୨.୨ ବିଲିୟନ ସହାୟତା ଦେବ ଏଡିବି

ନୂଆଦିଲ୍ଲୀ,୧୧।୪: ଏସିଆନ ଡେଭଲପମେଣ୍ଟ ବ୍ୟାଙ୍କ(ଏଡିବି) ଭାରତକୁ ୨.୨ (ପ୍ରାୟ ୧୬ ହଜାର କୋଟି) ବିଲିୟନ ଡଲାରର ଋଣ ସହାୟତା ପ୍ରଦାନ କରିବ। କୋଭିଡ୍‌-୧୯ ବିରୋଧୀ ଲଢ଼େଇ ଲାଗି…

୫ ଲକ୍ଷ କୋଟି ଡଲାର କ୍ଷତି ସହିବ ବିଶ୍ୱ

ନୂଆଦିଲ୍ଲୀ,୧୧।୪: କରୋନା ଭୂତାଣୁ ବ୍ୟାପିବା ଯୋଗୁ ଏବେ ସାରା ବିଶ୍ୱର ସ୍ଥିତି ବେହାଲ ହୋଇଯାଇଛି। ଏଥିରେ ଅନେକ ସଂଖ୍ୟାରେ ଲୋକ ମୃତ୍ୟୁବରଣ କରିଥିବା ବେଳେ ଲକ୍ଷ ଲକ୍ଷ…

ସଙ୍କଟ ସ୍ଥିତିରେ ଅଣ ସଙ୍ଗଠିତ କ୍ଷେତ୍ର ଶ୍ରମିକ

ନୂଆଦିଲ୍ଲୀ,୧୧।୪: ଲକ୍‌ଡାଉନ ଯୋଗୁ ସାରା ଦେଶରେ ଆର୍ଥତ୍କ କାର୍ଯ୍ୟକଳାପ ଠପ୍‌ ହୋଇଛି। ଏଭଳି ସ୍ଥିତିରେ ଅଣ ସଙ୍ଗଠିତ କ୍ଷେତ୍ର ଶ୍ରମକ ଏବଂ ସାଧାରଣ ଲୋକମାନେ ଏବେ ଅନେକ…

ଲକ୍‌ଡାଉନ୍‌ରୁ ଲାଭ

ଅନୁଗୋଳ ଅଫିସ, ୧୧।୪ - କରୋନା ବିପତ୍ତିରୁ ବର୍ତ୍ତିବା ପାଇଁ ଦେଶକୁ ଲକ୍‌ଡାଉନ୍‌ କରାଯାଇଥିଲେ ବି ଅନୁଗୋଳ ସହର ଉପକଣ୍ଠରେ ଘର ନିର୍ମାଣ କରୁଥିବା କେତେଜଣ ଲୋକ…

ଏନ୍‌ଟିପିସି ଆଇସୋଲେଶନ ଓ୍ବାର୍ଡ ପ୍ରସ୍ତୁତ

ତାଳଚେର,୧୧ା୪(ନି.ପ୍ର.): କରୋନା ଭାଇରସ ସଂକ୍ରମଣ ରୋକିବାକୁ ଏନ୍‌ଟିପିସି କଣିହଁ। ବିଦ୍ୟୁତ୍‌ ପ୍ର୍ରକଳ୍ପ ପକ୍ଷରୁ ତ୍ୱରିତ ପଦକ୍ଷେପମାନ ଗ୍ରହଣ କରାଯାଉଛି। ସ୍ଥାନୀୟ ଟାଉନଶିପ୍‌ ଓ ଆଖପାଖ ଅଞ୍ଚଳକୁ ସାଇନିଟାଇଜ…

ଚିନ୍ତା ବଢ଼ାଇଲା ବିନା ଲକ୍ଷଣରେ ସଂକ୍ରମଣ

ଢେଙ୍କାନାଳ ଅଫିସ, ୧୧।୪ ଢେଙ୍କାନାଳ ସହରର ଜଣେ ମହିଳା କରୋନା ଆକ୍ରାନ୍ତ ହେବା ପରେ ଜିଲା ପ୍ରଶାସନର ଚିନ୍ତା ବଢ଼ିବାରେ ଲାଗିଛି। ସହରରେ ସଂକ୍ରମଣ ପ୍ରତିରୋଧ କରିବାକୁ…

ପାଣ୍ଠି ଆଦାୟ କରୁଛନ୍ତି ବ୍ଲକ ଅଧ୍ୟକ୍ଷ

ଭୁବନ, ୧୧।୪(ଡି.ଏନ.ଏ.): ଢେଙ୍କାନାଳ ଜିଲା ଭୁବନ ବ୍ଲକ ଅଧ୍ୟକ୍ଷ ଧର୍ମାନନ୍ଦ ବରାଳ ସୋମବାରଠାରୁ ଗଁ। ଗଁ। ବୁଲି କରୋନା ସହାୟତା ପାଣ୍ଠି ଆଦାୟ କରୁଛନ୍ତି। ବ୍ଲକ ଅଞ୍ଚଳରୁ…

ଉଜୁଡ଼ିଯିବ ରବିଧାନ ଫସଲ

ସମ୍ବଲପୁର,୧୧ା୪(ବ୍ୟୁରୋ) କରୋନା ଭୂତାଣୁର ମୁକାବିଲା ପାଇଁ ସାରା ଦେଶକୁ କେନ୍ଦ୍ର ସରକାର ଲକ୍‌ ଡାଉନ୍‌ କରି କଟକଣା ଜାରି କରିଛନ୍ତି। ରାଜ୍ୟ ସରକାର ଏପ୍ରିଲ ୩୦ ପର୍ଯ୍ୟନ୍ତ…

ଓଡ଼ିଶାରେ କରୋନା ଆକ୍ରାନ୍ତ ସଂଖ୍ୟା ୫୦ ଛୁଇଁଲା

ଭୁବନେଶ୍ୱର,୧୧।୪: (ବ୍ୟୁରୋ)- ରାଜ୍ୟରେ ପୁଣି ୨କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଆକ୍ରାନ୍ତଙ୍କ ସଂଖ୍ୟା ୫୦ରେ ପହଁଚିଛି।ଶୁକ୍ରବାର ଏ ସମ୍ପର୍କରେ ସ୍ୱାସ୍ଥ୍ୟ ବିଭାଗ ୱେବସାଇଟରେ ସୂଚନା…

ଲକ୍‌ଡାଉନ ବେଳେ ବି ଚାଲିଛି ମଦ କାରବାର

ଲୋଇସିଂହା, ୧୦।୪(ଡି.ଏନ.ଏ.): ବଲାଙ୍ଗୀର ଜିଲା ଲୋଇସିଂହା ଲୋଇସିଂହା ଥାନା ଅନ୍ତର୍ଗତ କୁଟାସିଂହା, ଅଗଲାପାଲି ଓ ଗୋପାଳପୁର ଗାଁରେ ଅବକାରୀ ବିଭାଗ ଚଢାଉ କରି ୯୦ ଲିଟର ରନ୍ଧାମଦ…