ବଢ଼ିଲା କ୍ୱାରାଣ୍ଟାଇନ୍‌ ଅବଧି: ଏଣିକି ୧୪ ଦିନ ପରିବର୍ତ୍ତେ ୨୮ ଦିନ ରହିବେ ଲୋକେ

ଭୁବନେଶ୍ୱର,୮।୫(ବ୍ୟୁରୋ): ଦିନକୁ ଦିନ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ବାହାରୁ ରାଜ୍ୟକୁ ଫେରୁଥିବା ପ୍ରବାସୀଙ୍କ ସଂଖ୍ୟା ବଢ଼ୁଥିବାରୁ ପଜିଟିଭ୍‌ ସଂଖ୍ୟା ଆହୁରୀ ବଢ଼ିବା ଆଶଙ୍କା…

ବଡ଼ବିଲ ଥାନା ଅଞ୍ଚଳରୁ ଚୋରି ଘଟଣା: ଚୋରି ସାମଗ୍ରୀ ଜବତ, ୨ ଅଭିଯୁକ୍ତ ଗିରଫ

ବଡବିଲ,୮।୫(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡ଼ବିଲ ଥାନା ସୁନ୍ଦରା ବସ୍ତି ଅଞ୍ଚଳର ଶିବ କୁମାର ଗିରିଙ୍କ ଘରୁ ଗତ ଏପ୍ରିଲ ୧୬ ତାରିଖରେ ଚୋରି ହୋଇଥିଲା। ଏ ନେଇ…

୧୭ହଜାର ଫୁଟ ଉଚ୍ଚ ଚାଇନା ସୀମାରେ ରାସ୍ତା ନିର୍ମାଣ କଲା ଭାରତ: ଭିଡ଼ିଓ କନ୍‌ଫରେନ୍ସିଂରେ ଉଦ୍‌ଘାଟନ କଲେ ପ୍ରତିରକ୍ଷାମନ୍ତ୍ରୀ

ନୂଆଦିଲ୍ଲୀ,୮।୫: କରୋନା ଭାଇରସ୍‌ ସଙ୍କଟ ମଧ୍ୟରେ ପିଥୋରଗଡ଼ରୁ ଚାଇନା ସୀମା ପର୍ଯ୍ୟନ୍ତ ରାସ୍ତା ନିର୍ମାଣ କରିବାରେ ସଫଳ ହୋଇଛି ଭାରତ। ଏହି ନୂତନ ସଡ଼କକୁ ପ୍ରତିରକ୍ଷାମନ୍ତ୍ରୀ ରାଜନାଥ…

୨୪ ଘଣ୍ଟାରେ ଚିହ୍ନଟ ହେଲେ ୩,୩୯୦ ନୂଆ କରୋନା ସଂକ୍ରମିତ

ନୂଆଦିଲ୍ଲୀ,୮।୫: କରୋନା ସଂକ୍ରମଣ ବେଳକୁ ବେଳ ବଢିବାରେ ଲାଗିଛି। ଦେଶରେ ଗତ ୨୪ ଘଣ୍ଟା ମଧ୍ୟରେ ୩,୩୯୦ ନୂଆ ରୋଗୀ ଚିହ୍ନଟ ହୋଇଛନ୍ତି। ଏହାସହ ୧,୨୭୩ଜଣ ସୁସ୍ଥ…

ଓଡ଼ିଶାକୁ ଫେରିପାରିବେ ପ୍ରବାସୀ: ହାଇକୋର୍ଟଙ୍କ ନିର୍ଦ୍ଦେଶ ଉପରେ ସୁପ୍ରିମକୋର୍ଟଙ୍କ ରହିତାଦେଶ

ଭୁବନେଶ୍ୱର,୮।୫(ବ୍ୟୁରୋ): ଓଡ଼ିଶାକୁ ଫେରି ପାରିବେ ବାହାର ରାଜ୍ୟରେ ଫସି ରହିଥିବା ପ୍ରବାସୀ ଓଡ଼ିଆ। ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ଉପରେ ସୁପ୍ରିମକୋର୍ଟ ଶୁକ୍ରବାର ରହିତାଦେଶ ଦେଇଛନ୍ତି। ହାଇକୋର୍ଟ ଦେଇଥିବା…

