ରାଶନକାର୍ଡ ଅନିୟମିତତାର ତଦନ୍ତ ପାଇଁ ଓଏଚ୍‌ଆର୍‌ସିଙ୍କୁ ଅଭିଯୋଗ

ଭୁବନେଶ୍ୱର,୧୯ା୫ (ବ୍ୟୁରୋ): ଯାଜପୁର ଜିଲାର ଧର୍ମଶାଳା, ବିଞ୍ଝାରପୁର ଓ ଓରେଇ ଆଦି ଅଞ୍ଚଳରେ ଭୂତ କାର୍ଡ ମାଧ୍ୟମରେ ହିତାଧିକାରୀଙ୍କ ସାମଗ୍ରୀ ଓ ଟଙ୍କା ହରିଲୁଟ ହେଉଛି। ଏନେଇ…

୬୪ ଦିନରେ ଭାରତରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଟପିଲା ଲକ୍ଷେ: ଅନ୍ୟ ଦେଶ ତୁଳନାରେ ସ୍ଥିତି ନିୟନ୍ତ୍ରଣରେ

ଓ୍ବାଶିଂଟନ/ନୂଆଦିଲ୍ଲୀ,୧୯।୫: ପୃଥିବୀରେ କରୋନା ସଂକ୍ରମିତ ଏବଂ ମୃତକଙ୍କ ସଂଖ୍ୟା ପ୍ରତିଦିନ ବଢ଼ିଚାଲିଛି। କରୋନା ସଂକ୍ରମଣ କ୍ଷେତ୍ରରେ ଭାରତର ସ୍ଥିତି ପୃଥିବୀର ଅନ୍ୟ ଦେଶ ତୁଳନାରେ ନିୟନ୍ତ୍ରଣରେ ରହିଛି।…

ବିଏମ୍‌ସି ଅଞ୍ଚଳରେ ପୂର୍ବ କଟକଣା ବଳବତ୍ତର

ଭୁବନେଶ୍ୱର,୧୯ା୫ (ବ୍ୟୁରୋ): ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ପରବର୍ତ୍ତୀ ନିର୍ଦ୍ଦେଶନାମା ଜାରି ନ କରିବା ପର୍ଯ୍ୟନ୍ତ ଭୁବନେଶ୍ୱରରେ ପୂର୍ବ କଟକଣା ବଳବତ୍ତର ରହିବ। ରାଜ୍ୟ ସରକାରଙ୍କ ନିୟମ…

ପ୍ରବାସୀ ଶ୍ରମିକଙ୍କୁ ଖାଦ୍ୟ ଯୋଗାଇଲେ ଟ୍ରାନ୍ସଜେଣ୍ଡର

ପୁଣେ,୧୯।୫: ଲକ୍‌ଡାଉନ ଯୋଗୁ ବାହାର ରାଜ୍ୟରେ ଫସି ରହିଥିବା ପ୍ରବାସୀ ଶ୍ରମିକଙ୍କ ଦୁର୍ଦ୍ଦଶାକୁ ଦେଖି ସମସ୍ତେ ସହାୟତା ଯୋଗାଇ ଦେଉଥିବା ଦେଖାଯାଇଛି। ଏହି କ୍ରମରେ ପୁଣେରେ କେତେଜଣ…

ସମ୍ଭାବ୍ୟ ମହାବାତ୍ୟା ‘ଅମ୍ପନ’ର ମୁକାବିଲା ପାଇଁ ପ୍ରଶାସନକୁ ସହଯୋଗର ହାତ ବଢ଼ାଇଲା ସ୍ବେଛାସେବୀ ସଂଗଠନ

