ହାତୀ ମୃତ୍ୟୁ ଘଟଣାର ତଦନ୍ତ କଲେ ଆରସିସିଏଫ

ଯୋଡ଼ା/କେନ୍ଦୁଝର, ୮।୫(ଡି.ଏନ୍‌.ଏ./ସ୍ବ.ପ୍ର.)-କେନ୍ଦୁଝର ଜିଲା ଚମ୍ପୁଆ ରେଞ୍ଜ ଓ ବାମେବାରୀ ବନପାଳ ଅଧୀନ କେନ୍ଦୁଘାଟି ଜଙ୍ଗଲରେ ଏକ ହାତୀର ଗଳିତ ମୃତଦେହ ଉଦ୍ଧାର ଘଟଣାର ତଦନ୍ତ ଆରମ୍ଭ ହୋଇଛି।…

କରୋନା ସାଙ୍ଗକୁ ବର୍ଷା ମାଡ଼: ମଉଳିଗଲା ଚାଷୀଙ୍କ ଆଶା

ଖଇରା, ୮।୫(ଡି.ଏନ.ଏ.)-କରୋନା ସାଙ୍ଗକୁ ଏବେ ଦାଉ ସାଧୁଛି ବର୍ଷା। ଏଥିରେ ଅଧିକ କ୍ଷତିଗ୍ରସ୍ତ ହେଉଛନ୍ତି ଚାଷୀ। ବାଲେଶ୍ୱର ଜିଲା ଖଇରା ବ୍ଲକର ଗଗନଧୂଳି, ଡାଲଙ୍ଗ, ପଳସା ଓ…

ଜଳେଶ୍ୱର ଷ୍ଟାଡ଼ିୟମ ପୂର୍ଣ୍ଣାଙ୍ଗୀକରଣ ପାଇଁ ୨୦ ଲକ୍ଷ ମଞ୍ଜୁର

ଜଳେଶ୍ୱର, ୮ା୫(ସ୍ବ.ପ୍ର.)-ଦୀର୍ଘ ୧୦ବର୍ଷ ଧରି ଅଧାପନ୍ତରିଆ ଭାବେ ରହିଥିବା ବାଲେଶ୍ୱର ଜିଲା ଜଳେଶ୍ୱର ଷ୍ଟାଡ଼ିୟମକୁ ପୂର୍ଣ୍ଣାଙ୍ଗୀକରଣ କରିବା ଲାଗି ମୁଖ୍ୟମନ୍ତ୍ରୀ ପ୍ରଥମ ପର୍ଯ୍ୟାୟରେ ୨୦ଲକ୍ଷ ଟଙ୍କା ମଞ୍ଜୁର…

ଜୁଭେଣ୍ଟର ଫରୱାର୍ଡ ଡେବାଲା ସୁସ୍ଥ

ମିଲାନ, ୮ା୫ କରୋନା ଭାଇରସ୍‌ରେ ସଂକ୍ରମିତ ହୋଇଥିବା ଜୁଭେଣ୍ଟର ଫରୱାର୍ଡ ପାଉଲୋ ଡେବାଲା ସୁସ୍ଥ ହୋଇଛନ୍ତି। ଡେବାଲାଙ୍କ ନମୁନା ପରୀକ୍ଷା ନେଗେଟିଭ୍‌ ଆସିଥିବା କ୍ଲବ ପକ୍ଷରୁ ପ୍ରକାଶ…

ପ୍ରି-ସିଜନ ଆରମ୍ଭ କରିବ ଅଷ୍ଟ୍ରେଲିଆ

ସିଡ୍‌ନୀ, ୮।୫-ଚଳିତ ମାସ ଶେଷ ଭାଗରେ କ୍ରିକେଟ ଅଷ୍ଟ୍ରେଲିଆ (ସିଏ) ଏହାର ପ୍ରି-ସିଜନ ଆରମ୍ଭ କରିବ। କରୋନା ଭାଇରସ୍‌ ସଂକ୍ରମଣ ଯୋଗୁ ଖେଳାଳିଙ୍କ ସୁରକ୍ଷା ସ୍ଥିତିକୁ ଦୃଷ୍ଟିରେ…

