କରୋନା ମହାମାରୀରେ ବି ଭାରତରେ ଶିଶୁ ଜନ୍ମ ହାର ରହିବ ସର୍ବାଧିକ: ଜନ୍ମନେବେ ୨ କୋଟିରୁ ଅଧିକ ଶିଶୁ

ଜେନେଭା/ନୂଆଦିଲ୍ଲୀ,୭।୫: କରୋନା ସଂକ୍ରମଣ ଯୋଗୁ ପୃଥିବୀରେ ସଙ୍କଟ ଦେଖାଦେଇଛି। ଏଥିରୁ ଦୂରେଇ ରହିବା ପାଇଁ ବହୁ ଦେଶରେ ଲକ୍‌ଡାଉନ୍‌ ଜାରି ହୋଇଛି। କରୋନା ମହାମାରୀ ସମୟରେ ମଧ୍ୟ…

ବିଶ୍ୱ ଖେଳକୁଦ ଦିବସ

ମୁମ୍ବାଇ: ପ୍ରତିବର୍ଷ ମେ ୭ରେ ବିଶ୍ୱ ଖେଳକୁଦ ଦିବସ ପାଳନ କରାଯାଇଥାଏ। ଖେଳକୁଦର ମହତ୍ୱ ଯୁବପିଢ଼ି ବୁଝିବା ଓ ଏନେଇ ଲୋକଙ୍କୁ ସଚେତନ କରାଇବା ଏହି ଦିବସର…

କେମିକାଲ ପ୍ଲାଣ୍ଟ ଗ୍ୟାସ ଲିକ୍‌ ଘଟଣାକୁ ନେଇ ଏନ୍‌ଡିଏମ୍‌ଏର ବୈଠକ ଡାକିଲେ ମୋଦି

ନୂଆଦିଲ୍ଲୀ,୭।୫: ଆନ୍ଧ୍ରପ୍ରଦେଶର ବିଶାଖାପଟନମରେ ଗୁରୁବାର ସକାଳେ ହୋଇଥିବା କେମିକାଲ ପ୍ଲାଣ୍ଟ ଗ୍ୟାସ ଲିକ୍‌ ଘଟଣାକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନ୍ୟାଶନାଲ ଡିଜାଷ୍ଟର ମ୍ୟାନେଜମେଣ୍ଟ ଅଥରିଟି(ଏନ୍‌ଡିଏମ୍‌ଏ) ଅଧିକାରୀଙ୍କର…

ନୂତନ ବ୍ରେନ୍‌ ସର୍କିଟର ଅନୁସନ୍ଧାନ

ମୁମ୍ବାଇ: ମାନସିକ ଚାପ ଯୋଗୁ ମାନବ ଶରୀରରେ ଦେଖାଦେଉଥିବା ପ୍ରତିକ୍ରିୟା ତଥା ଅସୁସ୍ଥତାର କାରଣ ଜାଣିବାରେ ବୈଜ୍ଞାନିକମାନେ ସଫଳ ହୋଇଛନ୍ତି। ମଣିଷର ମସ୍ତିଷ୍କରେ ଥିବା ଏକ ସ୍ବତନ୍ତ୍ର…

କୃତିଙ୍କ ତୁଳନା ନାହିଁ

ମୁମ୍ବାଇ: ବଲିଉଡ ଅଭିନେତ୍ରୀ କୃତି ଖରବନ୍ଦା ଏବେ ସୋସିଆଲ ମିଡିଆରେ ବେଶ୍‌ ସକ୍ରିୟ ଅଛନ୍ତି। ଗତ କିଛିଦିନ ତଳେ ସେ ତାଙ୍କ ବୟଫ୍ରେଣ୍ଡ ପୁଲକିତ ସମ୍ରାଟଙ୍କ ସହିତ…

ସରକାରୀ ଦେଶୀମଦ ଭାଟିରେ ବେଆଇନ ମଦ ପ୍ରସ୍ତୁତ ଘଟଣାରେ ୩ ଗିରଫ: ୭୨୦ ଲିଟର ଦେଶୀମଦ ଜବତ

ଦିଗପହଣ୍ଡି,୭।୫(ଡି.ଏନ୍‌.ଏ.): ଦିଗପହଣ୍ଡିରୁ ୨୦ କିଲୋମିଟରରେ ଦୂରରେ ଥିବା କଳବାଡ ଗ୍ରାମ ନିକଟ ସରକାରୀ ଦେଶୀ ମଦଭାଟି ଉପରେ କେ. ନୂଆଗାଁ ପୋଲିସ ବୁଧବାର ଅତର୍କିତ ଚଢ଼ାଉ କରିଛି।…

ଗଞ୍ଜାମରେ ବଢୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା: ଭୟଭୀତ ନ ହେବା ପାଇଁ ଜିଲାବାସୀଙ୍କୁ ଅନୁରୋଧ କଲେ ଜିଲାପାଳ

ଛତ୍ରପୁର,୭ା୫(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ି ଚାଲିଛି। ଗୋଟିଏ ଦିନରେ ଜିଲାରେ ୧୭ ପଜିଟିଭ୍‌ ବାହାରିଥିବାରୁ ଜିଲାବାସୀ ଭୟଭୀତ ହୋଇପଡ଼ିଛନ୍ତି। ସମସ୍ତ ପଜିଟିଭ୍‌…

ରାଜା ବେଶରେ ସଜ୍ଜିତ ୩ ଠାକୁର

ଆରଡି, ୭।୫, (ଡି.ଏନ୍‌.ଏ.): ଭଦ୍ରକ ଜିଲାର ପ୍ରସିଦ୍ଧ ଶୈବପୀଠ ଆରଡିରେ ଥିବା ଜଗନ୍ନାଥ ମନ୍ଦିରରେ ଗୁରୁବାର ଚନ୍ଦନ ପୂର୍ଣ୍ଣିମାରେ ସ୍ବତନ୍ତ୍ର ପୂଜାର୍ଚ୍ଚନା ଅନୁଷ୍ଠିତ ହୋଇଯାଇଛି। ଏଠାରେ ପୂଜା…

କରୋନା ସଂକ୍ରମଣରୁ ମୁକ୍ତ ହେଲେ ଇଧି ଫାଉଣ୍ଡେଶନର ମୁଖ୍ୟ

ଇସ୍‌ଲାମାବାଦ,୭।୫: ପାକିସ୍ତାନରେ ଥିବା ଇଧି ଫାଉଣ୍ଡେଶନର ମୁଖ୍ୟ ଫୈଜଲ ଇଧି କରୋନା ସଂକ୍ରମଣରୁ ମୁକ୍ତ ହୋଇଥିବା ଜଣାପଡିଛି। ଗତ ମାସରେ ସେ କରୋନାରେ ସଂକ୍ରମିତ ହୋଇଥିବା ଜଣାପଡିବା…

ଅଡୁଆ କରୁଛି ୧୨ ଘଣ୍ଟିଆ କର୍ଫ୍ୟୁ କଟକଣା

ଭଦ୍ରକ ଅଫିସ,୭।୫: ଭଦ୍ରକରେ ଏବେ ପରିବା ଚାଷୀ, ମାଛ ଚାଷୀ ତଥା ଅନ୍ୟାନ୍ୟ ବ୍ୟବସାୟୀଙ୍କୁ ସରକାରୀ କଟକଣା ଅଡୁଆ କରୁଥିବା ଜଣାପଡ଼ିଛି। ପ୍ରଶାସନ ପକ୍ଷରୁ ସନ୍ଧ୍ୟା ୭ଟାରୁ…