ଇଂଲଣ୍ଡରେ ଟେନିସ କୋର୍ଟ, ଗଲ୍ଫ କୋର୍ସ ପୁଣି ଖୋଲାଯିବ

ଲଣ୍ଡନ,୧୧।୫ (ଏପି): ବୁଧବାରଠାରୁ ଇଂଲଣ୍ଡରେ ଟେନିସ କୋର୍ଟ ଓ ଗଲ୍ଫ କୋର୍ସ ସବୁ ପୁଣି ଖୋଲାଯିବ ବୋଲି ବ୍ରିଟିଶ୍‌ ସରକାର କହିଛନ୍ତି। ତେବେ ନିଜ ସାଥି ଖେଳାଳିଙ୍କ…

ଲକ୍‌ଡାଉନ୍‌ ଉଠିଲେ ତାରକା ଆଥ୍‌ଲେଟଙ୍କ ଟ୍ରେନିଂ ଆରମ୍ଭ ହେବ: ରିଜିଜୁ

ନୂଆଦିଲ୍ଲୀ,୧୧।୫(ପି.ଟି.): କୋଭିଡ୍‌-୧୯ ମହାମାରୀ କାରଣରୁ ଚାଲିଥିବା ଲକ୍‌ଡାଉନ୍‌ ଉଠାଇ ଦିଆଗଲେ ତାରକା ତଥା ଆଗଧାଡିର ଆଥ୍‌ଲେଟମାନେ ସେମାନଙ୍କ ଟ୍ରେନିଂ ଆରମ୍ଭ କରିପାରିବେ ବୋଲି କେନ୍ଦ୍ର କ୍ରୀଡ଼ାମନ୍ତ୍ରୀ କିରେନ…

ଅସ୍ଥାୟୀ ସ୍ବାସ୍ଥ୍ୟକେନ୍ଦ୍ର ବୁଲିଲେ ଏସ୍‌ଡିପିଓ

ଦାରିଙ୍ଗବାଡ଼ି/କ.ନୂଆଗାଁ,୧୧।୫(ଡି.ଏନ.ଏ)- ବାଲିଗୁଡ଼ା ଏସଡିପିଓ ମାନସ ରଞ୍ଜନ ବାରିକ ସୋମବାର କ.ନୂଆଗାଁ ବ୍ଲକର ସାଇନପଡ଼ା ସମେତ କୁଡ଼ୁତୁଲି ଏବଂ ତୁମୁଡ଼ିବନ୍ଧ ବ୍ଲକର ସିର୍ଲା ଆଦି ଅଞ୍ଚଳ ପରିଦର୍ଶନ କରିଛନ୍ତି।…

କରୋନା ଯୋଦ୍ଧାଙ୍କ ପାଇଁ ସହଯୋଗର ହାତ ବଢାଇଲେ ଅନୁରାଧା

ମୁମ୍ବାଇ: ଏକ ଅଦୃଶ୍ୟ ଯୁଦ୍ଧରେ ଏବେ ସାରା ବିଶ୍ୱ ଲଢେଇ କରି ଚାଲିଛି। କରୋନା ସଂକ୍ରମଣ ସାରା ବିଶ୍ୱକୁ ଏକ ପ୍ରକାର ଅସ୍ତବ୍ୟସ୍ତ କରି ଦେଇଥିବା ବେଳେ…

ସୋସିଆଲ ମିଡିଆରେ ଗଞ୍ଜାମ ଜିଲାର ମିଥ୍ୟା କରୋନା ପଜିଟିଭ ତାଲିକା

ଛତ୍ରପୁର, ୧୧।୫( ଡି.ଏନ୍‌.ଏ.): ଗଞ୍ଜାମ ଜିଲାର କରୋନା ପଜିଟିଭର ଏକ ମିଥ୍ୟା ତାଲିକା ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଏହା ଉପରେ କେହି ବିଶ୍ୱାସ କରନ୍ତୁ…