ଗଞ୍ଜାମ,୧୯।୫(ଡି.ଏନ୍‌.ଏ.): ମହାମାରୀ କରୋନା ପରେ ସାମୁଦ୍ରିକ ଝଡ଼ ବାତ୍ୟା ‘ଅମ୍ପନ’ ପାଇଁ ଚିନ୍ତିତ ହୋଇପଡିଛନ୍ତି ଗଞ୍ଜାମ ଜିଲାବାସୀ। ତେବେ ସହରର ଏକ ସ୍ବେଛାସେବୀ ସଂଗଠନ ଏହାର ମୁକାବିଲା…

ଧରିତ୍ରୀ ପ୍ରଭାବ: ବିନାନୁମତିରେ ଖୋଲାଥିବା ଦୋକାନ ବନ୍ଦ ହେଲା

ଭୁବନେଶ୍ୱର,୧୯ା୫(ବ୍ୟୁରୋ): ଲକ୍‌ଡାଉନ ଜାରି ରହିଥିବାବେଳେ ମାର୍କେଟ, କମ୍ପ୍ଲେସ ଓ ମଲ୍‌ ବନ୍ଦ ପାଇଁ ନିର୍ଦ୍ଦେଶ ଥିଲା। ହେଲେ ୟୁନିଟ୍‌-୨ ମାର୍କେଟ ବିଲ୍ଡିଂରେ ବ୍ୟବସାୟୀମାନେ ରବିବାର ଦୋକାନ ଖୋଲିଥିଲେ।…

କେନ୍ଦ୍ରାପଡ଼ାରେ ଆଉ ୮ କରୋନା ପଜିଟିଭ ଚିହ୍ନଟ: ଜିଲାରେ ମୋଟ ଆକ୍ରାନ୍ତ ସଂଖ୍ୟା ୩୮

କେନ୍ଦ୍ରାପଡ଼ା ଅଫିସ/ଡେରାବିଶ/ମହାକାଳପଡ଼ା ୧୯।୫(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ଡେରାବିଶ ଓ ମହାକାଳପଡା ବ୍ଲକ ଅଞ୍ଚଳରେ ୮ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ମଙ୍ଗଳବାର ସୁଦ୍ଧା…

ପ୍ରବାସୀ ଶ୍ରମିକଙ୍କ ପାଇଁ ଚପଲ ବ୍ୟବସ୍ଥା କଲା ଆଗ୍ରା ପୋଲିସ

ଆଗ୍ରା,୧୯।୫: କରୋନା ସଂକ୍ରମଣ ଯୋଗୁ ଦେଶରେ ଅଚଳାବସ୍ଥା ସୃଷ୍ଟି ହୋଇଛି। ସଂକ୍ରମଣରୁ ଦୂରେଇ ରହିବା ପାଇଁ ସରକାରଙ୍କ ପକ୍ଷରୁ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। ଦେଶର ବିଭିନ୍ନ ରାଜ୍ୟରେ…

ଅନୁଗୋଳରେ ପୁଣି ୨ କରୋନା ରୋଗୀ ଚିହ୍ନଟ: ୧୭ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା

ଅନୁଗୋଳ ଅଫିସ,୧୯।୫: ଅନୁଗୋଳ ଜିଲାରେ ମଙ୍ଗଳବାର ପୁଣି ୨ଜଣ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ମୋଟ ୧୭ରେ ପହଞ୍ଚିଛି।…

ବଇଁଆ ବନାପୁର କ୍ୱାରାଣ୍ଟାଇନରେ କୋଲକାତା ଫେରନ୍ତାଙ୍କ ମୃତ୍ୟୁ

ଭଣ୍ଡାରିପୋଖରୀ,୧୯।୫(ଡି.ଏନ୍‌.ଏ.): ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକ ବଇଁଆ ବନାପୁର ପଞ୍ଚାୟତ ଅସ୍ଥାୟୀ ସ୍ବାସ୍ଥ୍ୟକେନ୍ଦ୍ରରେ ସୋମବାର ଜଣେ କୋଲକାତା ଫେରନ୍ତା ବୃଦ୍ଧଙ୍କ ମୃତ୍ୟୁ ଘଟିଛି। ସେ ହେଲେ ସରପଦା…