ରକ୍ତଦାନ କରି ପାଳିତ ହେଲା ରେଡ୍‌କ୍ରସ୍‌ ଦିବସ

ବୌଦ୍ଧ,୮।୫(ସ୍ବ.ପ୍ର.)-ଶୁକ୍ରବାର ବୌଦ୍ଧ ଜିଲାପାଳଙ୍କ ସମ୍ମିଳନୀ କକ୍ଷରେ ଜିଲା ରେଡକ୍ରସ ପକ୍ଷରୁ ବିଶ୍ୱ ରେଡକ୍ରସ ଦିବସ ନିରାଡମ୍ବର ଭାବେ ପାଳିତ ହୋଇଥିଲା। ଏଥିରେ ଜିଲାପାଳ ଲଲାଟେନ୍ଦୁ ମିଶ୍ର ମୁଖ୍ୟଅତିଥି,…

ଶ୍ରୀଜିଉଙ୍କ ରଥ ନିର୍ମାଣ ଆରମ୍ଭ | Chariot construction begins for Puri Rath Yatra

After the Union Ministry of Home Affairs (MHA) gave its consent for construction of chariots for the annual Rath Yatra…

ନୂଆ ୨୫ ଆକ୍ରାନ୍ତଙ୍କ ମଧ୍ୟରୁ ଜଣେ ମହାରାଷ୍ଟ୍ରର ବୋଲି ତଥ୍ୟ ଦେଲେ ରାଜ୍ୟ ସରକାର

ଭୁବନେଶ୍ୱର,୮।୫(ବ୍ୟୁରୋ)-ରାଜ୍ୟରେ ଆଉ ୨୫ କରୋନା ପଜିଟିଭ ଶୁକ୍ରବାର ସନ୍ଧ୍ୟାରେ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ଗଞ୍ଜାମରୁ ୨୪ଜଣ ଥିବାବେଳେ ଖୋର୍ଦ୍ଧା ଜିଲାର ଜଣେ ଥିବା ସୂଚନା ଦିଆଯାଇଥିଲା।…

କେବଳ ଲୋକ ଦେଖାଣିଆ ଅସ୍ଥାୟୀ ଶିବିର

ନୂଆପଡା ଅଫିସ,୮ା୫-ଓଡ଼ିଶାର ବିଭିନ୍ନ ଜିଲାର ଲୋକେ କାମଧନ୍ଧା କରିବାକୁ ଯାଇ ଆଉ ଗୋଟିଏ ଜିଲାରେ ଲକ୍‌ ଡାଉନ୍‌ ଯୋଗୁ ଅଟକି ରହିଛନ୍ତି। ସେହିଭଳି ବାହାର ରାଜ୍ୟରେ ମଧ୍ୟ…

ନାଁ ପଞ୍ଜିକରଣ କରି ପାରି ନ ଥିବା ଚାଷୀଙ୍କୁ ଭେଟିଲେ ଉପଜିଲାପାଳ

ଜୁନାଗଡ,୮।୫(ଡି.ଏନ୍‌.ଏ.)-କଳାହାଣ୍ଡି ଜିଲା ଜୁନାଗଡ ବ୍ଲକର ୮୬ଜଣ ଚାଷୀ ଠିକ୍‌ ସମୟରେ ପ୍ୟାକ୍ସରେ ନିଜର କାଗଜପତ୍ର ଦେଇ ପାରି ନ ଥିବାରୁ ଚଳିତ ରବି (ଡାଳୁଅ)ଚାଷ ପାଇଁ ପଞ୍ଜୀକରଣ…

