Two hospitals ready to treat COVID patients | ଓଡ଼ିଶାରେ ୨ଟି କୋଭିଡ୍ ହସ୍ପିଟାଲ

Two Odisha COVID-19 hospitals of Govt of odisha having 650 capacity ready in Bhubaneswar and Cuttack. CM interacts with doctors…

ସ୍ବାସ୍ଥ୍ୟକେନ୍ଦ୍ରରେ ମାସ୍କ ବଣ୍ଟନ କଲା ପୋଲିସ

ଦାରିଙ୍ଗବାଡ଼ି,୨ା୪(ଡି.ଏନ୍‌.ଏ.)- କରୋନା ସଂକ୍ରମଣ ପ୍ରତିହତ ପାଇଁ ଲକ୍‌ଡାଉନ୍‌ କଟକଣା ଜାରିହୋଇଛି।ଡାଉନ। କନ୍ଧମାଳ ଏସ୍‌ପି ପ୍ରତୀକ ସିଂଙ୍କ ନିର୍ଦ୍ଦେଶକ୍ରମେ ବିଭିନ୍ନ ଥାନା ଅଞ୍ଚଳରେ ପୋଲିସ ପକ୍ଷରୁ କରୋନା ମୁକାବିଲା…

ଗରିବଙ୍କୁ ଅତ୍ୟାବଶ୍ୟକ ଖାଦ୍ୟ ସାମଗ୍ରୀ ବଣ୍ଟନ

ଗୁଡଭେଲା,୨।୪(ଡି.ଏନ.ଏ.)-ବଲାଙ୍ଗୀର ଜିଲା ତୁଷୁରା ଓ ଗୁଡଭେଲା ସହର ସମେତ ଆଖ ପାଖ ଅଞ୍ଚଳ କରୋନା ପାଇଁ ଲକ୍‌ ଡାଉନ୍‌ ରହିଛି। ଲୋକେ ଖାଇବାକୁ ହଇରାଣ ହେଉଛନ୍ତି। ଏଣୁ…

କରୋନା କଟକଣା ଭାଙ୍ଗିବା ଅଭିଯୋଗ: ୨୪୫ ମାମଲା ରୁଜୁ

ଭୁବନେଶ୍ୱର,୨।୪(ବ୍ୟୁରୋ): କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ରାଜ୍ୟରେ ୨୧ ଦିନିଆ କଟକଣା ନିୟମକୁ କଡ଼ାକଡ଼ି ଭାବେ ପାଳନ କରାଯାଉଛି। ବିଭିନ୍ନ ଛକ ସ୍ଥାନରେ ପୋଲିସମାନେ ଗାଡ଼ିମୋଟର ଯାତାୟାତ…

ଲକ୍‌ଡାଉନ୍‌: ଲଡୁ ତିଆରି ଶିଖୁଛନ୍ତି ମଲାଇକା

ମୁମ୍ବାଇ: କରୋନା ଭାଇରସ ସଂକ୍ରମଣ କାରଣରୁ ଏବେ ସାରା ଦେଶରେ ୨୧ ଦିନିଆ ଲକ୍‌ଡାଉନ୍‌ ପାଳନ କରାଯାଉଛି। ଏହି ସମୟରେ ଘରୁ ବାହାରିବାକୁ ବାରଣ କରାଯାଇଛି। ତେଣୁ…

ଜନ୍ମଦିନରେ ବାଣ୍ଟିଲେ ସାନିଟାଇଜର, ମାସ୍କ

ବନ୍ତ,୨ା୪(ଡି.ଏନ୍‌.ଏ.)-ସାରା ବିଶ୍ୱ ଏବେ କରୋନା ଆତଙ୍କରେ ଆତଙ୍କିତ ହୋଇପଡିଥିବା ବେଳେ ସରକାରଙ୍କ ପକ୍ଷରୁ ଲକ୍‌ ଡାଉନ୍‌ ଘୋଷଣା କରାଯାଇଛି । ଭଦ୍ରକ ଜିଲା ବନ୍ତ ବ୍ଲକ ବସନ୍ତିଆସ୍ଥିତ…

କଟକଣା ପାଇଁ ରାମନବମୀ ପୂଜା ଫିକା: ୭ ଦିନ ପରିବର୍ତ୍ତେ ୨ ଘଣ୍ଟାରେ ପୂଜା ଶେଷ

ବନ୍ତ,୨ା୪(ଡି.ଏନ୍‌.ଏ.)-ଚଳିତ ବର୍ଷ କରୋନା କଟକଣା ପାଇଁ ବନ୍ତ ବ୍ଳକ ଟିଲୋ ମାଳିସାହି ଛକ ଠାରେ ନିରାଡମ୍ବର ସହକାରେ ରାମନବମୀ ପୂଜା ପାଳିତ ହୋଇଛି । ଦୀର୍ଘ ୪୩…

ବଲାଙ୍ଗୀରରେ ଫସି ରହିଛନ୍ତି ୩୦ ଅଣ ଓଡ଼ିଆ ଶ୍ରମିକ

ବଲାଙ୍ଗିର ଅଫିସ, ୨ା୪-ପଶ୍ଚିମବଙ୍ଗରୁ ବଲାଙ୍ଗୀରକୁ କାମ କରିବାକୁ ଆସିଥିବା ୩୦ ଜଣ ଅଣ ଓଡ଼ିଆ ଶ୍ରମିକ ଏଠାରେ ଫସି ରହିଛନ୍ତି। ସ୍ଥାନୀୟ ଆନନ୍ଦନଗର ନିକଟରେ ସେମାନେ ଏକ…

ରାଶିଫଳ: ଶୁକ୍ରବାର, ଏପ୍ରିଲ ୩ ତାରିଖ – Daily Horoscope

ମେଷ ଶନିମଙ୍ଗଳ ସହଯୋଗରୁ ସ୍ବାସ୍ଥ୍ୟ ଭଲ ଥିଲେ ମଧ୍ୟ କାମ ସମ୍ପନ୍ନ କରିବା କଷ୍ଟକର ହୋଇପଡିବ। ଆର୍ଥିକ କ୍ଷେତ୍ରରେ ଯେମିତି ଖର୍ଚ୍ଚ କରିବେ ସେମିତି ମଧ୍ୟ ପାଇବେ।…

କରୋନା ସଂକ୍ରମଣରେ ମୂଳ ଭାରତୀୟ ବୈଜ୍ଞାନିକ ମୃତ: ଏଚ୍‌ଆଇଭି ଉପରେ କରିଥିଲେ ଗବେଷଣା

ନୂଆଦିଲ୍ଲୀ/ଡରବାନ୍‌,୨।୪: କରୋନା ସଂକ୍ରମଣରେ ମୂଳ ଭାରତୀୟ ଦକ୍ଷିଣ ଆଫ୍ରିକା ବୈଜ୍ଞାନିକ ପ୍ରଫେସର ଗୀତା ରାମ୍‌ଜେଙ୍କ ମୃତ୍ୟୁ ଘଟିଛି। ଡରବାନ୍‌ର ଏକ ହସ୍ପିଟାଲରେ ତାଙ୍କର ମଙ୍ଗଳବାର ମୃତ୍ୟୁ ହୋଇଛି।…