ମାଧ୍ୟମିକ ଶିକ୍ଷା ପରିଷଦ କାର୍ଯ୍ୟାଳୟରେ ମିଳିବନି ନବମ, ଦଶମ ବହି

ଜୟପୁର, ୧୬ା୫ (ଡି.ଏନ୍‌.ଏ.)- କୋରାପୁଟ ଜିଲା ଜୟପୁରସ୍ଥିତ ରାଜ୍ୟ ମାଧ୍ୟମିକ ଶିକ୍ଷା ପରିଷଦର ଆଞ୍ଚଳିକ କାର୍ଯ୍ୟାଳୟରେ ଚଳିତବର୍ଷ ନବମ ଏବଂ ଦଶମ ଶ୍ରେଣୀର ବହି ମିଳିବନି। ଏଠାରେ…

ପୁଣି ଜିଲାକୁ ଫେରିଲେ ୫୮ ପ୍ରବାସୀ

ବୌଦ୍ଧ,୧୬।୫(ସ୍ବପ୍ର): ବୌଦ୍ଧ ଜିଲାକୁ ପ୍ରତିଦିନ ପ୍ରବାସୀ ଶ୍ରମିକଙ୍କ ଆଗମନ ହେଉଛି। ଜିଲା ପ୍ରଶାସନ ପକ୍ଷରୁ ସେମାନଙ୍କୁ ବିଭିନ୍ନ ସ୍ଥାନର କ୍ୱାରାଣ୍ଟାଇନ ସେଣ୍ଟର ଗୁଡିକରେ ରଖାଯାଉଛି। ଶୁକ୍ରବାର ସୁଦ୍ଧା…

ବାଲି ଚୋରା ଚାଲାଣ ନେଇ ଉତ୍ତେଜନା :୧୦ ଟ୍ରକ ଅଟକାଇ ରଖିଛନ୍ତି ଗ୍ରାମବାସୀ

କାଶୀନଗର,୧୬ା୫(ଡି.ଏନ.ଏ.)-ଗଜପତି ଜିଲା କାଶୀନଗର ବ୍ଲକରେ ବାଲି ଚୋରା ଚାଲାଣ ବେଳେ ଶୁକ୍ରବାର ରାତିରେ ଗ୍ରାମବାସୀ ଟ୍ରକଗୁଡିକୁ ଅଟକାଇଛନ୍ତି। ଏହାକୁ ନେଇ ସମ୍ପୃକ୍ତ ଅଞ୍ଚଳରେ ଉତ୍ତେଜନା ପ୍ରକାଶ ପାଇଛି।…

ଆମେ ଘରକୁ ଫେରିବାକୁ ଚାହୁଁଛୁ

ଘଣ୍ଟାପଡା,୧୬।୫ (ଡି.ଏନ.ଏ.): ବୌଦ୍ଧ ଜିଲା କଣ୍ଟାମାଳ ବ୍ଲକ ରୁଣ୍ଡିମହୁଲ ପଞ୍ଚାୟତର ଶୂଳିଆ, ନୂଆପାଲି ସମେତ ଆଖପାଖ ଗାଁ ଗୁଡିକର ଅନେକ ଲୋକ ତାମିଲନାଡୁରେ କାମ କରୁଛନ୍ତି। ହେଲେ…

ଅଗ୍ନି ବିପନ୍ନଙ୍କୁ ଭେଟିଲା ପ୍ରଶାସନ

ମାଧପୁର, ୧୬ା୫- ଅନୁଗୋଳ ଜିଲା ଆଠମଲ୍ଲିକ ଉପଖଣ୍ଡ ନୂଆମାଣତ୍ରୀ ଗ୍ରାମରେ ଶୁକ୍ରବାର ରାତିରେ ଅଗ୍ନିକାଣ୍ଡରେ ଜୀବର୍ଦ୍ଧନ ଘିଓ୍ବାଲା, ନିରଞ୍ଜନ ପ୍ରଧାନ, ବବ୍‌ରୁବାହାନ ପ୍ରଧାନ, ନବକୁମାର ପ୍ରଧାନ, ମାଧବ…

