୪୨ ତୁମ୍ବର ବିନ୍ଧ, ୨୪ ଚକ କାମ ଶେଷ

ପୁରୀ ଅଫିସ, ୧୯ା୫: ଶ୍ରୀନହର ସମ୍ମୁଖ ରଥଖଳାରେ ଚାଲିଛି ତିନିରଥ ନିର୍ମାଣ। ସୋମବାର ସୁଦ୍ଧା ସମସ୍ତ ୪୨ ତୁମ୍ବର ବିନ୍ଧ କାମ ଶେଷ ହୋଇଛି। ତିନିରଥର ୨୪ଟି…

ପୁରୀରେ ହାଲ୍‌କା ବର୍ଷା, ପବନ: ରଥଖଳାରେ ଚାଲିଛି କାମ

ପୁରୀ ଅଫିସ,୧୯ା୫: ବାତ୍ୟା ‘ଅମ୍ଫନ’ ପ୍ରଭାବରେ ପୁରୀରେ ହାଲ୍‌କା ବର୍ଷା, ପବନ ଆରମ୍ଭ ହୋଇଛି । ମଙ୍ଗଳବାର ସକାଳୁ ଆକାଶ ମେଘାଛନ୍ନ ରହିଥିବା ବେଳେ ୯ଟା ବେଳକୁ…

କଣ୍ଟାକ୍ଟ ଟ୍ରେସିଂ ପାଇଁ ଘାଣ୍ଟି ହେଉଛି ପ୍ରଶାସନ

ପୁରୀ ଅଫିସ,୧୯ା୫: ଜଣେ ଅଭିଯୁକ୍ତ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ପୁରୀ ପୋଲିସ ଏବଂ ପ୍ରଶାସନର ଚିନ୍ତା ବଢିଯାଇଛି। ଚିହ୍ନଟ ପୂର୍ବରୁ ଅଭିଯୁକ୍ତ ଜଣକ ଥାନା,…

ଶହେ ପରିବାରକୁ ଏକ ମାସର ରାଶନ ସହ ୩ ହଜାର ମାସ୍କ ବାଣ୍ଟିଲେ ଦିବ୍ୟାଙ୍ଗ ଭିକାରି

ପଠାନକୋଟ,୧୯।୫: କରୋନା ସଙ୍କଟ ସମୟରେ ମାନବିକତାର କିଛି ଚିତ୍ର ମଧ୍ୟ ଦେଖିବାକୁ ମିଳିଛି। ପଞ୍ଜାବର ପଠାନକୋଟରେ ଏମିତି ଏକ ଚିତ୍ର ଏବେ ଅନ୍ୟମାନଙ୍କ ପାଇଁ ପ୍ରେରଣା ପାଲଟି…

୧୪ ଜଣଙ୍କୁ ସେକ୍ଟର ଅଫିସର ଦାୟିତ୍ୱ

କଟକ ଅଫିସ,୧୮ା୫: ବାତ୍ୟା ‘ଅମ୍ଫନ୍‌’ର ମୁକାବିଲା ପାଇଁ କଟକ ମହାନଗର ନିଗମ (ସିଏମ୍‌ସି) ତତ୍ପର ହୋଇପଡ଼ିଛି। ସିଏମ୍‌ସି କମିଶନର ଅନନ୍ୟା ଦାସଙ୍କ ଅଧ୍ୟକ୍ଷତାରେ ସୋମବାର ଏନେଇ ଜରୁରୀ…

ପୁନରୁଦ୍ଧାର କାର୍ଯ୍ୟକୁ ସିଏମ୍‌ସିର ଗୁରୁତ୍ୱ

କଟକ ଅଫିସ,୧୯ା୫: ସମ୍ଭାବ୍ୟ ବାତ୍ୟା ‘ଅମ୍ଫନ୍‌’ ପାଇଁ ଉପକୂଳ ଜିଲାବାସୀ ଆତଙ୍କିତ ହୋଇପଡ଼ିଛନ୍ତି। ‘ଅମ୍ଫନ୍‌’ର ମୁକାବିଲା ପାଇଁ କଟକ ଜିଲା ପ୍ରଶାସନ ଆଗୁଆ ତତ୍ପରତା ଦେଖାଇଛି। ସୋମବାର…

କୋଣାର୍କରେ ଏନ୍‌ଡିଆରଏଫ୍‌ ଟିମ୍‌ : ଲୋକଙ୍କୁ ସତର୍କ କଲା ପ୍ରଶାସନ

ପୁରୀ ଅଫିସ,୧୯ା୫: ସ୍ଥଳଭାଗ ମୁହଁ। ହେଉଛି ସାମୁଦ୍ରିକ ବାତ୍ୟା ଅମ୍ଫନ। ଏହାକୁ ଦୃଷ୍ଟିରେ ରଖି ପୁରୀ ଜିଲା ପ୍ରଶାସନ ସମ୍ପୂର୍ଣ୍ଣ ପ୍ରସ୍ତୁତ ରହିଛି। ସବୁ ବ୍ଲକରେ ବ୍ୟାପକ…

ବାତ୍ୟା ମୁକାବିଲା ପାଇଁ ତତ୍ପରତା: ସ୍ବତନ୍ତ୍ର ସେଲ୍‌ ଖୋଲିଲା ପୂର୍ବତଟ ରେଳପଥ

ଭୁବନେଶ୍ୱର,୧୯ା୫(ବ୍ୟୁରୋ): ବାତ୍ୟା ‘ଅମ୍ଫନ’ର ମୁକାବିଲା ପାଇଁ ପ୍ରସ୍ତୁତ ରହିଛି ପୂର୍ବତଟ ରେଳପଥ। ଫାଇଲିନ୍‌, ହୁଡ୍‌ହୁଡ୍‌, ତିତ୍‌ଲି ଓ ଫନୀ ବାତ୍ୟାରେ ରେଳପଥର ବିପୁଳ ସମ୍ପତ୍ତି ନ ହୋଇଥିଲା।…

ସଂଗରୋଧ କେନ୍ଦ୍ରରେ ନାବାଳିକାକୁ ଅସଦାଚରଣ ଅଭିଯୋଗ, ଘଟଣାର ତଦନ୍ତ ଜାରି

ବ୍ରହ୍ମଗିରି, ୧୯।୫(ଡି.ଏନ୍‌.ଏ) : ପୁରୀ ଜିଲା ବ୍ରହ୍ମଗିରି ବ୍ଲକ ଅନ୍ତର୍ଗତ ଗୋରୁଆଳସ୍ଥିତ ଏକ ସଂଗରୋଧ କେନ୍ଦ୍ରରେ ସୋମବାର ବିଳମ୍ବତ ରାତିରେ ଜଣେ ନାବାଳିକାକୁ ଅସଦାଚରଣ ହୋଇଥିବା ଅଭିଯୋଗ…

ରାଶନକାର୍ଡ ଅନିୟମିତତାର ତଦନ୍ତ ପାଇଁ ଓଏଚ୍‌ଆର୍‌ସିଙ୍କୁ ଅଭିଯୋଗ

ଭୁବନେଶ୍ୱର,୧୯ା୫ (ବ୍ୟୁରୋ): ଯାଜପୁର ଜିଲାର ଧର୍ମଶାଳା, ବିଞ୍ଝାରପୁର ଓ ଓରେଇ ଆଦି ଅଞ୍ଚଳରେ ଭୂତ କାର୍ଡ ମାଧ୍ୟମରେ ହିତାଧିକାରୀଙ୍କ ସାମଗ୍ରୀ ଓ ଟଙ୍କା ହରିଲୁଟ ହେଉଛି। ଏନେଇ…