ଧାନ ରୋଇଲେ ଏସ୍‌ପି

ଚିତ୍ତୋର(ଆନ୍ଧ୍ରପ୍ରଦେଶ): କରୋନା ସମୟରେ ଅନେକ ଘଟଣା ସାମ୍ନାକୁ ଆସୁଛି, ଯାହା ଅନେକଙ୍କୁ ପ୍ରେରିତ କରୁଛି। ଏହି ସଙ୍କଟ ସମୟରେ ରାଜନେତାଙ୍କଠାରୁ ଅଧିକ ପ୍ରଶାସନିକ ଓ ପୋଲିସ ଅଧିକାରୀମାନେ…

ବରୀରୁ ପୁଣି ୨ଟି କରୋନା ପଜିଟିଭ ଚିହ୍ନଟ: ସମସ୍ତ ଆକ୍ରାନ୍ତ ପଶ୍ଚିମବଙ୍ଗ ଫେରନ୍ତା

ବରୀ,୧୪।୫(ସ୍ବ.ପ୍ର.): ଯାଜପୁର ଜିଲା ବରୀ ବ୍ଲକ ଅଞ୍ଚଳରୁ ଗୁରୁବାର ପୁଣି ୨ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବରୀରେ ମୋଟ ୮ଜଣ ଆକ୍ରାନ୍ତ ଚିହ୍ନଟ…

ରାଜଧାନୀର ରୋହିଣୀ ଜେଲରେ ପହଞ୍ଚିଲା କରୋନା

ନୂଆଦିଲ୍ଲୀ,୧୪।୫: କରୋନା ସଂକ୍ରମଣ ଏବେ ଦ୍ରୁତ ଗତିରେ ବଢିବାରେ ଲାଗିଛି। ରାଜଧାନୀ ଦିଲ୍ଲୀରେ ଥିବା ରୋହିଣୀ ଜେଲର ଜଣେ କଏଦୀ କରୋନାରେ ସଂକ୍ରମିତ ହୋଇଥିବା ଜଣାପଡିଛି। ଉକ୍ତ…

କରୋନା ରିପୋର୍ଟକୁ ଅପେକ୍ଷା: ହସ୍ପିଟାଲରେ ଏପ୍ରିଲ୍‌ ୨୬ଠାରୁ ପଡ଼ି ରହିଛି ମୃତଦେହ

ନୂଆଦିଲ୍ଲୀ,୧୪।୫: କରୋନା ସଂକ୍ରମଣ ଯୋଗୁ ଭାରତରେ ଆତଙ୍କ ଦେଖାଦେଇଛି। ସଂକ୍ରମଣ ରୋକିବା ପାଇଁ ଏବେ ଯେକୌଣସି କାରଣରୁ ମୃତ୍ୟୁ ଘଟିଲେ ମଧ୍ୟ ହସ୍ପିଟାଲ ପକ୍ଷରୁ କରୋନା ପରୀକ୍ଷା…

କୁଶଭଦ୍ରାରେ ଚାପ ଖେଳିଲେ ରାଧାମାଧବ

ବାଲିଅନ୍ତା,୧୪ା୫(ଡି.ଏନ୍‌.ଏ.): ଲକଡାଉନ ସତ୍ତ୍ୱେ ସାମାଜିକ ଦୂରତ୍ୱକୁ ମାନି ବାଲିଅନ୍ତାରେ ଚନ୍ଦନ ଯାତ୍ରା ଆରମ୍ଭ ହୋଇଛି। ବୁଧବାର ଦ୍ୱିତୀୟ ଦିବସ ଥିବାବେଳେ କରୋନା କଟକଣା ପାଇଁ ହଂସପାଳ ଗ୍ରାମର…

ଖାଇବା କମାଇଦେଲେଣି ଗ୍ରାମାଞ୍ଚଳର ୫୦% ପରିବାର

ନୂଆଦିଲ୍ଲୀ,୧୪ା୫(ପି.ଟି.): କରୋନା ମହାମାରୀ ଜନିତ ଲକ୍‌ଡାଉନ ଯୋଗୁ ଗ୍ରାମାଞ୍ଚଳ ଜନସାଧାରଣ ଖାଇବା କମାଇଦେଇଥିବା ଏକ ସର୍ଭେରୁ ଜଣାପଡ଼ିଛି। ଲକ୍‌ଡାଉନ ସମୟରେ ୧୨ଟି ରାଜ୍ୟରୁ ୫୦୦୦ରୁ ଊର୍ଦ୍ଧ୍ୱ ଗ୍ରାମୀଣ…

ଥାଣେ, କୋଏମ୍ବାଟୁରରୁ ଫେରିଲେ ୭୬୩ ପ୍ରବାସୀ

ଖୋର୍ଦ୍ଧା ଅଫିସ,୧୪ା୫: ମହାରାଷ୍ଟ୍ରର ଥାଣେ ଏବଂ ତାମିଲନାଡୁର କୋଏମ୍ବାଟୁରରୁ ୨ଟି ଟ୍ରେନରେ ବୁଧବାର ୭୬୩ଜଣ ପ୍ରବାସୀ ଓଡ଼ିଆ ଫେରିଛନ୍ତି। ଷ୍ଟେଶନ ପରିସରରେ ସେମାନଙ୍କ ସ୍କ୍ରିନିଂ ସହ ସ୍ବାସ୍ଥ୍ୟ…

ଆରୋଗ୍ୟ ସେତୁ: ଇଚ୍ଛାଧୀନରୁ ବାଧ୍ୟତାମୂଳକ

ନୂଆଦିଲ୍ଲୀ,୧୪।୫: କରୋନା ସଂକ୍ରମିତଙ୍କଠାରୁ ଲୋକଙ୍କୁ ଦୂରେଇ ରଖିବା ଉଦ୍ଦେଶ୍ୟରେ ଗତ ଏପ୍ରିଲ୍‌ ୨ତାରିଖରେ କେନ୍ଦ୍ର ସରକାର ଆରୋଗ୍ୟ ସେତୁ ଆପ୍‌ ଆରମ୍ଭ କରିଥିଲେ। ଇଲେକ୍ଟ୍ରୋନିକ୍ସ ଆଣ୍ଡ ଇନ୍‌ଫରମେଶନ…

ଭଦ୍ରକରେ ଆଉ ୯ କରୋନା ପଜିଟିଭ୍‌ ଚିହ୍ନଟ: ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪୦କୁ ଛୁଇଁଲା

ଭଦ୍ରକ ଅଫିସ, ୧୪।୫: ଭଦ୍ରକ ଜିଲାରେ ଗୁରୁବାର ସକାଳେ ଆଉ ୯ କରୋନା ଆକ୍ରାନ୍ତ ଚି଼ହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ମୋଟ ଆକ୍ରାନ୍ତଙ୍କ ୪୦କୁ ଛୁଇଁଛି।…

୧୯ରୁ ଉଡ଼ିବ ଏୟାର ଇଣ୍ଡିଆ ବିମାନ

ଚେନ୍ନାଇ,୧୪ା୫: କୋଭିଡ୍‌-୧୯ ପାଇଁ ଦୀର୍ଘଦିନ ହେଲା ଦେଶରେ ବିମାନ ଚଳାଚଳ ବନ୍ଦ ରହିଥିବାବେଳେ ସରକାର ଏୟାରଲାଇନ୍ସ ଏୟାର ଇଣ୍ଡିଆ ଆସନ୍ତା ୧୯ରୁ ଜୁନ୍‌ ୨ ପର୍ଯ୍ୟନ୍ତ ଦେଶର…