ଏନ୍‌ଟିପିସିର ଶତ ପ୍ରତିଶତ ପିଏଲଏଫ୍‌ ହାସଲ

ତାଳଚେର,୧୬ା୫(ନି.ପ୍ର.)- ଏନ୍‌ଟିପିସି କଣିହଁା ମେ ୧୪ରେ ଶତ ପ୍ରତିଶତ ପ୍ଲାଣ୍ଟ ଲୋଡ଼ ଫ୍ୟାକ୍ଟର(ପିଏଲଏଫ୍‌)ର ହାସଲ କରିପାରିଛି। ଚଳିତ ବର୍ଷ ମେ ମାସରେ ୩ୟ ଥର ପାଇଁ କମ୍ପାନୀ…

ମୟୂରଭଞ୍ଜର ୭ ଶ୍ରମିକଙ୍କୁ ନିଜ ଗାଁକୁ ପଠାଇଲା ପ୍ରଶାସନ

ବୌଦ୍ଧ,୧୬।୫ (ସ୍ବ.ପ୍ର.): ମହାମାରୀ କରୋନାର ମୁକାବିଲା ପାଇଁ ସାରା ଦେଶ ଲକ୍‌ ଡାଉନ୍‌ ରହିଛି। ଏଣୁ ଜନଜୀବନ ପ୍ରଭାବିତ ହୋଇଛି। ବିଭିନ୍ନ ସ୍ଥାନରେ ରହି କାମଧନ୍ଦା କରୁଥିବା…

ଚିହ୍ନଟ ହେଲେ ୪, ଜିଲାରେ ୨୬ କରୋନା ଆକ୍ରାନ୍ତ

କେନ୍ଦ୍ରାପଡ଼ା ଅଫିସ/ମାର୍ଶାଘାଇ/ମହାକାଳପଡ଼ା (ଡି.ଏନ.ଏ.), ୧୬ା୫: କେନ୍ଦ୍ରାପଡା ଜିଲାରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଗତ ୧୧ ତାରିଖ ସୁଦ୍ଧା ୯ ଜଣ ଚିହ୍ନଟ ହୋଇଥିବା ବେଳେ…

ପ୍ରତିଶ୍ରୁତି ପରେ ଆନ୍ଦୋଳନରୁ ଉଠିଲେ ଶ୍ରମିକ

ବେଦବ୍ୟାସ, ୧୬।୫ (ଡି.ଏନ.ଏ.): ସୁନ୍ଦରଗଡ ଜିଲା ଲାଠିକଟା ବ୍ଲକ୍‌ ଅନ୍ତର୍ଗତ କଲୁଙ୍ଗା ଶିଳ୍ପାଞ୍ଚଳସ୍ଥିତ ଆଇଏଫଜିଏଲ କାରଖାନାର ଠିକା ଶ୍ରମିକମାନେ ୨ ଦିନ ହେଲା ଚଳାଇଥିବା ଆନ୍ଦୋଳନ ପ୍ରତ୍ୟାହାର…

ସାଇକେଲରେ ଚେନ୍ନାଇରୁ ବୁଗୁଡ଼ା ଫେରିଲେ ୫ ଯୁବକ

ବୁଗୁଡ଼ା,୧୬ା୫(ଡି.ଏନ.ଏ.)- ବୁଗୁଡା ଅଞ୍ଚଳର ୫ଜଣ ଯୁବକ ଚେନ୍ନାଇରୁ ପ୍ରାୟ ୧୨ଶହ କିମି ସାଇକେଲିଂ କରି ଆସି ଶୁକ୍ରବାର ସନ୍ଧ୍ୟାରେ ବୁଗୁଡ଼ାରେ ପହଞ୍ଚତ୍ଛନ୍ତି। ଉକ୍ତ ୫ ଜଣ ଚେନ୍ନାଇର…