ସାମାଜିକ ଦୂରତ୍ୱ ନିୟମ ଉଲ୍ଲଂଘନ: ଅନିର୍ଦ୍ଦିଷ୍ଟ କାଳ ପାଇଁ ବନ୍ଦ ହେଲା ବ୍ରହ୍ମପୁର ଆମ୍ବ ମାର୍କେଟ

ବ୍ରହ୍ମପୁର ଅଫିସ,୧୧ା୫: ସାମାଜିକ ଦୂରତ୍ୱ ନିୟମ ଉଲ୍ଲଂଘନ ଅଭିଯୋଗରେ ବ୍ରହ୍ମପୁର ମହାନଗର ନିଗମ ସୋମବାରଠାରୁ ଆମ୍ବ ମାର୍କେଟ୍‌କୁ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ବନ୍ଦ କରିଛି। ଗଞ୍ଜାମ ଜିଲାରେ…

ତାମିଲନାଡୁରୁ ବସ୍‌ରେ ଆସୁଥିଲେ ୩୦ ପ୍ରବାସୀ: ଓଏମ୍‌ପି ଛକରେ ଓହ୍ଲାଇପଡ଼ିଲେ

କଟକ ଅଫିସ,୧୧ା୫: ତାମିଲନାଡୁର କାଞ୍ଚିପୁରାମରୁ ୩୦ଜଣ ପ୍ରବାସୀ ଓଡ଼ିଆଙ୍କୁ ନେଇ ଏକ ବସ୍‌ କଟକ ଦେଇ ଯାଉଥିଲା। ସୋମବାର ସକାଳେ ବସ୍‌ରୁ ୧୫ଜଣ ଯାତ୍ରୀ କଟକସ୍ଥିତ ଓଏମ୍‌ପି…

ସହାୟକ ହୋଇପାରେ ୟୁଭି ଲ୍ୟାମ୍ପ୍‌

ନ୍ୟୁୟର୍କ,୧୧ା୫: ବିପଜ୍ଜନକ ଭାଇରସ୍‌କୁ ମାରିବା ପାଇଁ ଷ୍ଟେଶନ, ଉଡ଼ାଜାହାଜ ଓ ସ୍କୁଲଗୁଡ଼ିକରେ ଏକ ନୂଆ ପ୍ରକାର ଅତିବାଇଗଣି (ୟୁଭି) ଲ୍ୟାମ୍ପ୍‌ ବ୍ୟହବାର କରାଯାଇପାରିବ, ଯାହାକି କୋଭିଡ୍‌-୧୯ ବିରୋଧୀ…

ପୋଖରାନ୍‌ ପରୀକ୍ଷଣ ଥିଲା ଶ୍ରେଷ୍ଠ ଉପଲବ୍ଧି: ଏବେ କରୋନାକୁ ପରାସ୍ତ କରିବା ଲାଗି ଜ୍ଞାନକୌଶଳର ଉପଯୋଗ ଅପରିହାର୍ଯ୍ୟ, କହିଲେ ମୋଦି

ନୂଆଦିଲ୍ଲୀ,୧୧।୫: ଗତ ୨୨ ବର୍ଷ ତଳେ ୧୯୯୮ ମେ ୧୧ରେ ଭାରତ ରାଜସ୍ଥାନ ପୋଖରାନ୍‌ ଆର୍ମି ଟେଷ୍ଟ ରେଞ୍ଚ୍‌ରେ ଶକ୍ତି-୧ ଆଣବିକ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ କରିଥିଲା।…

ପ୍ରବେଶ ପଥରେ ପ୍ରବାସୀଙ୍କ ହେବ ଥର୍ମାଲ ସ୍କ୍ରିନିଂ

ଭୁବନେଶ୍ୱର, ୧୧।୫(ବ୍ୟୁରୋ): ଏବେ ରାଜଧାନୀ ଦେଇ ପ୍ରତିଦିନ ଶହଶହ ସଂଖ୍ୟାରେ ପ୍ରବାସୀ ଚାଲି ଚାଲି ହେଉ ଅବା ଗାଡିମୋଟରରେ ଗନ୍ତବ୍ୟସ୍ଥଳକୁ ଯାଉଛନ୍ତି। ଏଥିସହ ବହୁ ପ୍ରବାସୀ ମଧ୍ୟ…

