ସୁମୋନାଙ୍କୁ ଅସଦାଚରଣ

ମୁମ୍ବାଇ: ହାସ୍ୟ ଅଭିନେତ୍ରୀ ସୁମୋନା ଚକ୍ରବର୍ତ୍ତୀଙ୍କ କାର୍‌କୁ ମୁମ୍ବାଇରେ ଆକ୍ରମଣ ହୋଇଛି। ଏନେଇ ସେ ରବିବାର ରାତିରେ ଇନ୍‌ଷ୍ଟାଗ୍ରାମରେ ଏକ ପୋଷ୍ଟ କରି ସୂଚନା ଦେଇଛନ୍ତି। ବିକ୍ଷୋଭ…

ତୀର ମାଡ଼ କରି ଥିଲେ ଫେରାର: ଗଛରେ ଝୁଲୁଛି ଯୁବକଙ୍କ ମୃତଦେହ

ନୂଆପଡ଼ା,୨ା୯ (ମକାରୁ ବେମାଲ):ନୂଆପଡ଼ା ଜିଲା କୋମନା ଥାନା ସୁନାବେଡା ଅଭୟାରଣ୍ୟର ଯୋଗୀମୁଣ୍ଡା ଗାଁରେ ଗତ ମଙ୍ଗଳବାର ଜଣେ ଯୁବକ ୩ ଜଣଙ୍କୁ ତୀର ମାଡ଼କରି ଫେରାର ହୋଇଯାଇଥିଲେ।…

ଗୋପବନ୍ଧୁ ସାମ୍ବାଦିକ ସ୍ବାସ୍ଥ୍ୟ ବୀମା ପାଇଁ ଆବେଦନ ୮କୁ ବୃଦ୍ଧି: ଜାଣନ୍ତୁ କେମିତି କରିବେ ଆବେଦନ

ଭୁବନେଶ୍ୱର,୨ା୯(ସୁଚିସ୍ମିତା ସାହୁ): ଗୋପବନ୍ଧୁ ସାମ୍ବାଦିକ ସ୍ବାସ୍ଥ୍ୟବୀମା ଯୋଜନାର ଆବେଦନ ତାରିଖ ବୃଦ୍ଧି କରାଯାଇଛି। ପୂର୍ବରୁ ଏହି ଆବେଦନର ଶେଷ ତାରିଖ ଅଗଷ୍ଟ ୩୦ ରହିଥିଲା। ସାମ୍ବାଦିକଙ୍କ ଅନୁରୋଧ…

ଡେବ୍ରିଗଡ଼କୁ ଦେଶର ଶ୍ରେଷ୍ଠ ଅଭୟାରଣ୍ୟରେ ପରିଣତ ପାଇଁ ମାଷ୍ଟରପ୍ଲାନ

ସମ୍ବଲପୁର,୨ା୯(ପ୍ରମୋଦ ବହିଦାର):ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଉପଦେଷ୍ଟା ତରୁଣ କପୁର ସମ୍ବଲପୁର ଗସ୍ତରେ ଆସି ଜିଲାର ବିଭିନ୍ନ ପ୍ରମୁଖ ଉନ୍ନୟନମୂଳକ ପ୍ରକଳ୍ପର ପ୍ରଗତି ସମ୍ପର୍କରେ ସୋମବାର ସମୀକ୍ଷା କରିଛନ୍ତି।…

ମହିଳାଙ୍କୁ ଜାଳିଦେଲେ ପୂର୍ବତନ ପାର୍ଟନର

ବେଙ୍ଗାଲୁରୁ,୨ା୯: ବେଙ୍ଗାଲୁରୁର ଇଲେକ୍ଟ୍ରୋନିକ୍‌ ସିଟି ଥାନା ଅଞ୍ଚଳରେ ଜଣେ ୩୫ ବର୍ଷୀୟା ମହିଳାଙ୍କୁ ତାଙ୍କ ପୂର୍ବତନ ଲିଭ୍‌-ଇନ୍‌ ପାର୍ଟନର ପେଟ୍ରୋଲ ଢାଳି ଜାଳିଦେଇଛନ୍ତି। ଗତ ଶନିବାର ଏହି…

