‘ସପ୍ତାହକୁ ୩ ଦିନ ତୋଳାହେଉ କେନ୍ଦୁପତ୍ର’

ଭୁବନେଶ୍ୱର,୧୨।୪(ବ୍ୟୁରୋ): ସାରା ଦେଶରେ କରୋନା ମୁକାବିଲା ପାଇଁ ଲକ୍‌ଡାଉନ ଜାରି ରହିଛି। ଓଡ଼ିଶାରେ ମଧ୍ୟ ଚଳିତ ମାସ ୩୦ତାରିଖ ଯାଏ ଲକ୍‌ଡାଉନ ଅବଧିକୁ ବୃଦ୍ଧି କରାଯାଇଛି। ଏଥିଯୋଗୁ…

କୋଭିଡ୍‌-୧୯ ପରୀକ୍ଷଣ: ରାଜଧାନୀର ୫ ସ୍କୁଲରେ ନମୁନା ସଂଗ୍ରହ ଆରମ୍ଭ

ଭୁବନେଶ୍ୱର, ୧୨।୪(ବ୍ୟୁରୋ): କରୋନା ଭାଇରସ୍‌ କୋଭିଡ୍‌-୧୯ ପରୀକ୍ଷଣ ପାଇଁ ଭୁବନେଶ୍ୱରର ୫ ସ୍କୁଲରେ ନମୁନା ସଂଗ୍ରହ କେନ୍ଦ୍ର ଖୋଲାଯାଇଛି। ଝାରପଡ଼ା ପ୍ରାଥମିକ ବିଦ୍ୟାଳୟ, ଚନ୍ଦ୍ରଶେଖରପୁର ସରକାରୀ ହାଇସ୍କୁଲ,…

ଲକ୍‌ଡାଉନ ଯୋଗୁ ଏମ୍‌ଏସ୍‌ଏମ୍‌ଇ ପ୍ରଭାବିତ: କେନ୍ଦ୍ରୀୟ ସହାୟତା ଲୋଡ଼ିିଲା ରାଜ୍ୟ

ଭୁବନେଶ୍ୱର,୧୨।୪(ବ୍ୟୁରୋ): ବିଶ୍ୱବ୍ୟାପୀ କରୋନାଜନିତ ଭୟାବହତାକୁ ନେଇ ରାଜ୍ୟରେ ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ(ଏମ୍‌ଏସ୍‌ଏମ୍‌ଇ)କ୍ଷେତ୍ର ପ୍ରାୟତଃ ବନ୍ଦ ହୋଇ ପଡ଼ିଥିବା ଯୋଗୁ ଏ କ୍ଷେତ୍ରରେ ଅଚଳାବସ୍ଥା ସୃଷ୍ଟି…

ସୁନ୍ଦରଗଡ଼ ଜିଲାରେ ପ୍ରଥମ ୨ କରୋନା ଆକ୍ରାନ୍ତ ଚିହ୍ନଟ: ବିଶ୍ରାରେ ପହଞ୍ଚିଲେ ସ୍ବାସ୍ଥ୍ୟ ଅଧିକାରୀ

ସୁନ୍ଦରଗଡ଼,୧୨।୪(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲାରେ ପ୍ରଥମ ଥର ପାଇଁ ଦୁଇଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଶନିବାର ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଜାରି ହୋଇଥିବା ନମୂନା ପରୀକ୍ଷଣ…

‘ମୁକାବିଲା ପାଇଁ ସଚେତନତାକୁ ଗୁରୁତ୍ୱ’

ଭୁବନେଶ୍ୱର,୧୨।୪(ବ୍ୟୁରୋ): କୋଭିଡ୍‌-୧୯ ସଂକ୍ରମଣ ପରିପ୍ରେକ୍ଷୀରେ ଗ୍ରାମାଞ୍ଚଳରେ ସଚେତନତା ସୃଷ୍ଟି ଏବଂ ସାମାଜିକ ସୁରକ୍ଷା କାର୍ଯ୍ୟକ୍ରମଗୁଡ଼ିକୁ ରାଜ୍ୟ ସରକାର ଅଗ୍ରାଧିକାର ଦେଉଛନ୍ତି। ଏଥିପାଇଁ ତ୍ରିସ୍ତରୀୟ ପଞ୍ଚାୟତିରାଜ ପ୍ରତିନିିଧିମାନଙ୍କୁ ଅବଗତ…