ପଲାସାରୁ ଚାଲିଚାଲି ପୁରୁଷୋତ୍ତମପୁରରେ ପହଞ୍ଚିଲେ ଅନୁଗୋଳ, ବୌଦ୍ଧର ୧୬ ଶ୍ରମିକ

ପୁରୁଷୋତ୍ତମପୁର,୧୧ା୫(ଡି.ଏନ୍‌.ଏ.): କରୋନା ପ୍ରକୋପରୁ ସମସ୍ତେ ହାହାକାର ହୋଇ ପଡ଼ିଥିବା ବେଳେ ଶ୍ରମିକମାନେ ନାହିଁ ନ ଥିବା ଦୁର୍ଦ୍ଦଶାର ସମ୍ମୁଖୀନ ହେବାରେ ଲାଗିଛନ୍ତି। ନିଜ ଭିଟାମାଟିକୁ ଫେରିବା ଲାଗି…

କର୍ମକ୍ଷେତ୍ରକୁ ଫେରିବେ ୨୦ହଜାର ଶ୍ରମିକ

ବାଙ୍ଗାଲୋର,୧୧।୫: ଦେଶବ୍ୟାପୀ ଲକ୍‌ଡାଉନ ଯୋଗୁ ଦେଢ଼ମାସରୁ ଊର୍ଦ୍ଧ୍ୱ ହେବ ସମସ୍ତ କଳକାରଖାନା ବନ୍ଦ ହୋଇରହିଛି। ଲକ୍ଷଲକ୍ଷ କର୍ମଚାରୀ କାମଧନ୍ଦା ନ ପାଇ ଭୋକ ଓପାସରେ ରହୁଛନ୍ତି। ଏପରି…

ଗଞ୍ଜାମ ଜିଲାରେ ଆଉ ୧୨ କରୋନା ପଜିଟିଭ୍‌ ଚିହ୍ନଟ: ଆକ୍ରାନ୍ତଙ୍କ ସଂଖ୍ୟା ୧୩୭ରେ ପହଞ୍ଚିଲା

ଗଞ୍ଜାମ,୧୧ା୫(ଡି.ଏନ୍‌.ଏ.): ସୋମବାର ଗଞ୍ଜାମରୁ ପୁଣି ୧୨ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ଆକ୍ରାନ୍ତଙ୍କ ୧୩୭ରେ ପହଞ୍ଚିଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ…

ଶ୍ରମିକଙ୍କୁ ଫେରାଇନେବା ପାଇଁ ସହଯୋଗ ଲୋଡ଼ିଲା କେନ୍ଦ୍ର

ନୂଆଦିଲ୍ଲୀ,୧୧ା୫(ପି.ଟି.): ବିଭିନ୍ନ ରାଜ୍ୟରେ ଅଟକି ରହିଥିବା ପ୍ରବାସୀ ଶ୍ରମିକଙ୍କୁ ସେମାନଙ୍କ ରାଜ୍ୟକୁ ଫେରାଇନେବା ଲାଗି ସ୍ବତନ୍ତ୍ର ଟ୍ରେନ୍‌ ଚଳାଚଳ ନିମନ୍ତେ କ୍ୟାବିନେଟ ସଚିବ ରାଜୀବ ଗୌବା ରବିବାର…

ଏମ୍ସରେ ମନମୋହନ ସିଂ

ନୂଆଦିଲ୍ଲୀ,୧୧ା୫: ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂ ଛାତିରେ ଯନ୍ତ୍ରଣା ଅନୁଭବ କରିବାରୁ ରବିବାର ରାତିରେ ତାଙ୍କୁ ନୂଆଦିଲ୍ଲୀସ୍ଥିତ ଅଲ୍‌ ଇଣ୍ଡିଆ ଇନ୍‌ଷ୍ଟିଚ୍ୟୁଟ ଅଫ୍‌ ମେଡିକାଲ ସାଇନ୍ସେସ୍‌ (ଏମ୍ସ)ରେ…