ନୂଆପଡ଼ା କୋଭିଡ୍‌ ହସ୍ପିଟାଲ ପରିଦର୍ଶନ କଲେ ସ୍ବାସ୍ଥ୍ୟମନ୍ତ୍ରୀ  

ନୂଆପଡା ଅଫିସ/ଖଡିଆଳ,୮ା୫-ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନବକିଶୋର ଦାସ ଶୁକ୍ରବାର ଦିନିକିଆ ନୂଆପଡ଼ା ଜିଲା ଗସ୍ତରେ ଆସି ଫେରିଛନ୍ତି। ନୂଆପଡ଼ା ଜିଲା ସଦର ମହକୁମାର…

କଟକଣା କୋହଳ ପରେ ଭିଡ଼ ଅସମ୍ଭାଳ: ଛାଇରେ ବସି ରହୁଛି ପୋଲିସ

ଝାରସୁଗୁଡା ଅଫିସ,୮।୫-କରୋନା ଭୂତାଣୁର ସଂକ୍ରମଣକୁ ରୋକିବା ପାଇଁ ସମଗ୍ର ଦେଶକୁ ଲକ୍‌ଡାଉନ୍‌ କରାଯାଇଛି। ଝାରସୁଗୁଡା ଜିଲାରେ ମଧ୍ୟ ଦୁଇଜଣଙ୍କଠାରେ କରୋନା ପଜିଟିଭ ଚିହ୍ନଟ ହୋଇଛି। ଏହି ଜିଲାକୁ…

୫ ପଞ୍ଚାୟତ କ୍ୱାରାଣ୍ଟାଇନ ସେଣ୍ଟରରୁ ସ୍ବାବ୍‌ ସଂଗ୍ରହ

ଭଣ୍ଡାରିପୋଖରୀ, ୮ା୫(ଡି.ଏନ.ଏ.)-ଭଣ୍ଡାରିପୋଖରୀ ବ୍ଲକର ୫ଟି ପଞ୍ଚାୟତ କ୍ୱାରାଣ୍ଟାଇନ ସେଣ୍ଟରରେ ଥିବା ପ୍ରବାସୀ ଓଡ଼ିଆଙ୍କ ସ୍ବାବ ଶୁକ୍ରବାର ରହଣିଆ ହାଇସ୍କୁଲଠାରେ ହୋଇଥିବା ସାମୂହିକ ଅସ୍ଥାୟୀ ସ୍ବାସ୍ଥ୍ୟକେନ୍ଦ୍ରରେ ସଂଗ୍ରହ କରାଯାଇଛି।…

ବାସୁଦେବପୁର ଡାକ୍ତରଖାନାରେ ଲାଗିଲା ସାନିଟାଇଜର ମେଶିନ

ବାସୁଦେବପୁର, ୮ା୫(ଡି.ଏନ.ଏ.)-ଭଦ୍ରକ ଜିଲା ବାସୁଦେବପୁର ଡାକ୍ତରଖାନାରେ ଆଉଟଡୋର ସାମ୍ନାରେ ଶୁକ୍ରବାରଠାରୁ ଲାଗିଛି ହୋଲବଡ଼ି ସାନିଟାଇଜର ମେଶିନ। ଏହି ସାନିଟାଇଜର୍‌କୁ ବାସୁଦେବପୁର ବ୍ଲକ ଗୋପବନ୍ଧୁନଗର ଗ୍ରାମର କାଳୀପଦ ସିଟ୍‌…

ଯୋଡ଼ା ସହରରେ ପଶିଲେ ହାତୀ

ଯୋଡ଼ା,୮ା୫(ଡି.ଏନ୍‌.ଏ.)- କେନ୍ଦୁଝର ଜିଲା ଯୋଡ଼ା ସହରରେ ଗୁରୁବାର ୧୮ଟି ହାତୀ ପଶି ଆତଙ୍କ ଖେଳାଇଥିଲେ। ହାତୀପଲ ନିକଟସ୍ଥ ଜଙ୍ଗଲରୁ ଆସି ସହରର ଗୋପମହାନ୍ତି ହାଟିଂସ୍ଥିତ ସରକାରୀ ଉଚ୍ଚ…