ଼ିଶାର ଗଜପତି, ରାୟଗଡ଼ା,କୋରାପୁଟ, ନବରଙ୍ଗପୁର,କନ୍ଧମାଳ ଓ ମାଲକାନଗିରି ଜିଲାର କିଛି ଲୋକ ଯାଇଥିଲେ। କରୋନା ପାଇଁ ଲକ୍‌ଡାଉନ…

ରାଶିଫଳ: ଗୁରୁବାର, ମେ ୨୧ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ରକେନ୍ଦ୍ରସ୍ଥ ଶନି ହେତୁ କର୍ମକ୍ଷେତ୍ରରୁ ଉଚ୍ଚ ପଦାଧିକାରୀଙ୍କ ସାହାଯ୍ୟ ଓ ସହଯୋଗର ଅବାରିତ ଧାରା ମନକୁ ପ୍ରଫୁଲ୍ଲିତ କରିବ। ଶିଳ୍ପ, ବାଣିଜ୍ୟ, ପରିବହନ ଓ…

ରାସ୍ତାରେ ଉପୁଡ଼ିପଡ଼ିଛି ବିଦ୍ୟୁତ୍‌ ଖୁଣ୍ଟ: ଯାତାୟାତ ବାଧାପ୍ରାପ୍ତ

ରତ୍ନଗିରି,୨୦ା୫(ଡି.ଏନ୍‌.ଏ.): ଯାଜପୁର ଜିଲା ବରୀ ବ୍ଲକ ଅନ୍ତର୍ଗତ କିମ୍ଭିରିଆପାଳ ପଞ୍ଚାୟତର ମିଳିମିଳାପୁର ଗ୍ରାମରେ ବାତ୍ୟା ଅମ୍ଫନ୍‌ ପ୍ରଭାବରେ ପ୍ରବଳ ବର୍ଷା ଓ ପବନ ଯୋଗୁ ରାସ୍ତାରେ ବଡ଼ବଡ଼…

ଆନ୍ଧ୍ର-ଗଞ୍ଜାମ ସୀମାନ୍ତରେ ୨୪ ଘଣ୍ଟିଆ ଅନ୍‌ଲାଇନ୍‌ ପଞ୍ଜୀକରଣ

ଛତ୍ରପୁର,୨୦ା୫(ଡି.ଏନ୍‌.ଏ.): ଆନ୍ଧ୍ରପ୍ରଦେଶ -ଗଞ୍ଜାମ ଜିଲା ସୀମାନ୍ତ ଗିରିଶୋଳା ତନଖି ଫାଟକରେ ଅନ୍ୟ ରାଜ୍ୟରୁ ଆସୁଥିବା ଗାଡ଼ି ଓ ଶ୍ରମିକଙ୍କ ୨୪ ଘଣ୍ଟିଆ ପଞ୍ଜୀକରଣ କରାଯାଉଛି। କୋଭିଡ୍‌ ପୋର୍ଟାଲରେ…

କେମ୍ବ୍ରିଜ୍‌ ବିଶ୍ୱବିଦ୍ୟାଳୟରେ ଅନ୍‌ଲାଇନ୍‌ରେ ହେବ ପାଠପଢ଼ା

ଲଣ୍ଡନ,୨୦।୫: କରୋନା ମହାମାରୀ ସଂକ୍ରମଣକୁ ଦୃଷ୍ଟିରେ ରଖି ବ୍ରିଟେନ୍‌ର କେମ୍ବ୍ରିଜ୍‌ ବିଶ୍ୱବିଦ୍ୟାଳୟରେ ଅନ୍‌ଲାଇନ୍‌ରେ ପାଠପଢ଼ା ହେବ ବୋଲି ଘୋଷଣା କରାଯାଇଛି। ଶିକ୍ଷାର୍ଥୀମାନେ ଏହା ଦ୍ୱାରା ସାମାଜିକ ଦୂରତା…

ସୁନ୍ଦରବନରେ ‘ଅମ୍ଫନ୍‌’ର ଲ୍ୟାଣ୍ଡଫଲ୍‌ ପ୍ରକ୍ରିୟା ଆରମ୍ଭ, ପ୍ରବେଶ କରୁଛି ବାହ୍ୟ ଅଂଶ: ବିଶ୍ୱାସ

ଭୁବନେଶ୍ୱର,୨୦।୫(ବ୍ୟୁରୋ): ବାତ୍ୟା ‘ଅମ୍ଫନ୍‌’ର ଲ୍ୟାଣ୍ଡଫଲ୍‌ ପ୍ରକ୍ରିୟା ଆରମ୍ଭ ହୋଇଛି। ବୁଧବାର ଅପରାହ୍ନ ୨ଟା ୩୦ରୁ ଏହି ପ୍ରକ୍ରିୟା ଆରମ୍ଭ ହୋଇଛି। ବାତ୍ୟାର ବାହ୍ୟ ଅଂଶ ପଶ୍ଚିମବଙ୍ଗରେ ପ୍ରବେଶ…

ସୀମାରୁ ନେଇ ସୀମାରେ ଛାଡୁଛି ପୋଲିସ

କଟକ ଅଫିସ,୨୦।୫: ଓଡ଼ିଶା ଦେଇ ରାଜପଥଗୁଡ଼ିକରେ ଚାଲିଚାଲି ନିଜ ରାଜ୍ୟକୁ ଫେରୁଥିବା ଶ୍ରମିକଙ୍କୁ ସହାୟତାର ହାତ ବଢ଼ାଇଛି ରାଜ୍ୟ ପୋଲିସ। ଗୋଟିଏ ପଟ ସୀମାରୁ ନେଇ ସେମାନଙ୍କୁ…

ସୃଜନଶୀଳତାର ଅନ୍ୟ ନାମ ଅରୁଣିମା

ଭୁବନେଶ୍ୱର,୨୦ା୫(ବ୍ୟୁରୋ): ମହିଳା ଓ ଶିଶୁବିକାଶ ଏବଂ ମିଶନ ଶକ୍ତି ବିଭାଗ ପକ୍ଷରୁ ‘ଘରେ ଘରେ ଅରୁଣିମା’ କ୍ୟାଲେଣ୍ଡରର ଦ୍ୱିତୀୟ ସଂସ୍କରଣ ଉନ୍ମୋଚିତ ହୋଇଛି। ୩ରୁ ୬ବର୍ଷ ମଧ୍ୟରେ…