ଟି୨୦ ବିଶ୍ୱକପ୍‌: ଖେଳାଳିଙ୍କୁ ୨ ସପ୍ତାହ ଆସୋଲେଶନ ପାଇଁ ଡୁପ୍ଲେସିଙ୍କ ପରାମର୍ଶ

ନୂଆଦିଲ୍ଲୀ,୧୪।୫ (ପି.ଟି.):ଦକ୍ଷିଣ ଆଫ୍ରିକାର ଅଭିଜ୍ଞ ବ୍ୟାଟ୍ସମ୍ୟାନ ଫାଫ୍‌ ଡୁପ୍ଲେସି ଅଷ୍ଟ୍ରେଲିଆରେ ଆଗକୁ ଆୟୋଜନ ହେବାକୁ ଥିବା ଟି୨୦ ବିଶ୍ୱକପ୍‌ ପାଇଁ ଏକ ବହୁମୂଲ୍ୟ ପରାମର୍ଶ ଦେଇଛନ୍ତି। ବିଶ୍ୱକପ୍‌…

କୋଭିଡ୍‌-୧୯: ଟୁର୍‌ ଅଫ୍‌ ବ୍ରିଟେନ ବାତିଲ

ଲଣ୍ଡନ,୧୪।୫(ଏଏଫ୍‌ପି): କୋଭିଡ୍‌-୧୯ ମହାମାରୀ କାରଣରୁ ଆଉ ଏକ ମେଗା ଇଭେଣ୍ଟକୁ ବାତିଲ କରାଯାଇଛି। ବ୍ରିଟେନର ବହୁ ପର୍ଯ୍ୟାୟ ବିଶିଷ୍ଟ ସାଇକ୍ଲିଂ ରେସ୍‌ ‘ଟୁର୍‌ ଅଫ୍‌ ବ୍ରିଟେନ’ କରୋନା…

ଖେଳରତ୍ନ, ଦ୍ରୋଣାଚାର୍ଯ୍ୟ ପାଇଁ ଅଞ୍ଜୁମ, ଜଶପାଲଙ୍କ ନାମ ସୁପାରିସ

ନୂଆଦିଲ୍ଲୀ,୧୪।୫(ପି.ଟି.): ନ୍ୟାଶନାଲ ରାଇଫଲ ଆସୋସିଏଶନ ଅଫ୍‌ ଇଣ୍ଡିଆ (ଏନ୍‌ଆର୍‌ଏଆଇ) ଦେଶର ସର୍ବୋଚ୍ଚ କ୍ରୀଡ଼ା ପୁରସ୍କାର ରାଜୀବ ଗାନ୍ଧୀ ଖେଳରତ୍ନ ପାଇଁ ମହିଳା ଶୁଟର ଅଞ୍ଜୁମ ମୋଦ୍‌ଗିଲ୍‌ଙ୍କ ନାମ…

ଓଡିଆ ପ୍ରବାସୀଙ୍କ ଗାଡ଼ି ଦୁର୍ଘଟଣାଗ୍ରସ୍ତ; ୬ ଗୁରୁତର

ବଇଣ୍ଡା,୧୪।୫(ଡି.ଏନ୍‌.ଏ.)-ଅନୁଗୋଳ ଜିଲା ବଇଣ୍ଡା-ଆଠମଲ୍ଲିକ ପୂର୍ତ୍ତବିଭାଗ ରାସ୍ତାର ଠାକୁରଗଡ଼ ଥାନା ଷୋଳପଦା କଲେଜ ପରିସରରେ ଆନ୍ଧ୍ରରୁ ଫେରନ୍ତା ଓଡ଼ିଆ ପ୍ରବାସୀ ଶ୍ରମିକଙ୍କୁ ନେଇ ଆସୁଥିବା ଏକ ଉଇଁଗର ଗାଡ଼ି…

ବରୀ ବ୍ଲକର ୪ କରୋନା ଆକ୍ରାନ୍ତ ସୁସ୍ଥ

ରତ୍ନଗିରି,୧୪।୫(ଡି.ଏନ୍‌.ଏ.)-ଯାଜପୁର ଜିଲାର ୧୫ କରୋନା ଆକ୍ରାନ୍ତ ଗୁରୁବାର ସୁସ୍ଥ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୪ ଜଣ ବରୀ ବ୍ଲକର ରହିଛନ୍ତି। ସେମାନେ ତଲକାଇପଡା, ଉଦୟନାଥପୁର ଓ ବାଇଁଶିରିଆ…