ନାଗାବଳୀ ନଦୀରୁ ଆନ୍ଧ୍ରକୁ ବାଲି ଚାଲାଣକୁ ବିରୋଧ

ରାୟଗଡ଼ା ଅଫିସ,୧୧।୫-ରାୟଗଡ଼ା ଜିଲା କେରେଡ଼ାରୁ ପ୍ରତିଦିନ ବେଆଇନ ଭାବେ ପଡୋଶୀ ରାଜ୍ୟ ଆନ୍ଧ୍ର ପ୍ରଦେଶକୁ ବାଲି ଚାଲାଣ କରାଯାଉଛି। ଏ ନେଇ ସୋମବାର କେରେଡ଼ା ଗ୍ରାମ ମହିଳା…

ଜୋତା ଦାନକରି ଜନତାଙ୍କ ହୃଦୟ ଜିତିଲା ଇନ୍ଦୋର ପୋଲିସ

ଇନ୍ଦୋର,୧୧।୫: ଦେଶରେ କରୋନା ସଂକ୍ରମଣ ବେଳକୁ ବେଳ ବୃଦ୍ଧି ପାଉଥିବା ବେଳେ ଦିନକୁ ଦିନ ନୂଆ ସମସ୍ୟାମାନ ମଧ୍ୟ ମୁଣ୍ଡ ଟେକୁଛି। କରୋନା ସଂକ୍ରମଣକୁ ନେଇ ସାରା…

ରାଜ୍ୟକୁ କେନ୍ଦ୍ରର ପରାମର୍ଶ: ଅଧିକ ଶ୍ରମିକ ସ୍ପେଶାଲ ଟ୍ରେନ ଚଳାଇବାକୁ ରେଳ ମନ୍ତ୍ରଣାଳୟ ସହ ଯୋଗାଯୋଗ କର

ଭୁବନେଶ୍ୱର,୧୧ା୫(ବ୍ୟୁରୋ): କରୋନା (କୋଭିଡ-୧୯) ସଂକ୍ରମଣ ଆଶଙ୍କାରେ ଦୀର୍ଘ ଦେଢ଼ ମାସରୁ ଊର୍ଦ୍ଧ୍ୱ ସମୟ ହେବ ସମଗ୍ର ଦେଶ ଲକ୍‌ଡାଉନରେ ରହିଛି। କଳକାରଖାନା, ବ୍ୟବସାୟ ପ୍ରତିଷ୍ଠାନ ସବୁ କିଛି…

ଟ୍ରେନ୍‌ ଯାତ୍ରୀଙ୍କ ପାଇଁ ଜାରି ହେଲା ଗାଇଡଲାଇନ: ମାସ୍କ ପିନ୍ଧିବା ଜରୁରୀ

ନୂଆଦିଲ୍ଲୀ,୧୧।୫: ଲକ୍‌ ଡାଉନରେ ଫସି ରହିଥିବା ଲୋକଙ୍କ ପାଇଁ କେନ୍ଦ୍ର ସରକାର ସ୍ବତନ୍ତ୍ର ଟ୍ରେନ୍‌ ଚଳାଚଳର ବ୍ୟବସ୍ଥା କରିଛନ୍ତି। ମେ’ ୧୨ ଅର୍ଥାତ୍‌ ମଙ୍ଗଳବାରଠାରୁ ୧୫ଟି ଟ୍ରେନ୍‌…

ଭୁବନେଶ୍ୱର ଏମ୍‌ସର ୪ ଡାକ୍ତର, ୨ ଆଟେଣ୍ଡାଣ୍ଟଙ୍କୁ ବାଧ୍ୟତାମୂଳକ କ୍ୱାରାଣ୍ଟାଇନ

ଭୁବନେଶ୍ୱର, ୧୧।୫(ବ୍ୟୁରୋ):  ଭୁବନେଶ୍ୱର ଏମ୍‌ସ ହସ୍ପିଟାଲର ୪ ଡାକ୍ତରଙ୍କୁ ବାଧ୍ୟତାମୂଳକ କ୍ୱାରାଣ୍ଟାଇନ ପଠାଯାଇଛି। ୪ ଡାକ୍ତରଙ୍କ ସହ ୨ ଆଟେଣ୍ଡାଣ୍ଟଙ୍କୁ ମଧ୍ୟ କ୍ୱାରାଣ୍ଟାଇନ ଯିବାକୁ ନିର୍ଦ୍ଦେଶ ଦିଆଯାଇଛି।…