ଅବକାରୀ ଅଧିକାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ

ଅନୁଗୋଳ ଅଫିସ, ୧୩।୫ - ଅନୁଗୋଳର କରଡ଼ାଗାଡ଼ିଆ ଠାରେ ଥିବା ଦେଶୀ ମଦ ଭାଟିକୁ ଲକ୍‌ଡାଉନ୍‌ ପୂର୍ବରୁ ସିଲ୍‌ କରାଯିବା ପରେ ବି ସେଠାରେ ଚୋରା ମଦ…

ଜିଲାପାଳ କ୍ଷମତା ଦେଖାଇଲେ ସରପଞ୍ଚ: ଆଖୁଆପାଳରେ ମଦ ବିକ୍ରି ବନ୍ଦ

ପରଜଙ୍ଗ, ୧୩।୫(ଡି.ଏନ.ଏ.) - ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ ଆଖୁଆପାଳ ପଞ୍ଚାୟତକୁ ସମ୍ପୂର୍ଣ୍ଣ ମଦମୁକ୍ତ କରିବାକୁ ଜିଲାପାଳ କ୍ଷମତାର ପ୍ରୟୋଗ କରିଛନ୍ତି ସରପଞ୍ଚ ପ୍ରଦୀପ ବେହେରା। ଏପରି…

ଅନୁମତି ମିଳିଲେ ହେବ ତାଳଚେର ରଥଯାତ୍ରା

ତାଳଚେର,୧୩ା୫(ନି.ପ୍ର.) - ତାଳଚେରରେ ଶ୍ରୀଜଗନ୍ନାଥଙ୍କ ରଥଯାତ୍ରା ପାଇଁ ଏକ ପ୍ରସ୍ତୁତି ବୈଠକ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ତାଳଚେର ଉପଜିଲାପାଳ ରଜନୀକାନ୍ତ ସ୍ବାଇଁ ଏଥିରେ ଅଧ୍ୟକ୍ଷତା କରିଥିଲେ। ବିଧାୟକ…

କରୋନା ଭାଙ୍ଗିନି ଦମ୍ଭ: ଛାଇରେ ଚାଲିଛି ଛତୁଚାଷ

କାମାକ୍ଷାନଗର, ୧୩।୫ - କରୋନା ପାଇଁ ବୃତ୍ତି ହରାଇଲେଣି ଅନେକେ। ଜୀବନ ବଞ୍ଚାଇବା ଲାଗି କାମଧନ୍ଦା ଛାଡ଼ି ଗଣପଳାୟନ କରୁଛନ୍ତି ପ୍ରବାସୀ। ହେଲେ ଭିଟାମାଟିରେ ନିଜ ଉଦ୍ୟମରେ…

ସଙ୍ଗରୋଧ ଗୃହରେ ସନ୍ତାନ ଜନ୍ମ

ବେଗୁନିଆପଡ଼ା,୧୩ା୫(ଡି.ଏନ୍‌.ଏ.)- ଗଞ୍ଜାମ ଜିଲା ବେଗୁନିଆପଡା ବ୍ଲକ ଅନ୍ତର୍ଗତ ମର୍ଦ୍ଦକୋଟ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ସଙ୍ଗରୋଧ ଗୃହରେ ରହିଥିବା ପ୍ରବାସୀ ଓଡ଼ିଆଙ୍କ ମଧ୍ୟରୁ ସନ୍ତୋଷିନୀ ପ୍ରଧାନଙ୍କର ମଙ୍ଗଳବାର ଅପରାହ୍ନରେ…

