ଜାଲିଆନଓ୍ବାଲା ବାଗ ଶହୀଦଙ୍କୁ ଶ୍ରଦ୍ଧାଞ୍ଜଳି ଦେଲେ ମୋଦି

ନୂଆଦିଲ୍ଲୀ,୧୩।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ଜାଲିଆନଓ୍ବାଲା ବାଗ ହତ୍ୟାକାଣ୍ଡର ଶହୀଦଙ୍କୁ ଶ୍ରଦ୍ଧାଞ୍ଜଳି ଦେଇଛନ୍ତି। ଏମାନଙ୍କ ବିରତ୍ୱ ଯୁଗ ଯୁଗ ଧରି ଭାରତବାସୀଙ୍କୁ ପ୍ରେରଣା ଦେବ ବୋଲି…

ତେନ୍ତୁଳିଖୁଣ୍ଟି ପଞ୍ଚାୟତ ଦୋକାନୀ ସଂଘ ପକ୍ଷରୁ ମୁଖ୍ୟମନ୍ତ୍ରୀ ରିଲିଫ୍‌ ପାଣ୍ଠିକୁ ସହାୟତା

ଗୁଡଭେଲା, ୧୩।୪(ଡି.ଏନ୍‌.ଏ.): କରୋନା ମୁକାବିଲାକୁ ଦୃଷ୍ଟିରେ ରଖି ବଲାଙ୍ଗୀର ଜିଲା ଗୁଡ଼ଭେଲା ବ୍ଲକ ଅନ୍ତର୍ଗତ ତେନ୍ତୁଳିଖୁଣ୍ଟି ପଞ୍ଚାୟତ ଡାହିମାଳ ଛକର ଦୋକାନୀ ସଂଘ ପକ୍ଷରୁ ମୁଖ୍ୟମନ୍ତ୍ରୀ ରିଲିଫ୍‌…

ଶ୍ରୀମନ୍ଦିରରେ ପଣାସଂକ୍ରାନ୍ତି ନୀତି: ଆଜିଠୁ ନୂତନ ପାଞ୍ଜି ପ୍ରଚଳନ

ପୁରୀ ଅଫିସ,୧୩ା୪: ଶ୍ରୀମନ୍ଦିରରେ ପଣା ସଂକ୍ରାନ୍ତି ବା ମେଷ ସଂକ୍ରାନ୍ତି ଅବସରରେ ମହାପ୍ରଭୁଙ୍କ ନୀତି ସମ୍ପନ୍ନ ହୋଇଛି। ଦୈନନ୍ଦିନ ନୀତି ଅନୁଯାୟୀ, ଦ୍ୱାରଫିଟା, ମଙ୍ଗଳ ଆଳତି, ଅବକାଶ…

କରୋନା ଆର୍ଥିକ ମାନ୍ଦାବସ୍ଥାରେ ବି ବାଜି ଲଗାଇ ଲାଭ: ୨୭୦ ଲକ୍ଷ ଡଲାର ନିବେଶ କରି ୨୬୦ କୋଟି ଡଲାର ପାଇଲେ ବିଲ୍‌ ଅକ୍‌ମ୍ୟାନ୍‌

ଓ୍ବାଶିଂଟନ,୧୩।୪: କରୋନା ସଂକ୍ରମଣ ଯୋଗୁ ସାରା ପୃଥିବୀରେ ଆର୍ଥିକ ମାନ୍ଦାବସ୍ଥା ଦେଖାଦେଇଛି। ତେବେ ଜଣେ ବ୍ୟକ୍ତି ୨୭୦ ଲକ୍ଷ ଡଲାର ନିବେଶ କରି ୨୬୦ କୋଟି ଡଲାର…

କରୋନା ପ୍ରଭାବ: କିଆରୀରେ ସଢୁଛି କାକୁଡ଼ି, ଚିନ୍ତାରେ ଚାଷୀ

ବରଗଡ଼ ଅଫିସ,୧୩।୪: କରୋନା(କୋଭିଡ-୧୯) ଭୂତାଣୁ ସଂକ୍ରମଣକୁ ରୋକିବା ପାଇଁ ଦେଶବ୍ୟାପୀ ଲକ୍‌ଡାଉନ କଟକଣା ଲାଗୁ ହୋଇଛି। ତେବେ ଏହି କଟକଣାରେ ଚାଷୀକୁଳ ଅଧିକ ପ୍ରଭାବିତ ହୋଇଛନ୍ତି। ବଜାର…