ଜିଲାପାଳଙ୍କ ନିର୍ଦ୍ଦେଶ ପରେ ଚୌଦ୍ୱାରରେ ସିଲ୍‌ ହେଲା ମଦ ଦୋକାନ

ଚୌଦ୍ୱାର,୮ା୫(ଡି.ଏନ୍‌.ଏ)-ମହାମାରୀ କରୋନାକୁ ନେଇ ରାଜ୍ୟରେ ଲକ୍‌ଡାଉନ ଘୋଷଣା କରାଯାଇଛି। କଟକ ଜିଲାର ଚୌଦ୍ୱାର ସହର ଗ୍ରୀନ ଜୋନରେ ଯାଉଛି। ଗତ ୪ ତାରିଖରେ କେନ୍ଦ୍ର ସରକାର ଗ୍ରୀନ…

CORONAVIRUS UPDATE: ଭଦ୍ରକରେ ଆଉ ଜଣେ କରୋନା ପଜିଟିଭ ଚିହ୍ନଟ; ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୨୪୬ରେ ପହଞ୍ଚିଲା

ଭୁବନେଶ୍ୱର, ୮।୫(ବ୍ୟୁରୋ): ରାଜ୍ୟରେ ଆଉ ଜଣେ କରୋନା ପଜିଟିଭ ଶୁକ୍ରବାର ଅପରାହ୍ନରେ ଚିହ୍ନଟ ହୋଇଛନ୍ତି। ସେ ଭଦ୍ରକ ଜିଲାର ୩୩ ବର୍ଷୀୟ ଯୁବକ। ନିକଟରେ ସେ ସୁରଟରୁ…

ନିର୍ମାଣ ଶ୍ରମିକଙ୍କୁ ମିଳୁନି ସହାୟତା, ଶ୍ରମ ଅଧିକାରୀଙ୍କୁ ସ୍ମାରକପତ୍ର ପ୍ରଦାନ

ବରଗଡ଼ ଅଫିସ୍‌,୮।୫-କରୋନା(କୋଭିଡ୍‌-୧୯) ଭୂତାଣୁ ପ୍ରତିହତ ପାଇଁ ଦେଶବ୍ୟାପୀ ଲକ୍‌ଡାଉନ ଘୋଷଣା କରାଯାଇଛି। ଏପରିସ୍ଥିତିରେ କାମଧନ୍ଦା ବନ୍ଦ ହୋଇଯାଇ ଥିବା ଯୋଗୁ ନିର୍ମାଣ ଶ୍ରମିକଙ୍କୁ ସରକାରଙ୍କ ପକ୍ଷରୁ ସହାୟତା…

ହୋମ୍‌ ଡେଲିଭରି ମଦ ବ୍ୟବସ୍ଥା ଉପରେ ବିଚାର କରନ୍ତୁ ରାଜ୍ୟ ସରକାର: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୮।୫: ସାରା ବିଶ୍ବରେ ମହାମାରୀ କରୋନା ସଙ୍କଟ ଦେଖାଦେଇଛି। କରୋନା ମୁକାବିଲା ପାଇଁ ସାରା ଦେଶରେ ତୃତୀୟ ପର୍ଯ୍ୟାୟ ଲକ୍‌ଡାଉନ ଜାରି ରହିଛି। ତେବେ ଲକ୍‌ଡାଉନ ମଧ୍ୟରେ…

ଲକ୍‌ଡାଉନ ମଧ୍ୟରେ ମା’ ହେଲେ ଟିଏମ୍‌ସି ଏମ୍‌ପି: ଝିଅର ନାଁ ରଖିଲେ ‘କରୋନା’

ହୁଗଳି,୮।୫: କରୋନା ଭାଇରସ ଏବେ ସାରା ବିଶ୍ୱକୁ ଚିନ୍ତାରେ ପକାଇଥିବା ବେଳେ ଇତିମଧ୍ୟରେ କେତେଜଣ ଦମ୍ପତି ତାଙ୍କ ନବଜାତକଙ୍କ ନାଁ ଭାଇରସର ନାଁ ଅନୁସାରେ ରଖୁଥିବା ଦେଖାଯାଇଛି।…