ଭୀଷଣ ରୂପ ନେଲା ଅମ୍ଫନ୍‌: ମେ ୨୦ରେ ସ୍ଥଳଭାଗରେ ମାଡ଼ ହେବାର ପୂର୍ବାନୁମାନ

ନୂଆଦିଲ୍ଲୀ,୧୮।୫: ଦକ୍ଷିଣ ପୂର୍ବ ବଙ୍ଗୋପସାଗର ଏବଂ ଏହାର ଆଖପାଖ ଅଞ୍ଚଳରେ ସୃଷ୍ଟି ହୋଇଥିବା ଲଘୁଚାପ ଭୟଙ୍କର ସାମୁଦ୍ରିକ ଝଡ଼ରେ ପରିଣତ ହୋଇ ଏବେ ଭୀଷଣ ରୂପ ନେଇଛି।…

ଆନ୍ତର୍ଜାତିକ ସଂଗ୍ରହାଳୟ ଦିବସ: ସଂଗ୍ରହାଳୟର ସୁରକ୍ଷା ଲୋଡ଼ା

ସାରା ବିଶ୍ୱରେ ମେ’ ୧୮ରେ ଆନ୍ତର୍ଜାତିକ ସଂଗ୍ରହାଳୟ ଦିବସ ପାଳନ କରାଯାଉଛି। ଅନ୍ତର୍ରାଷ୍ଟ୍ରୀୟ ସଂଗ୍ରହାଳୟ ପରିଷଦ(ଆଇସିଓଏମ୍‌) ସଂଯୋଜନାରେ ପାଳିତ ଏହି ଦିବସ ପ୍ରତିବର୍ଷ ଏକ ସ୍ଲୋଗାନ ନେଇ…

ପ୍ରବାସୀ ଜାଣିପାରିବେ ନିଜ ଅଞ୍ଚଳର କ୍ୱାରାଣ୍ଟାଇନ ସେଣ୍ଟର ସମ୍ପର୍କିତ ତଥ୍ୟ

ଭୁବନେଶ୍ୱର,୧୮ା୫(ବ୍ୟୁରୋ): କରୋନାର ସଠିକ୍‌ ତଥ୍ୟ ଓ ପରିଚାଳନା ପାଇଁ ଓଡିଶା ସ୍ପେଶ ଆପ୍ଲିକେସନସ୍‌ ସେଣ୍ଟର ତରଫରୁ ଏକ ଭୌଗୋଳିକ ତଥ୍ୟ ବ୍ୟବସ୍ଥା ଜିଆଇଏସ୍‌ ପ୍ରସ୍ତୁତ କରିଛି। ଏହାଦ୍ୱାରା…

କ୍ବାରାଣ୍ଟାଇନ୍‌ରେ କୁମ୍ଭାରପଡ଼ା ଥାନାର ୩୦ କର୍ମଚାରୀ

ପୁରୀ ଅଫିସ,୧୮ା୫: କ୍ବାରାଣ୍ଟାଇନରେ ରହିଲେ କୁମ୍ଭାରପଡ଼ା ଥାନାର ସମସ୍ତ କର୍ମଚାରୀ। ଜଣେ କରୋନା ଆକ୍ରାନ୍ତ ଗିରଫ ଅଭିଯୁକ୍ତଙ୍କ ସଂସ୍ପର୍ଶରେ ଆସିଥିବାରୁ ଏହି ଥାନାର ଆଇଆଇସିଙ୍କ ସମେତ ପ୍ରାୟ…

ଶକ୍ତିଶାଳୀ ହେଉଛି ଅମ୍ଫନ୍‌: ‌ଦୀଘା, ହାତିଆ ମଧ୍ୟରେ ହେବ ମାଡ଼, ୬ କି.ମି. ବେଗରେ ମାଡ଼ି ଆସୁଛି

