କୋଭିଡ୍‌-୧୯: ଭାରତ ଫେରନ୍ତା ଦକ୍ଷିଣ ଆଫ୍ରିକା ଖେଳାଳି ନେଗେଟିଭ୍‌

ଜୋହାନ୍ସବର୍ଗ, ୩।୪(ପି.ଟି.): ଭାରତରୁ ଅଧା ଅଧୁରା ଦିନିକିଆ ଗସ୍ତ ସାରି ସ୍ବଦେଶ ଫେରିଥିବା ସବୁ ଦକ୍ଷିଣ ଆଫ୍ରିକା କ୍ରିକେଟରମାନେ କୋଭିଡ୍‌-୧୯ ନେଗେଟିଭ ବୋଲି ଜଣାପଡିଛି। ମୋଟ ଉପରେ…

ଆନ୍ଧ୍ର ପ୍ରଦେଶରେ ପ୍ରଥମ କରୋନା ସଂକ୍ରମିତଙ୍କ ମୃତ୍ୟୁ

ହାଇଦ୍ରାବାଦ,୩।୪: ଆନ୍ଧ୍ରପ୍ରଦେଶରେ ପ୍ରଥମ କରୋନା ସଂକ୍ରମିତଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି। ମାର୍ଚ୍ଚ ୩୦ରେ ଜଣେ ୫ ବର୍ଷୀୟ ବ୍ୟକ୍ତିଙ୍କର ମୃତ୍ୟୁ ହୋଇଥିବା ବେଳେ ସେ କରୋନାରେ ପୀଡ଼ିତ…

କୋଭିଡ-୧୯: ଗୋଟିଏ ମାସ ପାଇଁ ସିଙ୍ଗାପୁର ଲକ୍‌ଡାଉନ୍‌

ସିଙ୍ଗାପୁର,୩।୪: କରୋନା ଭାଇରସ ଏବେ ସାରା ବିଶ୍ୱକୁ ତା’ କବଳକୁ ନେବାକୁ ଲାଗି ପଡିଛି। କରୋନା ଭୟରେ ଏବେ ବିଶ୍ୱ ଯେମିତି ଏକ ପ୍ରକାର ଠପ୍‌ ହୋଇଯାଇଛି…

ସଟ୍‌ଡାଉନ୍‌ ପାଇଁ ସମସ୍ତ ଲକ୍‌ଡାଉନ୍‌ ପାସ୍‌ ରଦ୍ଦ, ବାହାରେ ବୁଲିଲେ ଉଠାଇ ନେବ ପୋଲିସ: ଅଭୟ

ଭୁବନେଶ୍ୱର,୩।୪(ବ୍ୟୁରୋ): କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଥିବାକୁ ଦୃଷ୍ଟିରେ ରଖି ଶୁକ୍ରବାର ରାଜ୍ୟ ସରକାରଙ୍କ ପକ୍ଷରୁ ବଡ଼ ଘୋଷଣା କରାଯାଉଛି। ରାଜଧାନୀ ସହ ଭଦ୍ରକ ଏବଂ କଟକ…

କରୋନା ମୁକାବିଲା: ସହଯୋଗ ପାଇଁ ହାତ ଯୋଡ଼ିଲା ଝାରସୁଗୁଡ଼ା ପୋଲିସ

ଝାରସୁଗୁଡ଼ା ଅଫିସ,୩।୪: କରୋନା ଭୂତାଣୁ ସଂକ୍ରମଣକୁ ରୋକିବା ପାଇଁ ସାରା ରାଜ୍ୟକୁ ଲାକ୍‌ଡାଉନ କରାଯାଇଥିଲେ ମଧ୍ୟ କିଛି ଲୋକ ଏହାକୁ ଉଲ୍ଲଂଘନ କରୁଛନ୍ତି। କାର୍ଯ୍ୟାନୁଷ୍ଠାନ ନେଲେ ମଧ୍ୟ…

କରୋନା ଭୟରେ ମିଳୁନି ସାଧାରଣ ସ୍ବାସ୍ଥ୍ୟସେବା

ଚୌଦ୍ୱାର,୩ା୪ (ଡି.ଏନ୍‌.ଏ): କରୋନା ଭୂତାଣୁ ବ୍ୟାପିବା ଆଶଙ୍କାରେ ସାରା ଦେଶରେ ଲକ୍‌ଡାଉନ ଘୋଷଣା ଥିବାବେଳେ ଚୌଦ୍ୱାରରେ ମଧ୍ୟ ଏହାକୁ କଡ଼ାକଡ଼ି ପାଳନ କରାଯାଇଛି। ସାଧାରଣ ଲୋକ ନିହାତି…

ଏହି ସୁପରହିଟ୍‌ ଗୀତର ଶୁଟିଂ ସମୟରେ ଅସୁବିଧାରେ ପଡ଼ିଥିଲେ ରବୀନା

ମୁମ୍ବାଇ: ୧୯୯୪ରେ ରିଲିଜ୍‌ ହୋଇଥିବା ଫିଲ୍ମ ‘ମୋହରା’ ସମସ୍ତ ଦର୍ଶକଙ୍କ ନିଶ୍ଚିତ ମନେଥିବ। ଏହି ଫିଲ୍ମରେ ରବୀନା ଟଣ୍ଡନ ଏବଂ ଅକ୍ଷୟ କୁମାର ଜବରଦସ୍ତ ଅଭିନୟ କରିଥିଲେ।…

ଶନିବାର ଜାତୀୟ ଶୋକ ପାଳନ କରିବ ଚାଇନା

ବେଜିଂ,୩।୪: ଚାଇନାରେ ପ୍ରଥମ କରି କରୋନା ଭାଇରସ ଦେଖାଦେଇଥିବା ବେଳେ ସେଠାରେ ତାଣ୍ଡବ ରଚିଥିଲା। ଏହି କରୋନା ଭାଇରସ ସଂକ୍ରମଣରେ ଚାଇନାରେ ୩ ମାସ ମଧ୍ୟରେ ୩ହଜାରରୁ…

କୋରକୋରାର ବୋରିକ ମେଲଣ ସ୍ଥଗିତ

କଣ୍ଟାପଡା,୩।୪(ଡି.ଏନ.ଏ.):- କଟକସଦର ଥାନା ଅନ୍ତର୍ଗତ କୋରକୋରା ଗ୍ରାମରେ ଅନୁଷ୍ଠିତ ହେଉଥିବା ପାରମ୍ପରିକ ବୋରିକ ମେଲଣକୁ ମହାମାରୀ କୋରନା ଯୋଗୁ ଚଳିତବର୍ଷ ସ୍ଥଗିତ ରଖାଯାଇଥିବା ଜଣାପଡିଛି। ଚଳିତ ଏପ୍ରିଲ…

ଦୋକନ୍ଦା ମେଳନ ପଡ଼ିଆକୁ ସ୍ଥାନାନ୍ତର ହେଲା କଣାସ ହାଟ

କଣାସ,୩।୨୦(ସ୍ବ.ପ୍ର.)- ସାରା ଦେଶରେ ଲକଡାଉନ ଜାରି ରହିଥିବା ବେଳେ ଲୋକମାନଙ୍କୁ ଘରେ ରହିବାକୁ ସଚେତନ କରାଯାଉଛି। କିନ୍ତୁ କେତେକ ଅସାମାଜିକ ଲୋକ ଏହାକୁ ବେଖାତିର କରି ବିଭିନ୍ନ…