ଏପ୍ରିଲ ୫ ରାତି ୯ଟାରେ ୯ ମିିନିଟ୍‌ ପାଇଁ ଘରର ଲାଇଟ୍‌ ବନ୍ଦ କରିବାକୁ ନିବେଦନ କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୩ା୪ : କରୋନା ଭାଇରସ୍‌ ସମଗ୍ର ବିଶ୍ୱରେ ଆତଙ୍କ ଖେଳାଇ ଚାଲିଥିବା ବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହା ଉପରେ କଡ଼ା ନଜର ରଖିଛନ୍ତି। ପ୍ରଧାନମନ୍ତ୍ରୀ ଶୁକ୍ରବାର…

ରେଭେନ୍‌ଶାରେ ଅନ୍‌ଲାଇନରେ ପାଠପଢ଼ା

କଟକ ଅଫିସ,୩।୪: ଅନ୍‌ଲାଇନରେ ଚାଲିଛି ପାଠପଢା। ଅଧ୍ୟାପକମାନେ ଭିଡିଓ କନ୍‌ଫରେନ୍ସିଂ ମାଧ୍ୟମରେ ଛାତ୍ରୀଛାତ୍ରଙ୍କର କ୍ଲାସ ନେଉଛନ୍ତି। ସାରା ଦେଶରେ ଲକ୍‌ଡାଉନ ପାଇଁ ସମସ୍ତ ଶିକ୍ଷାନୁଷ୍ଠାନରେ ଏପ୍ରିଲ ୧୫…

୫ ପ୍ରତିଶତ ଲୋକ ଲକ୍‌ଡାଉନ୍‌ ନିୟମ ମାନୁନାହାନ୍ତି

ଭୁବନେଶ୍ୱର,୩।୪(ବ୍ୟୁରୋ): ଶୃଙ୍ଖଳିତ ଓ ବ୍ୟବସ୍ଥିତ ରହି ଲକ୍‌ଡାଉନ୍‌ର ଅବଶିଷ୍ଟ ସମୟକୁ ସଫଳ କରିବା ପାଇଁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଅନୁରୋଧ କରିଛନ୍ତି। ଲକ୍‌ଡାଉନ୍‌ର ପ୍ରଥମ ସପ୍ତାହରେ ହୋଇଥିବା…

ଜେଲରେ ଭିଡ଼

କରୋନା ଭୂତାଣୁ ସଂକ୍ରମଣ ରୋକିବା ପାଇଁ କୋର୍ଟ କାର୍ଯ୍ୟ ସୀମିତ। ଫଳରେ କେନ୍ଦ୍ରାପଡ଼ା ସବ୍‌ଜେଲରେ ବିଚାରାଧୀନ କଏଦୀଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଏଠାରେ ମୋଟ ୧୯୦ ଜଣ…

ପୂର୍ବତଟ ରେଳପଥର ୨୬୧ କୋଚ୍‌ ହେବ ଆଇସୋଲେଶନ ସେଣ୍ଟର

ଭୁବନେଶ୍ୱର,୩।୪(ବ୍ୟୁରୋ): କରୋନା ଭାଇରସ୍‌ କୋଭିଡ୍‌-୧୯ ବିରୋଧରେ ଲଢେଇ ପାଇଁ ଭାରତୀୟ ରେଳପଥ ଯୁଦ୍ଧକାଳୀନ ଭିତ୍ତିରେ ପଦକ୍ଷେପ ଗ୍ରହଣ କରିଛି। ଅତ୍ୟାବଶ୍ୟକ ସାମଗ୍ରୀ ପରିବହନଠାରୁ ଆରମ୍ଭ କରି ଅସହାୟଙ୍କୁ…

ଓଡ଼ିଆଙ୍କ ସମସ୍ୟା ବୁଝିବାକୁ କର୍ନାଟକ, ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ

ଭୁବନେଶ୍ୱର,୩।୪(ବ୍ୟୁରୋ): କରୋନା ଲକ୍‌ ଡାଉନ କାରଣରୁ କର୍ନାଟକ ଓ ମହାରାଷ୍ଟ୍ରରେ ଓଡିଆ ଲୋକମାନେ ଅଟକି ରହିଥିବାବେଳେ ସେମାନଙ୍କ ଉପଯୁକ୍ତ ଯତ୍ନ ନେବା ପାଇଁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ…

ଆହୁରି ୩ ସଂସ୍ଥାରେ ପରୀକ୍ଷା ପାଇଁ ଅନୁମତି ମାଗିଲା ରାଜ୍ୟ: ୫୦,୦୦୦ ନମୁନା ପରୀକ୍ଷା ପାଇଁ ପ୍ରସ୍ତୁତି

ଭୁବନେଶ୍ୱର,୩।୪(ବ୍ୟୁରୋ): ବ୍ୟାପକ ପରିମାଣରେ ବ୍ୟକ୍ତିବିଶେଷଙ୍କ ନମୁନା ପରୀକ୍ଷା ଦ୍ୱାରା ରାଜ୍ୟରେ କରୋନା ସମ୍ପର୍କିତ ସ୍ପଷ୍ଟ ଚିତ୍ର ମିଳିପାରିବ। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାରଙ୍କ ସ୍ବାସ୍ଥ୍ୟ ଓ…

କରୋନା ମୁକାବିଲା: ସ୍ଥାନାନ୍ତର ହେଲେ ୯୮୯ କଏଦୀ

ଭୁବନେଶ୍ୱର,୩।୪(ବ୍ୟୁରୋ): ଓଡିଶା କାରାଗାର ନିର୍ଦ୍ଦେଶାଳୟ ପକ୍ଷରୁ କୋଭିଡ-୧୯ ମୁକାବିଲା ପାଇଁ ସ୍ବତନ୍ତ୍ର ପଦକ୍ଷେପ ଗ୍ରହଣ କରାଯାଇଛି। ରାଜ୍ୟର ୯୦ ଜେଲରେ ୧୮ ହଜାର ୧୨ ଜଣ କଏଦୀ…

ଏଣିକି ଗୋଟିଏ ସମୟ ଖୋଲିବ ହାଟ

ଖୋର୍ଦ୍ଧା ଅଫିସ,୩।୪: ମହାମାରୀ କରୋନା ମୁକାବିଲା ଲାଗି ସରକାର ବିଭିନ୍ନ ପଦକ୍ଷେପ ଗ୍ରହଣ କରୁଛନ୍ତି। ତିନି ସପ୍ତାହ ଲାଗି ଦେଶରେ ଲକ୍‌ଡାଉନ ଘୋଷଣା ହୋଇଛି। କିନ୍ତୁ ଖୋର୍ଦ୍ଧାରେ…

ଭୁବନେଶ୍ୱର କୋର୍ଟକୁ ସମ୍ପୂର୍ଣ୍ଣ ସାନିଟାଇଜ୍‌ କରିବାକୁ ଦାବି: ଆଇନଜୀବୀ ଆତଙ୍କିତ

ଭୁବନେଶ୍ୱର,୩।୪(ବ୍ୟୁରୋ): ପଞ୍ଚମ କରୋନା ସଂକ୍ରମିତ ସୂର୍ଯ୍ୟନଗରରେ ରହୁଥିବା ପ୍ରଦୀପ୍ତ ଦଳବେହେରାଙ୍କ ନାମକୁ ସାର୍ବଜନୀନ କରାଯିବା ପରେ ଏବେ ଭୁବନେଶ୍ୱର ବାର୍‌ର ଆଇନଜୀବୀମାନେ ଆତଙ୍କିତ ଅବସ୍ଥାରେ ଅଛନ୍ତି। କାରଣ…