ବିଭିନ୍ନ ସମସ୍ୟାର ସମାଧାନ ନେଇ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ବିଡିଓଙ୍କୁ ଦାବିପତ୍ର

ଚିତ୍ରକୋଣ୍ଡା,୧୩ା୫(ଡି.ଏନ୍‌.ଏ.): ମାଲକାନଗିରି ଜିଲା ଉପାନ୍ତ ଚିତ୍ରକୋଣ୍ଡା ବିଚ୍ଛିନାଞ୍ଚଳର ଗାଜୁଲୁମାମୁଡ଼ି ପଞ୍ଚାୟତବାସୀ ବିଭିନ୍ନ ସମସ୍ୟାର ସମାଧାନ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଚିତ୍ରକୋଣ୍ଡା ବିଡିଓ ଲରିମନ ଖରସେଲଙ୍କୁ ଦାବିପତ୍ର ପ୍ରଦାନ…

ସଙ୍ଗରୋଧ ଗୃହରେ ଯୋଗ କଲେ ପ୍ରବାସୀ

ପାଟପୁର,୧୩।୫- ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକର ବିଭିନ୍ନ ସଙ୍ଗରୋଧ ଗୃହରେ ୨୦୫୩ ଜଣ ସୁରଟ ଫେରନ୍ତା ରହିଛନ୍ତି। ତେବେ ଅନ୍ୟ ବ୍ଲକ ଅଞ୍ଚଳର ସଙ୍ଗରୋଧ କେନ୍ଦ୍ରମାନଙ୍କରେ ଯୁବକମାନେ…

୫ ଟି କ୍ଷେତ୍ରରେ ଆତ୍ମନିର୍ଭର ହେବ ଭାରତ: ଏମ୍‌ଏସ୍‌ଏମ୍‌ଇ ସୁଧାର ପାଇଁ ୬ ପଦକ୍ଷେପ

ନୂଆଦିଲ୍ଲୀ,୧୩।୫: ଭାରତରେ କରୋନା ସଂକ୍ରମଣ ଯୋଗୁ ସଙ୍କଟ ଦେଖାଦେଇଛି। ସଂକ୍ରମଣରୁ ଦୂରେଇ ରହିବା ଲାଗି ଦେଶବ୍ୟାପୀ ଲକ୍‌ଡାଉନ୍‌ ମଧ୍ୟ ଜାରି ରହିଛି। ଫଳରେ ଦିନକୁ ଦିନ ଅର୍ଥନୀତି…

ପଲାସାରୁ ଚାଲି ଚାଲି ଫେରୁଥିଲେ: ଅନୁଗୋଳ, ବୌଦ୍ଧର ୧୬ ଶ୍ରମିକଙ୍କୁ ଘରକୁ ପଠାଇଲା ଗଞ୍ଜାମ ପୋଲିସ

ଛତ୍ରପୁର,୧୩।୫(ଡି.ଏନ୍‌.ଏ.)- ଆନ୍ଧ୍ରପ୍ରଦେଶର ପଲାସାଠାରୁ ୧୬ ଜଣ ଶ୍ରମିକ ନିଜ ନିଜ ଘର ଅନୁଗୋଳ ଓ ବୌଦ୍ଧ ଜିଲାକୁ ଚାଲି ଚାଲି ଯିବାବେଳେ ଗଞ୍ଜାମ ପୋଲିସ ଜ଼ିଲାର ଗାଙ୍ଗପୁର…

ବନଜାତ ଦ୍ରବ୍ୟର ମୂଲ୍ୟ ବିଷୟରେ ଲୋକଙ୍କୁ ସଚେତନ କରିବା ଲାଗି ଗଡ଼ିଲା ରଥ

ରାୟଗଡ଼ା ଅଫିସ,୧୩ା୫: ସରକାରଙ୍କ ଦ୍ୱାରା ଜଙ୍ଗଲଜାତ ଦ୍ରବ୍ୟର ମୂଲ୍ୟ ଏବଂ ଜଙ୍ଗଲରୁ ଉପତ୍ାଦିତ ଦ୍ରବ୍ୟର ମୂଲ୍ୟ ନିର୍ଦ୍ଧାରଣର ସଚେତନତା କରିବା ପାଇଁ ଏକ ସଚେତନ ରଥ ବୁଧବାର …

