ପୂର୍ବତନ ବିଧାୟକ ଭରତ ପାଇକଙ୍କ ପରଲୋକ

ପାରଳାଖେମୁଣ୍ଡି,୯ା୪(ସ୍ବ.ପ୍ର.): ଗଜପତି ଜିଲା ରାମଗିରି ନିର୍ବାଚନମଣ୍ଡଳୀ (୨୦୦୯ ପୂର୍ବର)ର ପୂର୍ବତନ ବିଧାୟକ ଭରତ ପାଇକ (୬୧)ଙ୍କ ମଙ୍ଗଳବାର ପରଲୋକ ହୋଇଛି। ସେ କିଛିଦିନ ଧରି ଅସୁସ୍ଥ ଥିଲେ।…

ହ୍ବାଟ୍‌ସ ଆପ୍‌, ଭିଡିଓ କଲିଂରେ ହେବ ଶୁଣାଣି

କଟକ ଅଫିସ୍‌,୯ା୪: ଲକ୍‌ଡାଉନ୍‌ର ପ୍ରଭାବ ନ୍ୟାୟିକ ବ୍ୟବସ୍ଥା ଉପରେ ପଡ଼ିଛି। ଅଦାଲତଗୁଡ଼ିକୁ ବନ୍ଦ ରଖାଯିବା ସହ ଶୁଣାଣିକୁ ମଧ୍ୟ ସ୍ଥଗିତ କରାଯାଇଛି। ଫଳରେ ଆବେଦନକାରୀ, ପ୍ରତିପକ୍ଷ ବହୁ…

୪୦ ଡିଗ୍ରୀ ତଳକୁ ଖସିଲା ପାରଦ: ଉପକୂଳ ଓଡ଼ିଶାରେ ଝଡ଼ବର୍ଷା ସମ୍ଭାବନା

ଭୁବନେଶ୍ୱର,୯ା୪(ବ୍ୟୁରୋ): ରାଜ୍ୟରେ ତାତି କମିଛି। ମେଘୁଆ ପାଗ ଯୋଗୁ ପାରଦ ୪୦ ଡିଗ୍ରୀ ସେଲସିୟସ ତଳକୁ ଖସିଯାଇଛି। ଆସନ୍ତା ଦୁଇ ଦିନ ରାଜ୍ୟରେ ପାଗ ମେଘୁଆ ରହିବ।…

କରୋନାକୁ ଭୟ ନ କରି ସେବା ଯୋଗାଉଛନ୍ତି ସଫେଇ କର୍ମଚାରୀ

ଗଞ୍ଜାମ,୯ା୪(ଡି.ଏନ୍‌.ଏ.) : ଦିନକୁ ଦିନ କରୋନା ଭୟଙ୍କର ରୂପ ନେଉଛି। ଦେଢ଼ ମାସରୁ ଊର୍ଦ୍ଧ୍ୱ ହେବ କରୋନା ଭୂତାଣୁକୁ ନେଇ ସାରା ବିଶ୍ୱର ଜନସାଧାରଣ ଆତଙ୍କିତ ହୋଇପଡ଼ିଛନ୍ତି…

ବଜ୍ରପାତରେ ଗୌରଗୋପାଳ ମଠରୁ ଖସିଲା ଦଧିନଉତି

ଗଞ୍ଜାମ,୯ା୪(ଡି.ଏନ୍‌.ଏ.) : ଗଞ୍ଜାମ ସହରରେ ବୁଧବାର ସନ୍ଧ୍ୟାରେ ପ୍ରବଳ ଘଡ଼ଘଡ଼ି ସହ ବର୍ଷା ହୋଇଥିଲା। ଏହି ସମୟରେ ବଜ୍ରପାତ ଘଟି ପଣ୍ଡାସାହି ଚଉଦଘରିଆ ଗୌର ଗୋପାଳ ମଠ…

ପୁଣି ଟୁଇନ୍‌ସିଟିରୁ ଧରାହେଲେ ୧୩୫୫ ଅମାନିଆ ଚାଳକ

ଭୁବନେଶ୍ୱର,୯ା୪(ବ୍ୟୁରୋ): ସଂକ୍ରମଣ ରୋକିବାକୁ କମିଶନରେଟ ପୋଲିସ ଯେତେ କଡ଼ା ଆଭିମୁଖ୍ୟ ଗ୍ରହଣ କଲେ ମଧ୍ୟ ଅମାନିଆଙ୍କୁ କାଟୁ କରୁନି। ଲକ୍‌ଡାଉନ୍‌ ସତ୍ତ୍ୱେ ଗାଡ଼ି ଧରି ରାସ୍ତାକୁ ବାହାରୁଛନ୍ତି।…

ବିଶୋଧନ ହେଲା ଝାରପଡ଼ା କେଶୁରା ଅଞ୍ଚଳ

କଟକରୋଡ,୯ା୪(ଡି.ଏନ.ଏ.): ଭୁବନେଶ୍ୱର ଝାରପଡ଼ା ଅଞ୍ଚଳର ଜଣେ ବ୍ୟକ୍ତିଙ୍କ କରୋନା ଆକ୍ରାନ୍ତରେ ମୃତ୍ୟୁ ପରେ ବୁଧବାର ସକାଳୁ ଉକ୍ତ ଅଞ୍ଚଳରେ ବିଶୋଧନ କାର୍ଯ୍ୟକୁ ବ୍ୟାପକ କରାଯାଇଛି। ସ୍ବାସ୍ଥ୍ୟ ବିଭାଗ…

ରାଜଧାନୀରେ ଘରେ ପହଞ୍ଚିବ ମେଡ଼ିସିନ

ଭୁବନେଶ୍ୱର,୯ା୪ (ବ୍ୟୁରୋ): ଲକ୍‌ଡାଉନ୍‌ କଟକଣା ପାଇଁ ଲୋକେ ବାହାରକୁ ବାହାରିପାରୁ ନ ଥିବାରୁ ଏବେ ଭୁବନେଶ୍ୱରବାସୀ ଔଷଧ ପାଇଁ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏହା ନଜରକୁ ଆସିବା…

ଭାରତରେ କରୋନା ମୃତ୍ୟୁ ୧୭୯କୁ ବୃଦ୍ଧି

ନୂଆଦିଲ୍ଲୀ,୯।୪: କ୍ରମଶଃ ଭାରତରେ କାୟାବିସ୍ତାର କରିବାରେ ଲାଗିଛି କରୋନା ଭୂତାଣୁ। ଅଦ୍ୟାବଧି ଦେଶରେ ସଂକ୍ରମିତଙ୍କ ସଂଖ୍ୟା ୫,୯୧୬କୁ ବୃଦ୍ଧିପାଇଥିବା ବେଳେ ମୃତ୍ୟୁସଂଖ୍ୟା ବଢ଼ି ୧୭୯ରେ ପହଞ୍ଚିଛି। ଦିନକରେ…

ଶିଶୁଙ୍କ ପାଇଁ କୋଭିଡ଼ ହସ୍ପିଟାଲରେ ସ୍ବତନ୍ତ୍ର ବ୍ୟବସ୍ଥା ଜରୁରୀ

କଟକ ଅଫିସ, ୯ା୪:  ଦେଶରେ ପ୍ରଥମ କରୋନାଜନିତ ଶିଶୁ ମୃତ୍ୟୁ ଖବର ମଙ୍ଗଳବାର ହସ୍ତଗତ ହୋଇଛି। ଗୁଜରାଟର ଜୁନାଗଡରେ ଏକ ୧୪ମାସର ଶିଶୁଠାରେ କରୋନା ଭୂତାଣୁ ଚିହ୍ନଟ…