ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ ଭିଡିଓ କନ୍‌ଫରେନ୍ସିଂରେ କଥା ହେବେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୧୦।୫: କରୋନା ସଙ୍କଟକୁ ନେଇ ଏବେ ଦେଶରେ ଚାଲିଛି ଲକ୍‌ଡାଉନ ୩.୦। ଦିନକୁ ଦିନ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଉଥିବା ବେଳେ ଏହି ସଙ୍କଟ…

ବ୍ରିଟେନରେ ୯୦ ପ୍ରତିଶତ ଲୋକ ଚାହୁଁନାହାନ୍ତି ଲକ୍‌ଡାଉନରେ କୋହଳ

ଲଣ୍ଡନ,୧୦।୫: କରୋନା ଭାଇରସ ସାରା ବିଶ୍ୱରେ ତା’ର କାୟା ବିସ୍ତାର କରି ଚାଲିଥିବା ବେଳେ ଏଥିରୁ ଦୂରେଇ ରହିବାର ମୁଖ୍ୟମାଧ୍ୟମ ହେଉଛି ଲକ୍‌ଡାଉନ। ତେଣୁ ବିଶ୍ୱର ଅଧିକାଂଶ…

କରୋନାରେ ମୃତ୍ୟୁ ହୋଇଥିବା ୮୨ ପ୍ରତିଶତ ବ୍ୟକ୍ତିଙ୍କ ବୟସ ୫୦ରୁ ଊର୍ଦ୍ଧ୍ୱ: କେଜରିଓ୍ବାଲ

ନୂଆଦିଲ୍ଲୀ,୧୦।୫: ରାଜଧାନୀ ଦିଲ୍ଲୀରେ କରୋନା ସଂକ୍ରମଣ ଦ୍ରୁତ ଗତିରେ ବୃଦ୍ଧି ପାଉଥିବା ବେଳେ ରବିବାର ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ କହିଛନ୍ତି, ଦିଲ୍ଲୀରେ କରୋନାରେ ମୃତ୍ୟୁ ହୋଇଥିବା ପ୍ରାୟ…

ତାଗିଦ କଲେ ଗଞ୍ଜାମ ଜିଲାପାଳ: କ୍ୱାରାଣ୍ଟାଇନ୍‌ ସେଣ୍ଟରକୁ ଯାଉଛନ୍ତି ପରିବାର ସଦସ୍ୟ, ଉଲ୍ଲଂଘନ ନେଇ ରୁଜୁ ହେବ ମାମଲା

ଛତ୍ରପୁର, ୧୦।୫(ଡି.ଏନ୍‌.ଏ.)- ବାରମ୍ବାର ଜ଼ିଲାପାଳଙ୍କ ତାଗିଦ୍‌ ସହ କାର୍ଯ୍ୟାନୁଷ୍ଠାନ ଚେତାବନୀ ପରେ ମଧ୍ୟ୍ୟ ଗଞ୍ଜାମ ଜିଲାର କେତେକ କ୍ୱାରାଣ୍ଟାଇନ୍‌ ସେଣ୍ଟରଗୁଡିକରେ ଥିବା ପ୍ରବାସୀଙ୍କୁ ଭେଟିବା ଲାଗି ପରିବାର…

ଜଙ୍ଗଲରୁ ବୃଦ୍ଧାଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ଉଦ୍ଧାର, ସମ୍ପର୍କୀୟ ବୋହୂ ନିଖୋଜ

ବଡ଼ବିଲ,୧୦ା୫(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡ଼ବିଲ ଥାନା ଅନ୍ତର୍ଗତ ବଳିତା ଗାଁ ନିକଟ ଜଙ୍ଗଲରୁ ଜଣେ ବୃଦ୍ଧାଙ୍କର ଅର୍ଦ୍ଧଦଗ୍ଧ ମୃତଦେହ ଉଦ୍ଧାର ହୋଇଛି। ମୃତକ ହେଉଛନ୍ତି ଯୋଡ଼ା ଥାନା…

