ଅପରାହ୍ନ ୫ଟାରେ ପ୍ରକାଶ ପାଇବ ସିବିଏସ୍‌ଇ ବୋର୍ଡ ପରୀକ୍ଷା ସୂଚୀ

ନୂଆଦିଲ୍ଲୀ,୧୬।୫: କରୋନା ସଂକ୍ରମଣ ଯୋଗୁ ଦେଶରେ ଲକ୍‌ଡାଉନ୍‌ ଜାରି ହେବାରୁ ସିବିଏସ୍‌ଇ ବୋର୍ଡର ଦଶମ ଏବଂ ଦ୍ୱାଦଶ ପରୀକ୍ଷା ଅଧାରେ ଅଟକି ରହିଥିଲା। ତେବେ ଅବଶିଷ୍ଟ ପରୀକ୍ଷାଗୁଡ଼ିକ…

ଖୋର୍ଦ୍ଧାରୁ ୩ କରୋନା ଆକ୍ରାନ୍ତ ଚିହ୍ନଟ: ନବିନାବାଗ ଅଞ୍ଚଳକୁ ନିଷିଦ୍ଧାଞ୍ଚଳ ଘୋଷଣା କଲେ ଜିଲାପାଳ

ଖୋର୍ଦ୍ଧା ଅଫିସ,୧୬।୫: ରାଜ୍ୟରେ ପୁଣି ୬୫ କରୋନା ଆକ୍ରାନ୍ତ ଶନିବାର ସକାଳେ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୩ ଜଣ ଖୋର୍ଦ୍ଧା ଜିଲାର ରହିଛନ୍ତି। ଏ ନେଇ…

ଗଞ୍ଜାମ କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ଅନ୍ତେବାସୀଙ୍କ ଦୀପ ଜାଳି ପ୍ରାର୍ଥନା, ସରପଞ୍ଚ ସଫାକଲେ ପାଇଖାନା

ଛତ୍ରପୁର, ୧୬।୫(ଡି.ଏନ୍‌.ଏ.)- ଗଞ୍ଜାମ ଜ଼ିଲାର କ୍ୱାରାଣ୍ଟାଇନ ସେଣ୍ଟର ମାନଙ୍କରେ ଯୋଗ, ବ୍ୟାୟାମଠାରୁ ଆରମ୍ଭ କରି ନୈତିକ ଶିକ୍ଷା, ସ୍ବାସ୍ଥ୍ୟକର୍ମୀ ତାଲିମ ଦିଆଯାଉଛି। ସେଣ୍ଟରରେ ଥିବା ଅନ୍ତେବାସୀମାନେ ମଧ୍ୟ…

କରୋନା ଦୁଃଖ: କ୍ୱାରାଣ୍ଟାଇନ୍‌ ଅବଧି ସରି ନ ଥିବାରୁ ମା’ଙ୍କ ମୁଁହରେ ମୁଖାଗ୍ନି ଦେଇପାରିଲେନି ପୁଅ

ଛତ୍ରପୁର, ୧୬।୫(ଡି.ଏନ୍‌.ଏ.)- କରୋନା ମୁକାବିଲାକୁ ନେଇ ସାରା ଦେଶରେ ଲକ୍‌ଡାଉନ୍‌ କଟକଣା। ଏପରିକି ସଂକ୍ରମଣ ଆଶଙ୍କାରେ ବାହାରୁ ଫେରୁଥିବା ପ୍ରବାସୀମାନଙ୍କୁ ରାଜ୍ୟର ବିଭିନ୍ନ କ୍ୱାରାଣ୍ଟାଇନ ସେଣ୍ଟରରେ ରଖାଯାଉଛି।…

ଚିଲିକାରେ ଡଙ୍ଗା ଯୋଗେ ପୁରୀ ଜିଲାକୁ ହେଉଛି ଚାଲାଣ: ରମ୍ଭା ପୋଲିସର ଚଢ଼ାଉ; ୨ହଜାର ଲିଟର ଦେଶୀ ମଦ ଜବତ,୮ ଗିରଫ

ଛତ୍ରପୁର, ୧୬।୫(ଡି.ଏନ୍‌.ଏ.)- ଚିଲିକାରେ ଡ଼ଙ୍ଗା ଯୋଗେ ଗଞ୍ଜାମ ଜିଲାରୁ ପୁରୀ ଜିଲାର ପାରିକୁଦ ଅଞ୍ଚଳକୁ ଚୋରା ମଦ ବିକ୍ରି ପାଇଁ ଚାଲାଣ ବେଳେ ଶନିବାର ରମ୍ଭା ପୋଲିସ…