ରାଶିଫଳ: ଗୁରୁବାର, ମେ ୧୪ ତାରିଖ – Daily Horoscope

ମେଷ ଦୂରଦର୍ଶିତା ଅଭାବ ଜନିତ କେତେକ ଭୁଲ୍‌ କାମକୁ ପ୍ରଶୟ ଦେଇ ପାରନ୍ତି । ବନ୍ଧୁଙ୍କ ଭୂଲ୍‌ ବୁଝାମଣା କାରଣରୁ ମାନସିକ ଅଶାନ୍ତିର ସମ୍ମୁଖୀନ ହୋଇ ପାରନ୍ତି…

ହତ୍ୟା ମାମଲାର ସାକ୍ଷୀଙ୍କୁ ହତ୍ୟା ଉଦ୍ୟମ ଘଟଣା: ମାଷ୍ଟରମାଇଣ୍ଡ୍‌ ଫେରାର, ୪ କୋର୍ଟ ଚାଲାଣ

ବ୍ରହ୍ମପୁର ଅଫିସ,୧୩ା୫: ଏକ ହତ୍ୟା ମାମଲାର ମୁଖ୍ୟ ସାକ୍ଷୀ ପୂର୍ଣ୍ଣ ଜେନାଙ୍କୁ ହତ୍ୟା ଉଦ୍ୟମ ଘଟଣାର ୪ ଅଭିଯୁକ୍ତଙ୍କୁ ସଦର ଥାନା ପୋଲିସ କେସ ନମ୍ବର ୧୩୧/୨୦ରେ…

ଲକ୍‌ଡାଉନ୍‌ରେ ଘରେ ବସି ବୋର୍‌ ହେଲେଣି ସୋନମ

ବଲିଉଡ୍‌ ଅଭିନେତ୍ରୀ ସୋନମ କପୁର ସୋସିଆଲ ମିଡିଆ ଇନ୍‌ଷ୍ଟ୍ରାଗ୍ରାମ୍‌ରେ ସବୁବେଳେ ସକ୍ରିୟ। ପ୍ରତିଦିନ ସେ କିଛି ନା କିଛି ଫଟୋ ଶେୟାର କରିଥାନ୍ତି। ଏବେ କିନ୍ତୁ ସେ…

କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ପ୍ରବାସୀଙ୍କୁ ସ୍ବାସ୍ଥ୍ୟକର୍ମୀ ତାଲିମ, ବ୍ୟାୟାମ, ଯୋଗ ଶିକ୍ଷା: ଗଞ୍ଜାମ ଜିଲା ପ୍ରଶାସନର ପ୍ରଶଂସା କଲେ ମୁଖ୍ୟମନ୍ତ୍ରୀ

ଛତ୍ରପୁର, ୧୩।୫(ଡି.ଏନ୍‌.ଏ.)-ଗଞ୍ଜାମ ଜ଼ିଲାର କ୍ୱାରାଣ୍ଟାଇନ ସେଣ୍ଟରରେ ଥିବା ପ୍ରବାସୀ ଶ୍ରମିକମାନଙ୍କୁ କମ୍ୟୁନିଟି ସ୍ବାସ୍ଥ୍ୟକର୍ମୀ ତାଲିମ ପ୍ରଦାନ କରାଯାଉଛି । କ୍ୱାରାଣ୍ଟାଇନ ଅବଧି ସରିବା ପରେ ଉକ୍ତ ତାଲିମପ୍ରାପ୍ତ…

ପୁଣି ଅଲୋଡ଼ା ଶିଶୁକନ୍ୟା

ଜଗନ୍ନାଥପ୍ରସାଦ,୧୩ା୫(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ବ୍ଲକ କଣ୍ଡରସିଂ ନିକଟରେ ଥିବା ନାଳ ନିକଟରେ ବୁଧବାର ସକାଳେ ଏକ ନବଜାତ ଶିଶୁକନ୍ୟାକୁ ଉଦ୍ଧାର କରାଯାଇଛି। ନବଜାତକକୁ କେହି ଗ୍ରାମ…