ଦ୍ୱିତୀୟ ପର୍ଯ୍ୟାୟ ଆର୍ଥିକ ପ୍ୟାକେଜରେ ଲାଭବାନ ହେବେ ଚାଷୀ

ନୂଆଦିଲ୍ଲୀ,୧୪।୫: ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନଙ୍କ ଦ୍ୱାରା ଗୁରୁବାର ଦ୍ୱିତୀୟ ପର୍ଯ୍ୟାୟ ଆର୍ଥିକ ପ୍ୟାକେଜ ଘୋଷଣା ପରେ ଏହାଦ୍ୱାରା ଚାଷୀମାନେ ଲାଭବାନ ହେବେ ବୋଲି ଜଣାପଡିଛି। ନାବାର୍ଡ ସାହାଯ୍ୟରେ…

ବନ୍ତ ବ୍ଲକରେ ୨ୟ କରୋନା ପଜିଟିଭ ଚିହ୍ନଟ

ବନ୍ତ,୧୪।୫(ଡି.ଏନ୍‌.ଏ.)-ଭଦ୍ରକ ଜିଲା ବନ୍ତ ବ୍ଲକରେ ଗୁରୁବାର ୨ୟ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତ ଜଣକ ଗତ ୯ ତାରିଖରେ କର୍ଣ୍ଣାଟକରୁ ଆସି ଗୋବିନ୍ଦପୁର କ୍ୱାରାଣ୍ଟାଇନ୍‌ ସେଣ୍ଟରରେ…

କ୍ୱାରାଣ୍ଟାଇନରେ ରହିଲେ ୨୬୩ ପ୍ରବାସୀ

ବନ୍ତ,୧୪।୫(ଡି.ଏନ୍‌.ଏ.)-ଭଦ୍ରକ ଜିଲା ବନ୍ତ ବ୍ଲକରେ ବୁଧବାର ସୁଦ୍ଧା ୨୬୩ ଜଣ ପ୍ରବାସୀ ପହଞ୍ଚିଛନ୍ତି। ସୋମବାର ସୁଦ୍ଧା ୧୫୧ ଜଣ ଫେରିଥିବାବେଳେ ଗତ ଦୁଇ ଦିନ ମଧ୍ୟରେ ୧୧୨…

ଦ୍ୱିତୀୟ ପର୍ଯ୍ୟାୟ ଆର୍ଥିକ ପ୍ୟାକେଜ ଘୋଷଣା କଲେ ଅର୍ଥମନ୍ତ୍ରୀ

ନୂଆଦିଲ୍ଲୀ,୧୪।୫: ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ଗୁରୁବାର ଅପରାହ୍ନ ୪ଟାରେ କୋଭିଡ-୧୯ ଦ୍ୱାରା କ୍ଷତିଗ୍ରସ୍ତ ଅର୍ଥ ବ୍ୟବସ୍ଥାକୁ ସହାୟତା କରିବା ଲାଗି କେନ୍ଦ୍ର ସରକାରଙ୍କ ପକ୍ଷରୁ ଘୋଷଣା କରାଯାଇଥିବା…

ଖୋର୍ଦ୍ଧା ନୂଆ ଆକ୍ରାନ୍ତଙ୍କ ତଥ୍ୟ: ଅଛନ୍ତି ଟାଙ୍ଗିର ୨, ବାଣପୁରର ଜଣେ; ଚିହ୍ନଟ ପରେ କ୍ୱାରାଣ୍ଟାଇନ୍‌ ସେଣ୍ଟର ବିଶୋଧନ

ଖୋର୍ଦ୍ଧା ଅଫିସ,୧୪।୫: ରାଜ୍ୟରେ ଗୁରୁବାର ୭୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଆକ୍ରାନ୍ତଙ୍କ ମଧ୍ୟରେ ଖୋର୍ଦ୍ଧା ଉପଖଣ୍ଡ ଅନ୍ତର୍ଗତ ଟାଙ୍ଗି ବ୍ଲକର ୨ଏବଂ ବାଣପୁର ବ୍ଲକର…