ମୟୂରଭଞ୍ଜ ଜିଲାରେ ୨ ନୂଆ କରୋନା ପଜିଟିଭ ଚିହ୍ନଟ: ଉଭୟ ଥିଲେ କ୍ୱାରାଣ୍ଟାଇନ ସେଣ୍ଟରରେ, ଜିଲାରେ ଆକ୍ରାନ୍ତ ସଂଖ୍ୟା୧୧ ଛୁଇଁଲା

ବାରିପଦା ଅଫିସ,୧୬ା୫: ମୟୂରଭଞ୍ଜ ଜିଲାରେ ଶନିବାର ଆଉ ୨ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଜଣେ କପ୍ତିପଦା ବ୍ଳକ ପିଙ୍ଗୁ ଗ୍ରାମର ୧୬ ବର୍ଷର ବାଳକ ହୋଇଥିବା…

କରୋନା ଯୋଦ୍ଧା ପାଲଟିଛନ୍ତି ଗଣମାଧ୍ୟମ ପ୍ରତିନିଧି, ଭାଜପା ପକ୍ଷରୁ ସମ୍ବର୍ଦ୍ଧନା

ଭଦ୍ରକ ଅଫିସ ,୧୬।୫: ମହାମାରୀ କରୋନା ଆତଙ୍କରେ ବିଶ୍ୱ ଆତଙ୍କିତ। ଏହାର ମୁକାବିଲା ଲାଗି ଲକ୍‌ ଡାଉନ୍‌ ଓ ସଟ୍‌ ଡାଉନ୍‌ ମାଧ୍ୟମରେ ସରକାର ସମସ୍ତଙ୍କ ସୁରକ୍ଷା…

ଖାଇବାକୁ ଦିଆଯାଇ ନ ଥିବା ଅଭିଯୋଗ: ୧୬ନଂ ଜାତୀୟ ରାଜପଥ ଅବରୋଧ କଲେ ପ୍ରବାସୀ ଓଡ଼ିଆ

ଭଦ୍ରକ ଅଫିସ,୧୬।୫ - ଶନିବାର ପୂର୍ବାହ୍ନରେ ୧୬ନଂ ଜାତୀୟ ରାଜପଥ ରିଲାଏନ୍ସ ପେଟ୍ରୋଲ ପମ୍ପ ନିକଟରେ ପ୍ରବାସୀମାନେ ଶନିବାର ରାସ୍ତା ଅବରୋଧ କରିଥିବା ସୂଚନା ମିଳିଛି। ଘଟଣା…

ଠିକ୍‌ ଭାବେ ମାସ୍କ ନ ପିନ୍ଧିଲେ ନିଆଯିବ କଡା କାର୍ଯ୍ୟାନୁଷ୍ଠାନ

ଡେରାଡୁନ,୧୬।୫: କରୋନା ଭାଇରସ ସଂକ୍ରମଣକୁ ରୋକିବାକୁ ମାସ୍କ ପିନ୍ଧିବା ବାଧ୍ୟତାମୂଳକ କରାଯାଇଛି। ହେଲେ ଏବେବି କେତେକ ଲୋକ ଠିକ୍‌ ଭାବେ ମାସ୍କ ପିନ୍ଧୁ ନ ଥିବା ଦେଖାଯାଇଛି।…

ଭାରତକୁ ୨୦୦ ଭେଣ୍ଟିଲେଟର ଯୋଗାଇ ଦେବ ଆମେରିକା

ଓ୍ବାଶିଂଟନ,୧୬।୫: ଆମେରିକା ଭାରତକୁ ଭେଣ୍ଟିଲେଟର ଯୋଗାଇ ଦେବ। ଏନେଇ ଆମେରିକା ରାଷ୍ଟ୍ରପତି ଡ୍ରୋନାଲ୍ଡ୍‌ ଟ୍ରମ୍ପ୍‌ ଟୁଇଟ୍‌ କରି ସୂଚନା ଦେଇଛନ୍ତି। ଭାରତକୁ ଆମେରିକା ୨୦୦ ମୋବାଇଲ୍‌ ଭେଣ୍ଟିଲେଟର…