ବଢ଼ିଛି ବଜେଟ ଖର୍ଚ୍ଚ, କମିଛି ଆୟ: ୫ବର୍ଷରେ ଦୁଇଗୁଣ ବଢ଼ିଛି ଏସ୍‌ଜିଏସ୍‌ଟି

ଭୁବନେଶ୍ୱର,୨ା୯(ରବିନାରାୟଣ ଜେନା):ରାଜ୍ୟରେ ଭାଜପା ସରକାର ୨୦୨୪ ଜୁନ୍‌ରେ କ୍ଷମତାକୁ ଆସିବା ପରେ ବିଭିନ୍ନ ସରକାରୀ ଯୋଜନା କାର୍ଯ୍ୟକାରୀ କରିବା ଓ ଭିତ୍ତିଭୂମି ସୁଦୃଢ଼ କ୍ଷେତ୍ରରେ ଟଙ୍କା ଖର୍ଚ୍ଚ…

ଭାରତ ଶୂନ ଟାରିଫ୍‌ ପ୍ରସ୍ତାବ ଦେବାରେ ବିଳମ୍ବ କରିଥିଲା: ଟ୍ରମ୍ପ୍‌

ଓ୍ବାଶିଂଟନ,୨ା୯: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଭାରତକୁ ଟାର୍ଗେଟ କରି ଅନେକ ନିରାଧାର ଦାବି ଓ ମନ୍ତବ୍ୟ ଦେଇଆସୁଥିବାବେଳେ ନିଜ ଟାରିଫ୍‌ ନିଷ୍ପତ୍ତିର ଯଥାର୍ଥତା ଦର୍ଶାଇବାକୁ ଯାଇ ନୂଆଦିଲ୍ଲୀ…

ରୁଷୀୟ ତୈଳରୁ ଭାରତରେ ବ୍ରାହ୍ମଣ ଲାଭବାନ ହେଉଛନ୍ତି: ନାଭାରୋ

ଓ୍ବାଶିଂଟନ୍‌, ୨ା୯: ରୁଷିଆରୁ ତୈଳ କିଣୁଥିବାରୁ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଭାରତୀୟ ସାମଗ୍ରୀ ଉପରେ ୫୦% ଟାରିଫ୍‌ ଲଗାଇଛନ୍ତି। ତେବେ ଏହି ପ୍ରସଙ୍ଗକୁ ନେଇ ହ୍ବାଇଟହାଉସ୍‌ର…

ଓଡ଼ିଶାରେ କାର୍ଯ୍ୟକାରୀ ହେବ ‘କ୍ୱାଡ୍‌ ସିଟି’ ଯୋଜନା

ଭୁବନେଶ୍ୱର,୨ା୯(ସୁନିତ୍‌ ମିଶ୍ର/ବନ୍ଦନା ସେଠୀ):ରାଜ୍ୟର ପ୍ରମୁଖ ସହରଗୁଡ଼ିକୁ ଅର୍ଥନୀତିକ ଅଭିବୃଦ୍ଧି ସହ ବିଶ୍ୱ ପ୍ରତିଯୋଗିତାର ଏକ ଶକ୍ତିଶାଳୀ ଇଞ୍ଜିନରେ ପରିଣତ କରିବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ‘କ୍ୱାଡ୍‌…

ଗ୍ରୋସେରି ଦୋକାନୀଙ୍କୁ ୧୪୧ କୋଟିର ଟିକସ ନୋଟିସ: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ବୁଲନ୍ଦସର,୨/୯:ଉତ୍ତର ପ୍ରଦେଶର ବୁଲନ୍ଦସରସ୍ଥିତ ନୟାଗଞ୍ଜ ଅଞ୍ଚଳରେ ଥିବା ଏକ ଛୋଟ ଗ୍ରୋସେରି ଦୋକାନର ମାଲିକ ସୁଧୀରଙ୍କୁ ଆୟକର ବିଭାଗ ୧୪୧ କୋଟି ଟଙ୍କାର ଟିକସ ନୋଟିସ ପଠାଇଛି।…