ଗଞ୍ଜାମରେ ଆଉ ୫ କୋଭିଡ୍‌ ହସ୍ପିଟାଲ: ଜିଲାପାଳ

ଛତ୍ରପୁର,୧୦ା୫(ଡି.ଏନ୍‌.ଏ.): ଗଞ୍ଜାମରେ ଆଉ ୫ଟି କୋଭିଡ୍‌ ହସ୍ପିଟାଲ ଖୋଲାଯିବ। ଏନେଇ ପ୍ରସ୍ତୁତି ସରିଥିବା ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ରବିବାର ଗଣମାଧ୍ୟମକୁ ସୂଚନା ଦେଇଛନ୍ତି। ବର୍ତ୍ତମାନ…

ବ୍ରହ୍ମପୁରକୁ ପୋଲିସ ଡିଜିଙ୍କ ଅଚାନକ ଗସ୍ତ: କୋଭିଡ-୧୯ ମୁକାବିଲା ଉପରେ ସମୀକ୍ଷା, ସଂଗରୋଧ କକ୍ଷ ବାହାରେ ସୁରକ୍ଷା କଡ଼ାକଡ଼ି ଉପରେ ଗୁରୁତ୍ୱାରୋପ

ବ୍ରହ୍ମପୁର ଅଫିସ,୧୦।୫- ସୁରଟ ଫେରନ୍ତାଙ୍କୁ ନେଇ ରାଜ୍ୟରେ ଗଞ୍ଜାମ ଜିଲାର ଚିତ୍ର ସମୂର୍ଣ୍ଣ ଭାବେ ବଦଳି ଯାଇଛି। ଲକ୍‌ଡାଉନ୍‌ କୋହଳ ହେବା ପରେ ଜିଲାରେ ଏବେ କରୋନା…

ଚାଲିଚାଲି ଘରକୁ ଫେରୁଛନ୍ତି ଲୋକେ, ରାସ୍ତାପାର୍ଶ୍ୱ ଗଛମୂଳ ପାଲଟିଛି ଆଶ୍ରୟସ୍ଥଳୀ

ଚୌଦ୍ୱାର,୧୦ା୫(ଡି.ଏନ୍‌.ଏ.): କରୋନା ପ୍ରଭାବରେ ପ୍ରଭାବିତ ହୋଇଛନ୍ତି ବିଭିନ୍ନ ରାଜ୍ୟରୁ ଆସୁଥିବା ଦିନ ମଜୁରିଆ ଏବଂ ତାଙ୍କ ପରିବାର। ସାରା ରାଜ୍ୟରେ ଚାଲିଥିବା ଲକ୍‌ଡାଉନ୍‌ ଯୋଗୁ ଜୀବିକା ହରାଇଛନ୍ତି…

ରେଡ୍‌ ଜୋନ୍‌ ଘୋଷଣା କ୍ଷମତା ବାହାରେ, ସରକାରଙ୍କ ନିର୍ଦ୍ଦେଶ ଯାଏ ପୂର୍ବବତ୍‌ ରହିବ ଅନୁଗୋଳ: ଜିଲାପାଳ

ଅନୁଗୋଳ ଅଫିସ,୧୦।୫: ଅନୁଗୋଳ ଜିଲାରେ ରବିବାର ସକାଳୁ ୧୩ ଜଣ କରୋନା ପଜିଟିଭ୍‌ ରୋଗୀ ଚିହ୍ନଟ ପରେ ପ୍ରଶାସନ ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି। ଏହି ଆକ୍ରାନ୍ତଙ୍କ…

୧୧ କ୍ୱାରାଣ୍ଟାଇନ୍‌ ସେଣ୍ଟରରୁ ୧୫ ପଜିଟିଭ୍‌ ଚିହ୍ନଟ: ଅଞ୍ଚଳବାସୀ ଭୟଭୀତ

ଭୋଗରାଇ,୧୦ା୫(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକରେ ରବିବାର ଏକା ଥରକେ ୧୧ କ୍ୱାରାଣ୍ଟାଇନ୍‌ ସେଣ୍ଟରରୁ ୧୫ ଜଣ କରୋନା ପଜିଟିଭ୍‌ ଚି଼ହ୍ନଟ ହୋଇଛନ୍ତି। ଏନେଇ ସ୍ଥାନୀୟ ଅଞ୍ଚଳରେ…