ଅସହାୟଙ୍କୁ ସହାୟ ହୁଅ- ଭିଡିଓ କନ୍‌ଫରେନ୍ସରେ ଭାଜପା ନେତାଙ୍କୁ ପରାମର୍ଶ ଦେଲେ କେନ୍ଦ୍ରମନ୍ତ୍ରୀ

ଅନୁଗୋଳ ଅଫିସ, ୧୩।୪- ଅନୁଗୋଳ ଜିଲାର ବରିଷ୍ଠ ଭାଜପା ନେତାମାନଙ୍କ ସହ ରବିବାର ଭିଡିଓ କନ୍‌ଫରେନ୍ସ (ଭିସି) ମାଧ୍ୟମରେ ଆଲୋଚନା କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ଏହି…

ସ୍ତ୍ରୀଙ୍କୁ ହତ୍ୟା ଅଭିଯୋଗରେ ସ୍ବାମୀ ଗିରଫ

ପାଟଣା, ୧୩ା୪(ସ୍ବ.ପ୍ର.)-ସ୍ତ୍ରୀଙ୍କୁ ଯୌତୁକ ନିର୍ଯାତନା ଓ ପରେ ହତ୍ୟା ଅଭିଯୋଗରେ କେନ୍ଦୁଝର ଜିଲା ତୁରୁମୁଙ୍ଗା ପୋଲିସ ଲୋକନାଥ ମହାନ୍ତ ନାମକ ଯୁବକଙ୍କୁ ରବିବାର ଗିରଫ କରି କୋର୍ଟଚାଲାଣ…

ପର୍ଯ୍ୟାୟ ଭିତ୍ତିରେ ଉଠିପାରେ କଟକଣା

ନୂଆଦିଲ୍ଲୀ,୧୩।୪: ଅର୍ଥ ମନ୍ତ୍ରଣାଳୟର ଜଣେ ଅଧିକାରୀଙ୍କ ସୂଚନା ମୁତାବକ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପୁଣି ଥରେ ଦେଶବାସୀଙ୍କୁ ସମ୍ବୋଧିତ କରିବା କାର୍ଯ୍ୟକ୍ରମ ରହିଛି। ଦେଶରେ ଅର୍ଥନୈତିକ କାର୍ଯ୍ୟକଳାପ…

କଟକଣା ମଧ୍ୟରେ ଚାଲିବ ହାଟ; ରହିବ ୫ ଫୁଟର ବ୍ୟବଧାନ

ଅନୁଗୋଳ ଅଫିସ, ୧୩।୪- କରୋନା ପାଇଁ ଚାଷୀ କୁଳ ଓ କ୍ଷୁଦ୍ର ବ୍ୟବସାୟୀମାନେ ସମସ୍ୟାରେ ପଡ଼ିଥିଲେ। ବିଶେଷକରି ହାଟଗୁଡ଼ିକ ଉପରେ ପ୍ରଶାସନ ଓ ପୋଲିସ କଟକଣା ଲଗାଇଥିବାରୁ…

ଲକ୍‌ଡାଉନ ବଢାଇଲା ଚାଷୀଙ୍କ ଦୁର୍ଦ୍ଦଶା

କର୍ଲାମୁଣ୍ଡା, ୧୩ା୪(ଡି.ଏନ.ଏ.) ଲକ୍‌ଡାଉନ ଯୋଗୁଁ କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଅଞ୍ଚଳର ପରିବା ଓ ତରଭୁଜ ଚାଷୀ ସଙ୍କଟରେ ପଡିଛନ୍ତି। ଚଳିତ ବର୍ଷ ଅନୁକୂଳ ପାଗ ଯୋଗୁ…

ପିଲାଦିନର ଅଭିଳାଷ ପେଣ୍ଟିଂକୁ ଉପଭୋଗ କରୁଛନ୍ତି ଭାଲେଣ୍ଟିନା

ଭୁବନେଶ୍ୱର, ୧୩।୪(କ୍ରୀଡ଼ା ପ୍ରତିନିଧି)- କରୋନା ଭାଇରସ୍‌ ସଂକ୍ରମଣ ଜନିତ କାରଣରୁ ଏବେ ଖେଳ ସମ୍ଭବ ନ ଥିବାରୁ ପ୍ରାକ୍ଟିସ ଉପରେ ବିଶେଷ ଫୋକସ କରି ପାରୁନାହାନ୍ତି କ୍ରୀଡ଼ାବିତ୍‌।…

ଆଇପିଏଲ୍‌ ଦର୍ଶକ ବିନା ହୋଇପାରେ କିନ୍ତୁ ଟି୨୦ ବିଶ୍ୱକପ୍‌ ନୁହେଁ

ମେଲବୋର୍ନ, ୧୩ା୪ (ପି.ଟି.)- ପୁନଃ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁସାରେ ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌) ହୁଏତ ବିନା ଦର୍ଶକରେ ହୋଇପାରେ, କିନ୍ତୁ ଟି୨୦ ବିଶ୍ୱକପ୍‌ ଯଥାର୍ଥ ହେବ…

ବାପାଙ୍କ ସ୍ମୃତିରେ ଖାଦ୍ୟ ପୁଡିଆ ବାଣ୍ଟିଲେ ଝିଅପୁଅ

ସୋର, ୧୩ା୪(ଡି.ଏନ୍‌.ଏ.)-କରୋନା ସଂକ୍ରମଣ ପାଇଁ ଲୋକେ ବାହାରକୁ ବାହାରି ନ ପାରି ଘରେ ହାତଯୋଡି ବସିଥିବା ବେଳେ ସେମାନଙ୍କ ଆର୍ଥତ୍କ ସ୍ଥିତି ଏବେ ଦୁର୍ବଳ ହୋଇଛି। ବିଶେଷ…

୯ ଜିଲାକୁ ବ୍ୟାପିଛି କରୋନା

ଭୁବନେଶ୍ୱର,୧୩ା୪(ବ୍ୟୁରୋ): ରାଜ୍ୟରେ ଏବେ ୯ ଜିଲାକୁ କରୋନା ଭୂତାଣୁ ‘କୋଭିଡ୍‌-୧୯’ ଡେଇଁଲାଣି। ରବିବାର ସନ୍ଧ୍ୟାସୁଦ୍ଧା ମୋଟ ଆକ୍ରାନ୍ତଙ୍କ ସଂଖା ୫୪ଜଣ ରହିଥିବାବେଳେ ଏମାନଙ୍କ ଘର ଖୋର୍ଦ୍ଧା, ପୁରୀ,…

ଏଫ୍‌ପିଆଇ ଉଠାଇ ନେଲେ ୯,୧୦୩ କୋଟି

ନୂଆଦିଲ୍ଲୀ,୧୩।୪: ବର୍ତ୍ତମାନ କୋଭିଡ୍‌-୧୯ ଲାଗି ଶେୟାର ବଜାର କାରବାର ଗଭୀର ଭାବେ ପ୍ରଭାବିତ ହୋଇଛି। ଫରେନ ପୋର୍ଟଫୋଲିଓ ଇନ୍‌ଭେଷ୍ଟର(ଏଫ୍‌ପିଆଇ) ବା ବିଦେଶୀ ନିବେଶକମାନେ ଚଳିତ ମାସ ବର୍ତ୍ତମାନ…