ଘରୁ ବୃଦ୍ଧାଙ୍କ ଗଳିତ ମୃତଦେହ ଉଦ୍ଧାର: ସଙ୍ଗରୋଧରୁ ଆସି ମୁଖାଗ୍ନି ଦେଲେ ପୁଅ

ପୁରୁଷୋତ୍ତମପୁର,୧୭ା୫(ଡି.ଏନ୍‌.ଏ.)- ପୁରୁଷୋତ୍ତମପୁର ବ୍ଲକ ହାଣ୍ଡିଘର ଗ୍ରାମର ଜଣେ ବୃଦ୍ଧାଙ୍କ ଗଳିତ ମୃତଦେହ ଶନିବାର ପଡୋଶୀ ଉଦ୍ଧାର କରିଛନ୍ତି। ସେ ହେଲେ ରୋହିଣୀ ଦାଶ (୭୫)। ସୁରଟରୁ ଫେରି…

ଘରୋଇ ହାତକୁ ଯିବ ଅଣ ଷ୍ଟ୍ରାଟେଜିକ୍‌ ପିଏସ୍‌ୟୁ

ନୂଆଦିଲ୍ଲୀ,୧୮।୫:ସରକାର ବିଭିନ୍ନ କ୍ଷେତ୍ରରେ ଘରୋଇକରଣକୁ ବର୍ତ୍ତମାନ ଗୁରୁତ୍ୱ ଦେଉଛନ୍ତି। ଷ୍ଟ୍ରାଟେଜିକ କ୍ଷେତ୍ରଗୁଡ଼ିକର ସଂଜ୍ଞା ନିରୂପଣ କରିବା ଲାଗି ନୂଆ ପବ୍ଲିକ ଏଣ୍ଟରପ୍ରାଇଜ ନୀତି ଆଣିବେ। ନୂଆ ନୀତି…

କ୍ରୀଡ଼ା ମନ୍ତ୍ରଣାଳୟର ସହାୟତା ଲୋଡ଼ିଲା ଆଇଓଏ

ନୂଆଦିଲ୍ଲୀ, ୧୮।୫: କରୋନା ଭାଇରସ ସଂକ୍ରମଣ ଜନିତ ସ୍ଥିତିକୁ ଦୃଷ୍ଟିରେ ରଖି କ୍ରୀଡ଼ା ମନ୍ତ୍ରଣାଳୟ ସହାୟତା ଲୋଡ଼ିଛି ଭାରତୀୟ ଅଲିମ୍ପିକ୍‌ ଆସୋସିଏଶନ(ଆଇଓଏ)। ଆସନ୍ତାବର୍ଷ ପର୍ଯ୍ୟନ୍ତ କୌଣସି ପ୍ରାୟୋଜକ…

ହୋମ୍‌ କ୍ୱାରାଣ୍ଟାଇନ୍‌ରେ ବୃଦ୍ଧାଙ୍କ ମୃତ୍ୟୁ, ସ୍ବାବ୍‌ ନମୁନା ପରୀକ୍ଷା ହୋଇ ନ ଥିବାରୁ ମୃତଦେହ ନିକଟକୁ ଗଲେନି ଗ୍ରାମବାସୀ

ଦେବଗଡ଼,୧୮।୫:  ଦେବଗଡ଼ ଥାନା ତଥା ବାରକୋଟ ବ୍ଲକ ଅନ୍ତର୍ଗତ ଘୁରୁଡୁଖମଣ ଗ୍ରାମରେ ହୋମ କ୍ୱାରାଣ୍ଟାଇନ୍‌ରେ ଥିବା ଜଣେ ବୃଦ୍ଧାଙ୍କର ରବିବାର ମୃତ୍ୟୁ ଘଟିଛି। ବୃଦ୍ଧାଙ୍କର ମୃତ୍ୟୁର କାରଣ…

