ଖୋଲିବ ବନ୍ଦ ପଡ଼ିଥିବା ମଦ ଫ୍ୟାକ୍ଟ୍ରି:୧୧ ଜିଲାପାଳଙ୍କୁ ଚିଠିକଲେ ଅବକାରୀ କମିଶନର

କଟକ ଅଫିସ,୧୭।୫: ଲକ୍‌ଡାଉନ୍‌ ଯୋଗୁ ରାଜ୍ୟରେ ମଦ ଫ୍ୟାକ୍ଟ୍ରିଗୁଡ଼ିକ ବନ୍ଦ ରହିଛି। ଲକ୍‌ଡାଉନ୍‌ ପରେ ମଦ ଚାହିଦା ବଢ଼ିଲେ, ଯୋଗାଇବା କଷ୍ଟକର ହେବ। ଏଣୁ ମଦ ଫ୍ୟାକ୍ଟ୍ରି…

ଅଧା ହିତାଧିକାରୀଙ୍କୁ ମିଳିନି ଡାଲି

ଢେଙ୍କାନାଳ ଅଫିସ, ୧୭।୫ - କରୋନା ପ୍ରଭାବିତ ଓଡ଼ିଶାର ଗରିବ ହିତାଧିକାରୀଙ୍କୁ ୩ମାସ ଯାଏ ବିନା ମୂଲ୍ୟରେ ଚାଉଳ ଏବଂ ଡାଲି ଯୋଗାଇ ଦେବାକୁ ରାଜ୍ୟ ସରକାର…

ଅନାଥ ଯୁବକଙ୍କ ମୃତଦେହ ସତ୍କାର କଲେ ଯୁବଗୋଷ୍ଠୀ

ପାଲଲହଡା,୧୭ା୫(ଡି.ଏନ.ଏ.) - ମହାମାରୀ କରୋନା ଭୟ ଯୋଗୁ ଅନେକ ସ୍ଥାନରେ ମୃତକଙ୍କ ପାଖ ପଶୁନାହାନ୍ତି ସମ୍ପର୍କୀୟ। ହେଲେ ଅନୁଗୋଳ ଜିଲା ପାଲଲହଡ଼ା ବ୍ଲକ ଖେମଳା ଗାଁ ଲୋକେ…

ଦରମା ନ ଦେଇ ଛଟେଇ

ଅନୁଗୋଳ ଅଫିସ,୧୭ା୫ - ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟରେ କାର୍ଯ୍ୟ କରୁଥିବା ହେଲ୍ପଡେସ୍କ ମ୍ୟାନେଜର ଓ ଭଲ୍ୟୁଣ୍ଟରମାନଙ୍କୁ ଚାକିରିରୁ ଛଟେଇ କରାଯାଇଛି। ଏପରି କି ୭ମାସ ହେବ…

୩ ଟ୍ରେନ୍‌ରେ ଫେରିଲେ ୪୬୬୪ ପ୍ରବାସୀ

ଛତ୍ରପୁର,୧୭ା୫(ଡି.ଏନ.ଏ.)-ଗଞ୍ଜାମ ଜିଲା ସମେତ ଓଡିଶାର ବିଭିନ୍ନ ଜିଲାର ପ୍ରବାସୀମାନେ ଟ୍ରେନ୍‌ ଯୋଗେ ଜଗନ୍ନାଥପୁର ଷ୍ଟେଶନକୁ ଆସିବାରେ ଲାଗିଛନ୍ତିି। ଶନିବାର ମଧ୍ୟ ପ୍ରବାସୀମାନେ ଟ୍ରେନ୍‌ ଯୋଗେ ଉକ୍ତ ଷ୍ଟେଶନରେ…

ସ୍ବାମୀଙ୍କୁ ହତ୍ୟା କରି ଜେଲ ଗଲେ ସ୍ତ୍ରୀ

ବ୍ରହ୍ମପୁର ଅଫିସ,୧୭ା୫-ସ୍ବାମୀଙ୍କୁ ହତ୍ୟା କରିବା ଅଭିଯୋଗରେ ଟାଉନ ଥାନା ପୋଲିସ ଶନିବାର ସ୍ତ୍ରୀ ସୁନୀତା ବେହେରାଙ୍କୁ ଗିରଫ କରିଛି। ଘଟଣା ବେଳେ ବ୍ୟବହୃତ ରକ୍ତଭିଜା ଶିଳପୁଆ ଜବତ…

ଘରୁ ବୃଦ୍ଧାଙ୍କ ଗଳିତ ମୃତଦେହ ଉଦ୍ଧାର: ସଙ୍ଗରୋଧରୁ ଆସି ମୁଖାଗ୍ନି ଦେଲେ ପୁଅ

ପୁରୁଷୋତ୍ତମପୁର,୧୭ା୫(ଡି.ଏନ୍‌.ଏ.)- ପୁରୁଷୋତ୍ତମପୁର ବ୍ଲକ ହାଣ୍ଡିଘର ଗ୍ରାମର ଜଣେ ବୃଦ୍ଧାଙ୍କ ଗଳିତ ମୃତଦେହ ଶନିବାର ପଡୋଶୀ ଉଦ୍ଧାର କରିଛନ୍ତି। ସେ ହେଲେ ରୋହିଣୀ ଦାଶ (୭୫)। ସୁରଟରୁ ଫେରି…

ଭାରତ-କାନାଡା ନିବେଶ ସୁଯୋଗ ନେଇ ଆଲୋଚନା

ନୂଆଦିଲ୍ଲୀ,୧୭।୫ - କୋଭିଡ୍‌-୧୯ ବର୍ତ୍ତମାନ ସାରା ବିଶ୍ୱ ଅର୍ଥନୀତିକୁ ଦୋହଲାଇ ଦେଇଥିବା ବେଳେ ଭାରତ ଏବଂ କାନାଡା ମଧ୍ୟରେ ନିବେଶ ସୁଯୋଗ ନେଇ ଏକ ଓ୍ବେବିନାର ଅନୁଷ୍ଠିତ…

ମହାକାଶ କ୍ଷେତ୍ରରେ ଘରୋଇ କମ୍ପାନୀଙ୍କୁ ଅନୁମତି

ନୂଆଦିଲ୍ଲୀ,୧୭।୫- ମହାକାଶ ସମ୍ପର୍କିତ ସେବା ଏବଂ ଉପଗ୍ରହ ଲଞ୍ଚ କ୍ଷେତ୍ରରେ ଘରୋଇ କ୍ଷେତ୍ର କମ୍ପାନୀଗୁଡିକୁ ଅନୁମତି ମିଳିଛି। ଘରୋଇ କ୍ଷେତ୍ର ଇସ୍ରୋ ଫାସିଲିଟିକୁ ବ୍ୟବହାର କରିପାରିବେ। ଭବିଷ୍ୟତର…

ଜୀବିକା ଉପରେ କରୋନା ପାହାର: ସଙ୍କଟରେ ପଥର ଶିଳ୍ପୀ

କେନ୍ଦୁଝର, ୧୭ା୫ (ସ୍ବ.ପ୍ର.)-କରୋନା ଭୂତାଣୁ ସଂକ୍ରମଣ ରୋକିବା ଲାଗି ସମଗ୍ର ଦେଶରେ ଏବେ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। କାମଧନ୍ଦା ସବୁ ଠପ୍‌ ହୋଇଯିବାରୁ ଶ୍ରମିକ, କାରିଗର ଶ୍ରେଣୀର…