ସର୍ବାଧିକ ସର୍ଚ୍ଚ ପ୍ରଶ୍ନ ‘ସେଲ୍ଫ କେୟାର’

ନୂଆଦିଲ୍ଲୀ: ବିଶ୍ୱ ମହାମାରୀ କରୋନା ଚିକିତ୍ସା ପାଇଁ ଔଷଧ ନ ଥିବାରୁ ଡାକ୍ତର, ବିଶେଷଜ୍ଞମାନେ ନିଜ ନିଜ ଶରୀରର ଯତ୍ନ ନେବା ଉପରେ ଗୁରୁତ୍ୱ ଦେଉଛନ୍ତି। ଉପଯୁକ୍ତ…

ଦୁଇମୁଣ୍ଡିଆ କଇଁଛ

ଓ୍ବାଶିଂଟନ: ପ୍ରକୃତିରେ ବେଳେବେଳେ ଅନେକ ପ୍ରକାରର ବିସ୍ମୟ ବି ଦେଖିବାକୁ ମିଳିଥାଏ। ଠିକ୍‌ ଏମିତି ଏକ ବିସ୍ମୟ ଦେଖିବାକୁ ମିଳିଛି ଏକ କଇଁଛ ପାଖରେ। ସାଧାରଣତଃ କଇଁଚର…

ହଗ୍‌ କର୍ଟନ୍‌

କାଲିଫର୍ଣ୍ଣିଆ: କରୋନା ସଂକ୍ରମଣରୁ ରକ୍ଷାପାଇବା ପାଇଁ ସମସ୍ତେ ସାମାଜିକ ଦୂରତ୍ୱ ଅବଲମ୍ବନ କରିବା ଉପରେ ଜୋର୍‌ ଦେଉଛନ୍ତିି। ସେଥିପାଇଁ ତ କେହି କାହା ପାଖକୁ ନ ଆସିବା…

କୃଷି, ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ଉପରେ ଗୁରୁତ୍ୱ

ଭୁବନେଶ୍ୱର/ଛତ୍ରପୁର/ରାୟଗଡ଼ାଅଫିସ/ପାରଳାଖେମୁଣ୍ଡି,୧୬ା୫: କରୋନା ସଂକ୍ରମିତଙ୍କ ଚିକିତ୍ସା ପାଇଁ ରାଜ୍ୟ ସରକାର ବିଭିନ୍ନ ଜିଲାରେ କୋଭିଡ୍‌ ହସ୍ପିଟାଲ ପ୍ରସ୍ତୁତ କରିଛନ୍ତି। ଶୁକ୍ରବାର ମୁଖ୍ୟମନ୍ତ୍ରୀଙ୍କ ସଚିବ ତଥା ୫-ଟି ବିଭାଗ ସଚିବ…

ଗରିବଙ୍କ ଆକାଉଣ୍ଟକୁ ଟଙ୍କା ପଠାଅ: ନିରଞ୍ଜନ

ଭୁବନେଶ୍ୱର,୧୬ା୫ (ବ୍ୟୁରୋ): ‘ଆତ୍ମନିର୍ଭର ଭାରତ’ ପାଇଁ କେନ୍ଦ୍ର ସରକାର ପ୍ରତିଦିନ ପ୍ୟାକେଜ ଘୋଷଣା କରୁଛନ୍ତି। ହେଲେ ଏହା ଏକ ଋଣ ବିକ୍ରି ବିଜ୍ଞାପନ କହିଲେ ଅତ୍ୟୁକ୍ତି ହେବ…

ଯୋଗ୍ୟ ପ୍ରବାସୀ ଶ୍ରମିକଙ୍କୁ ଖାଦ୍ୟ ସୁରକ୍ଷା ଯୋଜନାରେ ସାମିଲକର: ମନ୍ତ୍ରୀ

ଭୁବନେଶ୍ୱର, ୧୬ା୫(ବ୍ୟୁରୋ): କରୋନା ମୁକାବିଲା ଲାଗି ସାରା ରାଜ୍ୟରେ ଲକ୍‌ଡାଉନ ବଳବତ୍ତର ରହିଛି। ଜନସାଧାରଣଙ୍କ ଖାଦ୍ୟ ନିରାପତ୍ତାକୁ ଦୃଷ୍ଟିରେ ରଖି ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନାରେ ଅଧିକ…

୧୨ ଚକ, ୨୨ ଜଳଯନ୍ତ୍ର ନିର୍ମାଣ ଶେଷ

ପୁରୀ ଅଫିସ,୧୬ା୫: ଜୁନ୍‌ ୨୩ରେ ରଥଯାତ୍ରା। ଏହାକୁ ନଜରରେ ରଖି ଚଳଚଞ୍ଚଳ ହୋଇଛି ରଥଖଳା। ତିନି ମୁଖ୍ୟ ମହାରଣା ସେବକଙ୍କ ନେତୃତ୍ୱରେ ଦ୍ରୁତଗତିରେ ରଥ ନିର୍ମାଣ କାମ…

ସମ୍ଭାବ୍ୟ ବାତ୍ୟା ବଢ଼ାଇଛି ଚିନ୍ତା

ପୁରୀ ଅଫିସ,୧୬ା୫: ମହାମାରୀ କରୋନା ଏବେ ସମସ୍ତଙ୍କ ଆଖିରୁ ନିଦ ହଜାଇ ଦେଇଛି। ଏଭଳି ସମୟରେ ସମ୍ଭାବ୍ୟ ବାତ୍ୟାର ଭୟ ସୃଷ୍ଟି ହୋଇଛି। ପ୍ରାୟ ବର୍ଷକ ତଳେ…

ଅନ୍‌ଲାଇନ୍‌ରେ ମିଳିବ କୋର୍ଟ କାର୍ଯ୍ୟ ସୁବିଧା

କଟକ ଅଫିସ,୧୬ା୫: ଓଡ଼ିଶା ହାଇକୋର୍ଟ ଓ ଜିଲା କୋର୍ଟ କମ୍ପ୍ଲେକ୍ସଠାରେ ଶୁକ୍ରବାର ଇ-ସେବା କେନ୍ଦ୍ର ଉଦ୍‌ଘାଟିତ ହୋଇଛି। ହାଇକୋର୍ଟ ମୁଖ୍ୟ ବିଚାରପତି ଜଷ୍ଟିସ୍‌ ମହମ୍ମଦ ରଫିକ୍‌ ଓ…

ଅନୁଗୋଳରେ ଅଂଶୁଘାତ ମୃତ୍ୟୁ

ବନ୍ତଳା, ୧୬ା୫(ଡି.ଏନ.ଏ.): ଅନୁଗୋଳ ଜିଲା ବନ୍ତଳା ଥାନା ନୂଆଖେତା ସାରୁଆଳି ଗ୍ରାମ ନିକଟରେ ଶୁକ୍ରବାର ଅଂଶୁଘାତରେ ଜଣେ ମାଛ ବିକାଳିଙ୍କ ମୃତ୍ୟୁ ହୋଇଛି। ମୃତକ ବନ୍ତଳା ଅଞ୍ଚଳର…