କୋଲକାତା,୭ା୫: ପଶ୍ଚିମବଙ୍ଗରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୩୪୪କୁ ବୃଦ୍ଧି ପାଇଥିବାବେଳେ ମୃତ୍ୟୁହାର ଏଠାରେ ସର୍ବାଧିକ ରହିଛି। ଗତ ଦୁଇଦିନରେ ଏହି ରାଜ୍ୟରେ ୮୦ରୁ ଅଧିକ ଲୋକ କୋଭିଡ୍-୧୯ରେ…
ବେଙ୍ଗାଲୁରୁ,୭ା୫(ପି.ଟି.): ଲକ୍ଡାଉନ ଯୋଗୁ ଅସୁବିଧାର ସମ୍ମୁଖୀନ ହୋଇଥିବା ଲୋକମାନଙ୍କ ସହାୟତା ଲାଗି କର୍ନାଟକ ସରକାର ବୁଧବାର ୧୬୧୦ କୋଟି ଟଙ୍କାର ରିଲିଫ୍ ପ୍ୟାକେଜ୍ ଘୋଷଣା କରିଛନ୍ତି। ଏହାଦ୍ୱାରା…
ରୋମ୍, ୭ା୫: ମହାମାରୀ କରୋନା ତାଣ୍ଡବ ବିଶ୍ୱବ୍ୟାପୀ ଜାରି ରହିଛି। ୨୧୨ ଦେଶର ଲୋକମାନେ ଏହାକୁ ନେଇ କୋକୁଆ ଭୟରେ ରହିଛନ୍ତି। ସାରା ବିଶ୍ୱରେ ଏବେ ପ୍ରାୟ…
ନୂଆଦିଲ୍ଲୀ, ୭ା୫: ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୫୨, ୩୪୦ରେ ପହଞ୍ଚିଛି। ପ୍ରାଣ ହରାଇଲେଣି ୧,୭୬୮ ଲୋକ। ବିଭିନ୍ନ ରାଜ୍ୟରେ ସଂକ୍ରମଣ ସ୍ଥିତି କ୍ରମଶଃ ଜଟିଳ ହେବାରେ…
ଭୁବନେଶ୍ୱର,୭ା୫ (ବ୍ୟୁରୋ): ପୂର୍ବ ବିହାର, ଦକ୍ଷିଣ ତାମିଲନାଡୁ, ବିଦର୍ଭ ଏବଂ ରୟାଲ ସୀମା ଉପରେ ଏକ ଟ୍ରପ ଲାଇନ ରହିଛି। ଏଥିସହିତ ବିଦର୍ଭ ଏବଂ ଏହାର ଆଖପାଖ…
ଭୁବନେଶ୍ୱର,୭ା୫(ବ୍ୟୁରୋ): କରୋନା ମହାମାରୀ ଯୋଗୁ ବିଶ୍ୱ ଊର୍ଜା ବିଶେଷଭାବେ ତୈଳ ଏବଂ ଗ୍ୟାସ ଉପରେ ପ୍ରଭାବ ପକାଇଛି। ତେଣୁ ଊର୍ଜା କ୍ଷେତ୍ରରେ ଦ୍ୱିପାକ୍ଷିକ ସହଯୋଗ ପାଇଁ ଭାରତ…
ନୂଆଦିଲ୍ଲୀ,୭ା୫: ସାରା ବିଶ୍ୱ ଏବେ ଭୟଙ୍କର ମହାମାରୀ କୋଭିଡ୍-୧୯ ବିରୋଧରେ ଲଢ଼ୁଥିବା ବେଳେ ପାକିସ୍ତାନର ଏଥିପ୍ରତି ଭ୍ରୂକ୍ଷେପ ନାହିଁ। ଏହା ଜମ୍ମୁ-କଶ୍ମୀରରେ ଅସ୍ଥିରତା ସୃଷ୍ଟି ଲାଗି ସବୁ…
ଭୁବନେଶ୍ୱର, ୭ା୫(ବ୍ୟୁରୋ): କରୋନା ସଂକ୍ରମଣ ଯୋଗୁ ସବୁ କାର୍ଯ୍ୟ ବନ୍ଦ ରହିଛି। ମୁଖ୍ୟତଃ ଶିକ୍ଷା କ୍ଷେତ୍ରକୁ ମଧ୍ୟ କରୋନା ବ୍ୟାପକ ଭାବେ ପ୍ରଭାବିତ କରିଛି। ଅଧିକାଂଶ ଶ୍ରେଣୀରେ…
ମୁମ୍ବାଇ,୭ା୫: କୋଭିଡ୍-୧୯ ମହାମାରୀ ଯୋଗୁ ଦେଶର ଖବରକାଗଜ ଶିଳ୍ପ ମାସିକ ୨୦୦୦ କୋଟି ଟଙ୍କା କ୍ଷତି ସହୁଛି। ଏପରି ସମୟରେ ଗୁଜରାଟ ସରକାର ମାର୍ଚ୍ଚ ମାସ ପର୍ଯ୍ୟନ୍ତ…
ଖୋର୍ଦ୍ଧା ଅଫିସ,୭ା୫: ମହାମାରୀ କରୋନା (କୋଭିଡ-୧୯)କୁ ପ୍ରତିହତ କରିବା ଲାଗି ଦେଶରେ ତୃତୀୟ ପର୍ଯ୍ୟାୟ ଲକ୍ଡାଉନ ଜାରି ରହିଛି। ଅତ୍ୟାବଶ୍ୟକ ସାମଗ୍ରୀ ଦୋକାନ ଖୋଲା ରହୁଥିବା ବେଳେ…