ଦିଲ୍ଲୀ ମାକ୍ସ ହସ୍ପିଟାଲର ୧୫୦କର୍ମଚାରୀ ସେଲ୍ଫ କ୍ୱାରାଣ୍ଟାଇନ୍‌

ନୂଆଦିଲ୍ଲୀ, ୧୩।୪: ଦିଲ୍ଲୀର ସାକେତ ସ୍ଥିତ ମାକ୍ସ ହସ୍ପିଟାଲରେ ୧୫୦ କର୍ମଚାରୀଙ୍କୁ ସେଲ୍ଫ କ୍ୱାରାଣ୍ଟାଇନ୍‌ରେ ପଠାଇ ଦିଆଯାଇଛି। ଏମାନେ ସମସ୍ତେ ୨ଜଣ କରୋନା ପଜିଟିଭ୍‌ ରୋଗୀଙ୍କ ସଂସ୍ପର୍ଶରେ…

କଟକଣା ନ ମାନି ଆଖଣ୍ଡଳମଣିଙ୍କ ପୀଠକୁ ଆସିଥିଲେ ଭକ୍ତ: କଡ଼ା କାର୍ଯ୍ୟାନୁଷ୍ଠାନ ନେଲା ପୋଲିସ

ଆରଡ଼ି,୧୩ା୪(ଡି.ଏନ୍‌.ଏ.): ଲକ୍‌ଡାଉନ ଯୋଗୁ ଭଦ୍ରକ ଜିଲା ଆରଡ଼ିସ୍ଥିତ ବାବା ଆଖଣ୍ଡଳମଣିଙ୍କ ମନ୍ଦିର ୨୦ ଦିନ ହେଲା ବନ୍ଦ ରହିଛି। ଫଳରେ ଭକ୍ତମାନେ ଦର୍ଶନ ପାଇ ପାରୁନାହାନ୍ତି। ସୋମବାର…

ଲକ୍‌ଡାଉନ୍‌ ନିୟମରେ ସାମାନ୍ୟ ପରିବର୍ତ୍ତନ: କୃଷିକାର୍ଯ୍ୟ ପାଇଁ କୋହଳ, ଭୁବନେଶ୍ୱର ପାଇଁ ପରବର୍ତ୍ତି ସମୟରେ ଆସିବ ସ୍ବତନ୍ତ୍ର ନିୟମ

ଭୁବନେଶ୍ୱର,୧୩।୪(ବ୍ୟୁରୋ): ଆସନ୍ତା ୧୫ରୁ ଏପ୍ରିଲ ୩୦ ତାରିଖ ଯାଏ ରାଜ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ଲକ୍‌ଡାଉନ୍‌ ଜାରି ରହିବ। ଏହି ସମୟରେ ପୂର୍ବ ଭଳି ଯାନବାହାନ, ଦୋକାନବଜାର ଓ…

କରୋନା ହଟ୍‌ସ୍ପଟ୍‌ ଚାନ୍ଦିନୀ ମହଲକୁ ଘୋଷଣା କରାଗଲା କଣ୍ଟେନମେଣ୍ଟ ଜୋନ୍‌

ନୂଆଦିଲ୍ଲୀ,୧୩।୪: ଦିଲ୍ଲୀରେ କରୋନା ଭାଇରସର୍‌ ହଟ୍‌ସ୍ପଟ୍‌ କୁହାଯାଉଥିବା ଚାନ୍ଦିନୀ ମହଲ ଅଞ୍ଚଳରେ ରବିବାର ଆଉ ୨ଜଣଙ୍କର ମୃତ୍ୟୁ ଘଟିଛି। ଏହି ଖବର ସାମ୍ନାକୁ ଆସିବା ପରେ ସ୍ଥାନୀୟ…

ଲକ୍‌ଡାଉନ୍‌ ନିୟମ ଉଲ୍ଲଂଘନ: ୩୦ ବାଇକ୍‌ ଜବତ କଲା ପୋଲିସ

ଗୁଡଭେଲା,୧୩ା୪(ଡିଏନଏ): ସରକାରଙ୍କ କଡ଼ା ନିର୍ଦ୍ଦେଶାବଳୀ, ସ୍ଥାନୀୟ ପ୍ରଶାସନ ଓ ପୋଲିସ ବିଭାଗର କାର୍ଯ୍ୟାନୁଷ୍ଠାନ ସତ୍ତ୍ୱେ କେତେକ ବ୍ୟକ୍ତି ଲକ୍‌ଡାଉନ୍‌ ନିୟମ ଉଲ୍ଲଂଘନ କରୁଛନ୍ତି। ଏଭଳି ବ୍ୟକ୍ତିବିଶେଷଙ୍କ ବିରୋଧରେ…