ଭୁବନେଶ୍ୱର,୧୮।୫(ବ୍ୟୁରୋ): ଦକ୍ଷିଣ ପୂର୍ବ ବଙ୍ଗୋପସାଗର ଏବଂ ଏହାର ଆଖପାଖ ଅଞ୍ଚଳରେ ସୃଷ୍ଟି ହୋଇଥିବା ଲଘୁଚାପ ଭୟଙ୍କର ସାମୁଦ୍ରିକ ଝଡ଼ରେ ପରିଣତ ହୋଇଛି। ଏହା ପାରାଦୀପଠାରୁ ଦକ୍ଷିଣରେ ୯୫୦କି.ମି.,…

ଆଜିଠୁ ୩ଦିନ ପ୍ରବଳ ବର୍ଷା

ଭୁବନେଶ୍ୱର,୧୮।୫(ବ୍ୟୁରୋ): ବାତ୍ୟା ଅମ୍ଫନ ପ୍ରଭାବରେ ରାଜ୍ୟରେ ସୋମବାରଠାରୁ ଆରମ୍ଭ ପ୍ରବଳ ବର୍ଷା। ୩ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି…

ଲକ୍‌ଡାଉନ୍‌ ୪.୦: ବିଏମ୍‌ସି ଆଣିବ ନୂଆ ଗାଇଡ୍‌ଲାଇନ୍‌

ଭୁବନେଶ୍ୱର,୧୮ା୫(ବ୍ୟୁରୋ): କରୋନା ପାଇଁ କେନ୍ଦ୍ର ସରକାର ଦେଶରେ ଲାଗୁ କରିଥିବା ଲକ୍‌ଡାଉନ୍‌କୁ ଆଉ ଦୁଇ ସପ୍ତାହ ଅର୍ଥାତ୍‌ ମେ ୩୧ ପର୍ଯ୍ୟନ୍ତ ବଢ଼ାଇଛନ୍ତି। ଚତୁର୍ଥ ପର୍ଯ୍ୟାୟ ବା…

ଲାଞ୍ଚ ମାମଲାର ଖୋଳତାଡ଼: ସମ୍ପତ୍ତି ବିବରଣୀ ଦେଇନାହାନ୍ତି ବିଜୟ କେତନ

କଟକ ଅଫିସ,୧୮।୫: ଏକଲକ୍ଷ ଟଙ୍କା ଲାଞ୍ଚ ନେବା ଅଭିଯୋଗରେ ଗିରଫ ହୋଇ ପରେ ଜାମିନରେ ମୁକୁଳିଥିବା ଆଇଏଏସ୍‌ ଅଫିସର ବିଜୟ କେତନ ଉପାଧ୍ୟାୟଙ୍କ ସମ୍ପତ୍ତି ବିବରଣୀର ଖୋଳତାଡ଼…

ସ୍ବାଗତ କେନ୍ଦ୍ରରେ ସଂକ୍ରମଣ ଭୟ

ଭୁବନେଶ୍ୱର,୧୮ା୫(ବ୍ୟୁରୋ): କରୋନାର ତାଉ ଓ ଭୋକର ଦାଉରୁ ବଞ୍ଚତ୍ବା ପାଇଁ ଏବେ ବାହାର ରାଜ୍ୟରୁ ଲକ୍ଷଲକ୍ଷ ପ୍ରବାସୀ ନିଜ ରାଜ୍ୟକୁ ଫେରୁଛନ୍ତି। ଟ୍ରେନ୍‌, ବସ୍‌, ସାଇକେଲ ବ୍ୟତୀତ…

ଗାଭାସ୍କରଙ୍କ ଭାରତ-ପାକ୍‌ ମିଳିତ ଏକାଦଶ

ନୂଆଦିଲ୍ଲୀ, ୧୮।୫ କିମ୍ବଦନ୍ତୀ ଭାରତୀୟ କ୍ରିକେଟର ସୁନୀଲ ଗାଭାସ୍କର ଭାରତ-ପାକିସ୍ତାନ ମିଳିତ ଏକାଦଶ ଚୟନ କରିଛନ୍ତି। ଏଥିରେ ସେ ୬ ଭାରତୀୟ ଓ ୫ ପାକିସ୍ତାନ ଖେଳାଳିଙ୍କୁ…