ହସ୍ପିଟାଲ ବେଡ୍‌ରେ ଟିକ୍‌ଟକ୍‌

ଝାରସୁଗୁଡା ଅଫିସ,୧୮।୫: ଟିକ୍‌ଟକ୍‌ ଭିଡିଓ କରିବାବେଳେ ଲୋକେ ନିଜ ହିତାହିତ ଜ୍ଞାନ ଭୁଲି ଯାଉଛନ୍ତି। କୌଣସି ସ୍ଥାନ କିମ୍ବା ପରିସ୍ଥିତିକୁ ମଧ୍ୟ ଦେଖୁନାହାନ୍ତି। ଝାରସୁଗୁଡାରେ ଏଭଳି ଏକ…

ଅନ୍‌ଲାଇନ୍‌ ପାଠପଢ଼ାକୁ ନେଟ୍‌ଓ୍ବର୍କ ଅଫ୍‌ଲାଇନ

ଅନୁଗୋଳ ଅଫିସ, ୧୮।୫:  ସ୍ମାର୍ଟଫୋନ ଥିଲେ ବି ଆସୁନି ନେଟଓ୍ବର୍କ। ଗାଁ ଡେଇଁ ପାଞ୍ଚ କୋଶ ଗଲେ ହୋଇପାରୁଛି ଯୋଗାଯୋଗ। ଦୈନିକ ଏପରି ଅସୁବିଧା ଭିତରେ କିପରି ସରକାରଙ୍କ…

ରାଜ୍ୟଗୁଡ଼ିକ ଲାଗି ଋଣ ସୀମା ୫%କୁ ବଢ଼ିଲା

ନୂଆଦିଲ୍ଲୀ,୧୮।୫: କେନ୍ଦ୍ର ସରକାର ରାଜ୍ୟଗୁଡ଼ିକ ଲାଗି ଋଣ ସୀମାକୁ ରବିବାର ୩%ରୁ ୫% ବଢ଼ାଇଛନ୍ତି। ଏହାଦ୍ୱାରା ରାଜ୍ୟଗୁଡିକ ୨୦୨୦-୨୧ରେ ସେମାନଙ୍କ ମୋଟ ରାଜ୍ୟ ଜିଡିପିର ୫% ପର୍ଯ୍ୟନ୍ତ…

୨୦ ବର୍ଷ ପରେ ଫେରିଲା ନିଖୋଜ ପୁଅ; ଲକ୍‌ଡାଉନ୍‌କୁ ଶ୍ରେୟ ଦେଲେ ମା’ବାପା

ଢେଙ୍କାନାଳ ଅଫିସ, ୧୮।୫:  ଲକ୍‌ଡାଉନ୍‌ ପାଇଁ ୨୦ବର୍ଷ ପରେ ଘରକୁ ଫେରି ଆସିଛି ନିଖୋଜ ପୁଅ। କରୋନା କଷଣ ଭିତରେ ଏପରି ଏକ ଖୁସିର ଚିତ୍ର ଆସିଛି ଢେଙ୍କାନାଳ…

ସ୍ବାମୀଙ୍କୁ ହତ୍ୟା କରି ଜେଲ ଗଲେ ସ୍ତ୍ରୀ

ବ୍ରହ୍ମପୁର ଅଫିସ,୧୭ା୫-ସ୍ବାମୀଙ୍କୁ ହତ୍ୟା କରିବା ଅଭିଯୋଗରେ ଟାଉନ ଥାନା ପୋଲିସ ଶନିବାର ସ୍ତ୍ରୀ ସୁନୀତା ବେହେରାଙ୍କୁ ଗିରଫ କରିଛି। ଘଟଣା ବେଳେ ବ୍ୟବହୃତ ରକ୍ତଭିଜା ଶିଳପୁଆ ଜବତ…

ବାତ୍ୟା ପାଇଁ ଖୋଲିଲା କଣ୍ଟ୍ରୋଲ ରୁମ୍‌

ବାରିପଦା ଅଫିସ,୧୮ା୫: ସମ୍ଭାବ୍ୟ ବାତ୍ୟା ଅମ୍ଫନ ପାଇଁ ମୟୂରଭଞ୍ଜ ଜିଲା ପ୍ରଶାସନ ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି। ଏନେଇ ରବିବାର ଜିଲାପାଳ ବିନୀତ ଭରଦ୍ୱାଜଙ୍କ ଅଧ୍ୟକ୍ଷତାରେ ଏହି…