ତାସ୍‌ ନ ଖେଳିବାକୁ ବାଗ୍‌ଚୀଙ୍କ ପରାମର୍ଶ

ଭୁବନେଶ୍ୱର, ୧୨।୪(ବ୍ୟୁରୋ): କରୋନା ସଂକ୍ରମଣ ରୋକିବା ପାଇଁ ସାମାଜିକ ଦୂରତ୍ୱ ହେଉଛି ବଡ଼ ଅସ୍ତ୍ର। ରାଜ୍ୟ ସରକାର ବାରମ୍ବାର ଏହାକୁ ଗୁରୁତ୍ୱ ଦେଉଥିବାବେଳେ ଅନେକ ପାଳନ କରୁନାହାନ୍ତି।…

ଓଡ଼ିଶାରେ ଯୁବ ଆକ୍ରାନ୍ତଙ୍କ ସଂଖ୍ୟା ସର୍ବାଧିକ

ଭୁବନେଶ୍ୱର, ୧୨।୪(ବ୍ୟୁରୋ): ସାରା ବିଶ୍ୱରେ ୬୦ବର୍ଷରୁ ଊର୍ଦ୍ଧ୍ୱ ଲୋକଙ୍କ ପାଖରେ କରୋନା ଅଧିକ ସଂକ୍ରମିତ ହେଉଛି। କିନ୍ତୁ ଓଡ଼ିଶାରେ ମାତ୍ର ୮% ଅର୍ଥାତ ୪ଜଣ ଆକ୍ରାନ୍ତ ୬୦ବର୍ଷରୁ…

ବିନା ଲକ୍ଷଣରେ ବି ରହିପାରେ ଭୂତାଣୁ: ୩୫ ଆକ୍ରାନ୍ତ ପାଖରେ ଦେଖାଯାଉନି ସାଧାରଣ ଲକ୍ଷଣ; ଲକ୍‌ଡାଉନ୍‌ ପାଇଁ ମିଳିଛି ସଫଳତା

ଭୁବନେଶ୍ୱର, ୧୨।୪(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ବଢ଼ୁଛି। ଏହାକୁ ନେଇ ଚିନ୍ତା ବଢ଼ିଥିଲେ ମଧ୍ୟ ଇତିମଧ୍ୟରେ ୧ ୨ଜଣ ଆକ୍ରାନ୍ତ ସୁସ୍ଥ ହୋଇ…

ପୁନଃ ନିର୍ଦ୍ଦେଶନାମା ଜାରି କଲା ସାଧାରଣ ପ୍ରଶାସନ ବିଭାଗ: କ୍ରିଟିକାଲ ବିଭାଗରେ ୫୦%, ପାର୍ସିଆଲି କ୍ରିଟିକାଲ ବିଭାଗରେ ୧୦% କର୍ମଚାରୀ କାର୍ଯ୍ୟାଳୟ ଆସିବେ

ଭୁବନେଶ୍ୱର,୧୨।୪(ବ୍ୟୁରୋ): କରୋନା(କୋଭିଡ୍‌-୧୯)ଭୂତାଣୁ ସଂକ୍ରମଣକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ସରକାରୀ କାର୍ଯ୍ୟାଳୟଗୁଡ଼ିକରେ କର୍ମଚାରୀଙ୍କ ସଂଖ୍ୟା ହ୍ରାସ କରିଛନ୍ତି। ପୂର୍ବରୁ ସମସ୍ତ ବିଭାଗକୁ ୩ଟି ବର୍ଗ(କ୍ରିଟିକାଲ, ପାର୍ସିଆଲି କ୍ରିଟିକାଲ…

ହିତାଧିକାରୀଙ୍କୁ ମାଗଣାରେ ଡାଲି, ଚାଉଳ ସହାୟତା

ଭୁବନେଶ୍ୱର,୧୨।୪(ବ୍ୟୁରୋ): କରୋନା ଭୂତାଣୁ ସଂକ୍ରମଣ ଯୋଗୁ ଓଡ଼ିଶା ସମେତ ସାରା ଦେଶରେ ଲକ୍‌ଡାଉନ୍‌ ଜାରି କରାଯାଇଛି। ଏହି ପରିପ୍ରେକ୍ଷୀରେ ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଅନ୍ନ ଯୋଜନାରେ ରାଜ୍ୟ…