ରଥ ଖଳାରେ ଚକଡେରା ନୀତି ସମ୍ପନ୍ନ

ପୁରୀ ଅଫିସ, ୧୫।୫: ପବିତ୍ର ଶ୍ରୀକ୍ଷେତ୍ର ଭଉଁରୀ ଅବସରରେ ଶୁକ୍ରବାର ଚକଡ଼େରା ନୀତି ସମ୍ପନ୍ନ ହୋଇଛି। ରଥ ଖଳାରେ ମହାପ୍ରଭୁଙ୍କ ତିନି ରଥର ୬ଟି ନାହାକା ଚକ…

୨୪ ଘଣ୍ଟାରେ ଶହେ ମୁଣ୍ଡ ନେଲା କରୋନା

ନୂଆଦିଲ୍ଲୀ,୧୫।୫: ଦେଶରେ ଅଣାୟତ ହେଲାଣି କରୋନା ସ୍ଥିତି। ବେଳକୁ ବେଳ ସଂକ୍ରମିତଙ୍କ ସଂଖ୍ୟା ବଢି ଚାଲିଥିବା ବେଳେ ଏବେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଛୁଇଁଛି ୮୧,୯୭୦ରେ।…

ପରିବାର ସଦସ୍ୟଙ୍କ ଠାରୁ ଅଲଗା ରୁମରେ ରହୁଛନ୍ତି ଗଞ୍ଜାମ ଜିଲାପାଳ, ରକ୍ଷା କରୁଛନ୍ତି ସାମାଜିକ ଦୂରତା

ଛତ୍ରପୁର, ୧୫।୪(ଡି.ଏନ୍‌.ଏ.): କରୋନା ମୁକାବିଲା ପାଇଁ ଗଞ୍ଜାମ ଜିଲାର ଜିଲାପାଳଙ୍କ ଠାରୁ ଆରମ୍ଭକରି ସବୁ ପ୍ରଶାସନିକ ଅଧିକାରୀ ଓ କର୍ମଚାରୀ ବିଭିନ୍ନ କାର୍ଯ୍ୟରେ ସାମିଲ ଅଛନ୍ତି। ସେମାନେ…

ଶୁକ୍ରବାର ବଦଳରେ ସୋମବାର ବସିବ କପଡ଼ା ବଜାର

ବରଗଡ଼ ଅଫିସ୍‌,୧୪ା୫- ବରଗଡ଼ ବ୍ଲକ ଅନ୍ତର୍ଗତ ବେହେରା ମାର୍କେଟ୍‌ ୟାର୍ଡ଼ରେ ପ୍ରତି ସପ୍ତାହର ଶୁକ୍ରବାର ଉଭୟ କୃଷକ ବଜାର ଏବଂ କପଡ଼ା ବଜାର ବସୁଥିଲା। ତେବେ ବର୍ତ୍ତମାନ…

କରୋନା ବଢ଼ାଉଛି ମାନସିକ ଯନ୍ତ୍ରଣା

ଜାତିସଂଘ,୧୫।୫: କରୋନା ମହାମାରୀ ଯୋଗୁ ମାନସିକ ଯନ୍ତ୍ରଣା ବୃଦ୍ଧି ପାଉଥିବା ନେଇ ଜାତିସଂଘ ମହାସଚିବ ଆଣ୍ଟୋନିଓ ଗୁଟେରେସ୍‌ ସତର୍କ କରାଇଦେଇଛନ୍ତି। ମାନସିକ ସ୍ବାସ୍ଥ୍ୟ ସମସ୍ୟାର ସମାଧାନ ଦିଗରେ…

ଆଫ୍ରିକାନ୍‌ ସ୍ବାଇନ୍‌ ଫିଭରରେ ମଲେଣି ୧୫ ହଜାର ଘୁଷୁରି

ଗୁଆହାଟୀ,୧୫।୫: ଆସାମରେ ଦେଖାଦେଇଛି ଆଫ୍ରିକାନ୍‌ ସ୍ବାଇନ୍‌ ଫିଭର(ଏଏସ୍‌ଏଫ୍‌)। ଏଥିରେ ୧୫ ହଜାର ଘୁଷୁରି ମଲେଣି। ୩୩ ଜିଲାରୁ ୧୦ ଜିଲାରେ ଏହି ରୋଗ ମାଡ଼ିଚାଲିଛି। ଏହାର ନିରାକରଣ…

ତାମିଲନାଡ଼ୁରେ ନିର୍ଯାତନା ଅଭିଯୋଗ ଆଣିଲେ ବରଗଡ଼ର ପ୍ରବାସୀ ଶ୍ରମିକ

ବରଗଡ଼ ଅଫିସ୍‌,୧୪।୫-: ଲକ୍‌ ଡାଉନ୍‌ ଯୋଗୁ ପ୍ରବାସୀ ଶ୍ରମିକଙ୍କ ଦୁଃଖ ବଢ଼ି ଯାଇଛି । ଘରକୁ ଫେରିବା ସେମାନଙ୍କ ପାଇଁ କଷ୍ଟସାଧ୍ୟ ହୋଇପଡ଼ି ଥିବାବେଳେ ଭୋକ, ଉପାସରେ…

ଜାତିସଂଘ ଅର୍ଥନୀତି ବିଶେଷଜ୍ଞଙ୍କ ପ୍ରଶଂସା

ଜାତିସଂଘ,୧୫।୫(ପି.ଟି.): କରୋନା ମହାମାରୀ ଯୋଗୁ କ୍ଷତିଗ୍ରସ୍ତ ହୋଇଥିବା ଅର୍ଥନୀତିକୁ ସଜାଡିବା ଲାଗି ଭାରତ ସରକାର ଆଣିଥିବା ୨୦ ଲକ୍ଷ କୋଟି ଟଙ୍କାର ଆର୍ଥତ୍କ ପ୍ୟାକେଜକୁ ଜାତିସଂଘର ଅର୍ଥନୀତି…

୩୧ ଯାଏ ଲକ୍‌ଡାଉନ ବଢ଼ାଇବ ମହାରାଷ୍ଟ୍ର

ମୁମ୍ବାଇ,୧୫।୫: ମହାରାଷ୍ଟ୍ରରେ ଲକ୍‌ଡାଉନ ଅବଧି ମେ’ ୩୧ ପର୍ଯ୍ୟନ୍ତ ବଢ଼ାଇବା ଲାଗି ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ଏନେଇ ଶୁକ୍ରବାର ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇବ। ଗୁରୁବାର…

ବିଧାନ ପରିଷଦକୁ ଉଦ୍ଧବ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ

ମୁମ୍ବାଇ,୧୫।୫(ପି.ଟି.): ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍‌ରେ ଓ ଅନ୍ୟ ୮ ଜଣ ରାଜ୍ୟ ବିଧାନ ପରିଷଦକୁ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି। ନିର୍ବାଚିତ ହୋଇଥିବା ଅନ୍ୟମାନେ ହେଲେ ପରିଷଦର…