ପ୍ରବାସୀଙ୍କୁ ପୂରାଇ ଦେବେନି: ସ୍କୁଲ ବାଟରେ ବାଉଁଶ ବାନ୍ଧିଲେ ଗ୍ରାମବାସୀ

ପାଟପୁର,୧୩ା୫-ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକକୁ ଆଗକୁ ବହୁ ପ୍ରବାସୀ ଫେରିବାକୁ ଥିବା ବେଳେ ପ୍ରଶାସନ ପକ୍ଷରୁ ୧୦୦ଟି ସ୍କୁଲ, କଲେଜରେ କ୍ବାରାଣ୍ଟାଇନ କେନ୍ଦ୍ର ଖୋଲାଯାଇଛି। ହେଲେ କେତେକ…

ଅପରାହ୍ନ ୧ରୁ ସନ୍ଧ୍ୟା ୭ ପର୍ଯ୍ୟନ୍ତ ଖୋଲିବ ମାର୍କେଟ, ମଲ: ୫ ଜଣଙ୍କୁ ପ୍ରବେଶ ଅନୁମତି

ବ୍ରହ୍ମପୁର ଅଫିସ,୧୩ା୫-ଗଞ୍ଜାମ ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଥିବା ବେଳେ ଏହାକୁ ଦୃଷ୍ଟିରେ ରଖି ବ୍ରହ୍ମପୁରରେ ମାର୍କେଟ ତଥା ଦୋକାନ ଖୋଲିବା ନେଇ ରହିଥିବା ପୂର୍ବ…

ଅଳସୁ ଗ୍ରାମରେ ଅଗ୍ନିକାଣ୍ଡ: ଜଳିଗଲା ୧୪ ବଖରା

ଜଗନ୍ନାଥପ୍ରସାଦ,୧୩ା୫(ଡି.ଏନ୍‌.ଏ.)- ଜଗନ୍ନାଥପ୍ରସାଦ ବ୍ଲକ ଅଳସୁ ଗ୍ରାମ ଖଇରଝୋଳରେ ମଙ୍ଗଳବାର ନିଅଁା ଲାଗି ୧୪ ବଖରା ପୋଡି ପାଉଁଶ ହୋଇଛି। ଅପରାହ୍ନ ପ୍ରାୟ ୪ଟାବେଳେ ଜଣେ ବ୍ୟକ୍ତିଙ୍କ ରୋଷେଇ…

ସଙ୍ଗରୋଧ କେନ୍ଦ୍ରରେ ଖାଦ୍ୟ ମାନକୁ ନେଇ ଉପ ଜିଲାପାଳଙ୍କ ଅସନ୍ତୋଷ

ଭଞ୍ଜନଗର,୧୩ା୫(ଡି.ଏନ୍‌.ଏ.)- ଭଞ୍ଜନଗର ଉପ ଜିଲାପାଳ ରାଜେନ୍ଦ୍ର ମିଞ୍ଜ ମଙ୍ଗଳବାର ସୋରଡ଼ା ବ୍ଲକ ଲାଠିପଡ଼ା ପଞ୍ଚାୟତ ଭାଲିଆପଲ୍ଲୀ ସଙ୍ଗରୋଧ କେନ୍ଦ୍ର ପରିଦର୍ଶନ କରିଥିଲେ। ଅନ୍ତେବାସୀଙ୍କୁ ଦିଆଯାଉଥିବା ଖାଦ୍ୟର ମାନକୁ…

କରୋନା ମୁକାବିଲା ପାଇଁ ସ୍ବତନ୍ତ୍ର ଅଧିକାରୀ ନିଯୁକ୍ତ

ଶେରଗଡ,୧୩ା୫(ଡି.ଏନ୍‌.ଏ.)- ଶେରଗଡ଼ ବ୍ଲକରେ କରୋନା ମୁକାବିଲା ପାଇଁ ଜଣେ ସ୍ବତନ୍ତ୍ର ଅଧିକାରୀଙ୍କୁ ନିଯୁକ୍ତି ଦିଆଯାଇଛି। ସେ ହେଲେ ଓଡ଼ିଶା ପ୍ରଶାସନିକ ସେବାର ଭୂବନ କୁମାର ଶତପଥୀ। ଶେରଗଡ…