ଫ୍ରେଞ୍ଚ୍‌ ଓପନ୍‌: ଟିକେଟ ମୂଲ୍ୟ ଫେରସ୍ତ ପାଇବେ କ୍ରେତା

ପ୍ୟାରିସ, ୮ା୫ (ଏପି)-କରୋନା ଭାଇରସ୍‌ ପାଇଁ ଫ୍ରେଞ୍ଚ୍‌ ଓପନ୍‌ ଗ୍ରାଣ୍ଡସ୍ଲାମ ଟେନିସ ପ୍ରତିଯୋଗିତା ଆୟୋଜନ ନେଇ ଅନିଶ୍ଚିତତା ଦେଖାଦେଇଛି। ଫ୍ରେଞ୍ଚ୍‌ ଟେନିସ୍‌ ଫେଡେରେଶନ (ଏଫ୍‌ଟିଏଫ୍‌) କହିଛି ଟିକେଟ…

ରିଚାର୍ଡସନଙ୍କ କାନ୍ଧରେ ଅସ୍ତ୍ରୋପଚାର

ସିଡ୍‌ନୀ,୮ା୫ (ପି.ଟି.)-ଅଷ୍ଟ୍ରେଲିଆ ପେସ୍‌ ବୋଲର ଝେ ରିଚାର୍ଡସନଙ୍କ ଡାହାଣ କାନ୍ଧରେ ଅସ୍ତ୍ରୋପଚାର ହୋଇଛି। ଗତବର୍ଷ ମାର୍ଚ୍ଚ ମାସରେ ପାକିସ୍ତାନ ବିପକ୍ଷ ଦ୍ୱିତୀୟ ଅନ୍ତର୍ଜାତୀୟ ଦିନିକିଆରେ ତାଙ୍କ ହାତର…

ମୁଷ୍ଟି ପ୍ରହାର ଧମକ ଦେଇଥିଲେ ହେଡେନ

ନୂଆଦିଲ୍ଲୀ, ୮ା୫ (ପି.ଟି.)-ଅଷ୍ଟ୍ରେଲିଆର ପୂର୍ବତନ ବିସ୍ଫୋରକ ଓପନିଂ ବ୍ୟାଟ୍ସମ୍ୟାନ ମାଥ୍ୟୁ ହେଡେନ୍‌ ଏକଦା ମୋ ମୁହଁକୁ ମୁଷ୍ଟି ପ୍ରହାର କରିବା ଲାଗି ଧମକ ଦେଇଥିଲେ ବୋଲି କହିଛନ୍ତି…

‘ସ୍ତ୍ରୀ ଅବା ବାନ୍ଧବୀଙ୍କୁ ଦାୟୀ କରା ନ ଯାଉ’

ନୂଆଦିଲ୍ଲୀ, ୮।୫-ପୁରୁଷ କ୍ରୀଡ଼ାବିତ୍‌ଙ୍କ ପାଇଁ ମହିଳାମାନେ ସାଧାରଣତଃ ପ୍ରତିବନ୍ଧକ ବୋଲି ବିବେଚନା କରାଯାଏ, ଶକ୍ତି ଭାବରେ ନୁହେଁ। ବିଶେଷକରି ଉପମହାଦେଶରେ ଏହା ଏକ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ବୋଲି…

ସୁଧ ହାର କମାଇଲା ଏସ୍‌ବିଆଇ

ନୂଆଦିଲ୍ଲୀ,୮।୫: ଷ୍ଟେଟ ବ୍ୟାଙ୍କ ଅଫ୍‌ ଇଣ୍ଡିଆ (ଏସ୍‌ବିଆଇ) ପକ୍ଷରୁ ଏହାର ବେଞ୍ଚମାର୍କ ସୁଧହାରକୁ ୧୫ ବେସିସ୍‌ ପଏଣ୍ଟ ହ୍ରାସ କରାଯାଇଛି। ଋଣ ଉପରେ ଏହି ସୁଧ ହାର…