କେମିକାଲ ପ୍ଲାଣ୍ଟରୁ ଗ୍ୟାସ୍‌ ଲିକ୍‌: ୧୧ ମୃତ

ବିଶାଖାପାଟଣା/ନୂଆଦିଲ୍ଲୀ,୮।୫(ପି.ଟି.): ବିଶାଖାପାଟଣାର ଏକ କେମିକାଲ୍‌ ପ୍ଲାଣ୍ଟରୁ ଷ୍ଟାଇରିନ୍‌ ଗ୍ୟାସ୍‌ ଲିକ୍‌ ହୋଇ ୧୧ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ୧୦୦୦ରୁ ଊର୍ଦ୍ଧ୍ୱ ଆହତ ହୋଇଛନ୍ତି। ବୁଧବାର ବିଳମ୍ବିତ ରାତିରେ…

ଅଗଷ୍ଟ ୨୩ରେ ଜେଇଇ ଆଡ୍‌ଭାନ୍ସଡ୍‌

ନୂଆଦିଲ୍ଲୀ,୮।୫: ଆଇଆଇଟିରେ ନାମଲେଖା ଲାଗି ମିଳିତ ପ୍ରବେଶିକ ପରୀକ୍ଷା (ଜେଇଇ ଆଡ୍‌ଭାନ୍ସଡ୍‌) ଅଗଷ୍ଟ ୨୩ରେ ଅନୁଷ୍ଠିତ ହେବ। ମାନବ ସମ୍ବଳ ବିକାଶ (ଏଚ୍‌ଆର୍‌ଡି) ମନ୍ତ୍ରୀ ରମେଶ ପୋଖ୍‌ରିୟାଲ…

କରୋନା ମୁକାବିଲା : କ୍ୱାରାଣ୍ଟାଇନ୍‌ ଅବଧି ୨୧ ଦିନ ବଢ଼ାଇବାକୁ ପରାମର୍ଶ

ଭୁବନେଶ୍ୱର,୮ା୫(ବ୍ୟୁରୋ): କରୋନା(କୋଭିଡ୍‌-୧୯) ମୁକାବିଲା କ୍ଷେତ୍ରରେ ଓଡ଼ିଶା ସରକାର ବହୁ ଆଗୁଆ ପଦକ୍ଷେପ ନେଇଛନ୍ତି। ଫଳରେ ଓଡ଼ିଶା ସମଗ୍ର ଦକ୍ଷିଣ ଏସିଆରେ ଉଦାହରଣ ସୃଷ୍ଟି କରିଛି। ଏହା ଅନୁକରଣୀୟ…

CORONAVIRUS UPDATE: ରାଜ୍ୟରେ ପୁଣି ୨୬ କରୋନା ପଜିଟିଭ୍‌ ଚିହ୍ନଟ; ଆକ୍ରାନ୍ତଙ୍କ ସଂଖ୍ୟା ୨୪୫ରେ ପହଞ୍ଚିଲା

ଭୁବନେଶ୍ୱର,୮ା୫(ବ୍ୟୁରୋ) : ଶୁକ୍ରବାର ରାଜ୍ୟରେ ପୁଣି ୨୬ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୪୫ରେ ପହଞ୍ଚିଛି। ଏନେଇ ରାଜ୍ୟ…

ଭିତରକୁ ଯାଉଛି ବାହାର ଖାଦ୍ୟ

ଅନୁଗୋଳ ଅଫିସ, ୮।୫ - ବୃଦ୍ଧି ପାଉଥିବା କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ରାଜ୍ୟ ଜେଲ ବିଭାଗ ନିର୍ଦ୍ଦେଶକଙ୍କ ପକ୍ଷରୁ ଜାରି କରାଯାଇଥିବା କଟକଣାକୁ ଅନୁଗୋଳ ଜେଲରେ…

ଗାଁ ମୁଣ୍ଡରେ ନରହନ୍ତା ଦନ୍ତା

ଛେଣ୍ଡିପଦା,୮।୫(ସ୍ବ.ପ୍ର.) - ଅନୁଗୋଳ ଜିଲା ଛେଣ୍ଡିପଦା ଓ ଜରପଡା ବନାଞ୍ଚଳ ସୀମାନ୍ତରେ ଥିବା କୋରଡା, ପୁଟଗାଡିଆ ଗ୍ରାମ ମଧ୍ୟରେ ଗୁରୁବାର ଏକ ନରହନ୍ତା ଦନ୍ତା ବୁଲୁଥିବା ଦେଖିବାକୁ…

ଜଙ୍ଗଲରେ ଚାଲିଥିଲା ଭାଟି, ୮ ଗିରଫ

ଅନୁଗୋଳ ଅଫିସ/କଣିହାଁ, ୮।୫ - ଅନୁଗୋଳ ଜିଲା ରେଙ୍ଗାଲି ଥାନା ଲୋଧାଝରି ଶାଳ ଜଙ୍ଗଲରେ ଭାଟି କରାଯାଇ ଦେଶୀ ମଦ ରନ୍ଧା ଯାଉଥିବା ବେଳେ ଅବକାରୀ କର୍ମଚାରୀମାନେ…

ବ୍ୟବସାୟୀଙ୍କୁ ଘାରିଛି ବୃତ୍ତିଚିନ୍ତା

ଢେଙ୍କାନାଳ ଅଫିସ, ୮।୫ - କରୋନା ମାଡ଼ରେ ଦୁର୍ବିସହ ହୋଇପଡ଼ିଛି କ୍ଷୁଦ୍ର ବ୍ୟବସାୟୀଙ୍କ ଜୀବନଜୀବିକା। ଦେଢ଼ମାସ ହେଲା ଦୋକାନ ବନ୍ଦ ରହିବା ଯୋଗୁ ଦୋହଲି ଯାଇଛି ସେମାନଙ୍କ…

‘ରାକେଶ’ର ପିଛା ଛାଡୁନି ସଂକ୍ରମଣ

ଢେଙ୍କାନାଳ ଅଫିସ, ୮।୫ - ଢେଙ୍କାନାଳ କପିଳାସ ପ୍ରାଣୀ ଉଦ୍ୟାନର ଏଲିଫ୍ୟାଣ୍ଟ ରେସ୍‌କ୍ୟୁ ସେଣ୍ଟରରେ ଥିବା ନରହନ୍ତା ଦନ୍ତା ‘ରାକେଶ’ର ସ୍ବାସ୍ଥ୍ୟାବସ୍ଥା ବିଗିଡ଼ିବାରେ ଲାଗିଛି। ସଂକ୍ରମଣ ହାତୀର…

କେରଳରେ ନଜରବନ୍ଦୀ ମହିଳା ଶ୍ରମିକ

ଓଡ଼ାପଡ଼ା, ୮।୫(ଡି.ଏନ.ଏ.) - କେରଳ ରାଜ୍ୟ ଏର୍ନାକୁଲମ୍‌ ଜିଲାର କିଝାକମ୍ବଲମ୍‌ସ୍ଥିତ ‘କାଇଟେକ୍ସ କମ୍ପାନୀରେ କାର୍ଯ୍ୟରତ ଢେଙ୍କାନାଳ ଜିଲାର ୧୫ରୁ ଊର୍ଦ୍ଧ୍ୱ ମହିଳା ଶ୍ରମିକଙ୍କୁ ନଜରବନ୍ଦୀ କରି ରଖାଯାଇଥିବା…