ଭାରସାମ୍ୟ ହରାଇ ଓଲଟିଲା ଆମ୍ବୁଲାନ୍ସ

ଛେଣ୍ଡିପଦା,୭।୫(ସ୍ବ.ପ୍ର.): ଅନୁଗୋଳ ଜିଲା ନିଶା ଥାନା ଅନ୍ତର୍ଗତ ଛେଣ୍ଡିପଦା ଅନୁଗୋଳ ଯାଇଥିବା ୬୩ନଂ ରାଜ୍ୟ ରାଜପଥରେ ଗୁରୁବାର ସକାଳେ ଭାରସାମ୍ୟ ହରାଇ ଏକ ୧୦୮ ଆମ୍ବୁଲାନ୍ସ ଓଲଟିପଡିଛି।…

କେମିକାଲ ପ୍ଲାଣ୍ଟରେ ଗ୍ୟାସ ଲିକ୍‌: ୮ ମୃତ, ୫ହଜାର ଅସୁସ୍ଥ

ବିଶାଖାପଟନମ,୭।୫: ଆନ୍ଧ୍ର ପ୍ରଦେଶର ଭାଇଜାକରେ ଥିବା ଏକ କେମିକାଲ ପ୍ଲାଣ୍ଟରେ ଗୁରୁବାର ସକାଳେ ଗ୍ୟାସ୍‌ ଲିକ୍‌ ହେବା ପରେ ସକାଳ ୧୦ଟା ସୁଦ୍ଧା ୮ ଜଣଙ୍କ ମୃତ୍ୟୁ…

ରୂପ ବଦଳାଉଛି କରୋନା ଭାଇରସ୍‌

ଓ୍ବାଶିଂଟନ,୭ା୫: କରୋନା ଭାଇରସ୍‌ ବିଷୟରେ ନୂଆ ନୂଆ ତଥ୍ୟ ହସ୍ତଗତ ହେଉଛି। ହେଲେ ଆମେରିକାର ଲସ୍‌ ଆଲାମୋସ୍‌ ନ୍ୟାଶନାଲ୍‌ ଲାବରେଟୋରି(ଏଲ୍‌ଏଏନ୍‌ଏଲ୍‌)ର ବୈଜ୍ଞାନିକମାନେ ଏକ ଚାଞ୍ଚଲ୍ୟକର ତଥ୍ୟ ପ୍ରଘଟ…

ଯୋଧପୁରରେ ୩୦ ଯବାନଙ୍କୁ କରୋନା

ଯୋଧପୁର,୭ା୫(ପି.ଟି.): ଦିଲ୍ଲୀର ଜାମା ମସ୍‌ଜିଦ ଅଞ୍ଚଳରେ ସୁରକ୍ଷା ପାଇଁ ପୂର୍ବରୁ ମୁତୟନ ଥିବା ୩୦ ବିଏସ୍‌ଏଫ୍‌ ଯବାନ କରୋନା ସଂକ୍ରମିତ ଥିବା ଜଣାପଡିଛି। ଉକ୍ତ ଯବାନମାନଙ୍କର ସମ୍ପୂର୍ଣ୍ଣ…

ପଶ୍ଚିମବଙ୍ଗ: ୨ ଦିନରେ ୮୦ ମୃତ

କୋଲକାତା,୭ା୫: ପଶ୍ଚିମବଙ୍ଗରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୩୪୪କୁ ବୃଦ୍ଧି ପାଇଥିବାବେଳେ ମୃତ୍ୟୁହାର ଏଠାରେ ସର୍ବାଧିକ ରହିଛି। ଗତ ଦୁଇଦିନରେ ଏହି ରାଜ୍ୟରେ ୮୦ରୁ ଅଧିକ ଲୋକ କୋଭିଡ୍‌-୧୯ରେ…

କର୍ନାଟକର କୋଭିଡ୍‌ ମୁକାବିଲା : ୧୬୧୦ କୋଟିର ପ୍ୟାକେଜ୍‌ ଘୋଷଣା

ବେଙ୍ଗାଲୁରୁ,୭ା୫(ପି.ଟି.): ଲକ୍‌ଡାଉନ ଯୋଗୁ ଅସୁବିଧାର ସମ୍ମୁଖୀନ ହୋଇଥିବା ଲୋକମାନଙ୍କ ସହାୟତା ଲାଗି କର୍ନାଟକ ସରକାର ବୁଧବାର ୧୬୧୦ କୋଟି ଟଙ୍କାର ରିଲିଫ୍‌ ପ୍ୟାକେଜ୍‌ ଘୋଷଣା କରିଛନ୍ତି। ଏହାଦ୍ୱାରା…

କରୋନାକୁ ନିଷ୍ପ୍ରଭ କରିବ ବିକଶିତ ଟିକା

ରୋମ୍‌, ୭ା୫: ମହାମାରୀ କରୋନା ତାଣ୍ଡବ ବିଶ୍ୱବ୍ୟାପୀ ଜାରି ରହିଛି। ୨୧୨ ଦେଶର ଲୋକମାନେ ଏହାକୁ ନେଇ କୋକୁଆ ଭୟରେ ରହିଛନ୍ତି। ସାରା ବିଶ୍ୱରେ ଏବେ ପ୍ରାୟ…

୫୨ ହଜାର ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା

ନୂଆଦିଲ୍ଲୀ, ୭ା୫: ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୫୨, ୩୪୦ରେ ପହଞ୍ଚିଛି। ପ୍ରାଣ ହରାଇଲେଣି ୧,୭୬୮ ଲୋକ। ବିଭିନ୍ନ ରାଜ୍ୟରେ ସଂକ୍ରମଣ ସ୍ଥିତି କ୍ରମଶଃ ଜଟିଳ ହେବାରେ…

୫ ଦିନ ଯାଏ ସାରା ଓଡ଼ିଶାରେ ବର୍ଷା

ଭୁବନେଶ୍ୱର,୭ା୫ (ବ୍ୟୁରୋ): ପୂର୍ବ ବିହାର, ଦକ୍ଷିଣ ତାମିଲନାଡୁ, ବିଦର୍ଭ ଏବଂ ରୟାଲ ସୀମା ଉପରେ ଏକ ଟ୍ରପ ଲାଇନ ରହିଛି। ଏଥିସହିତ ବିଦର୍ଭ ଏବଂ ଏହାର ଆଖପାଖ…

ଊର୍ଜା କ୍ଷେତ୍ରରେ ଦ୍ୱିପାକ୍ଷିକ ସହଯୋଗର ସମୀକ୍ଷା କଲେ କେନ୍ଦ୍ରମନ୍ତ୍ରୀ

ଭୁବନେଶ୍ୱର,୭ା୫(ବ୍ୟୁରୋ): କରୋନା ମହାମାରୀ ଯୋଗୁ ବିଶ୍ୱ ଊର୍ଜା ବିଶେଷଭାବେ ତୈଳ ଏବଂ ଗ୍ୟାସ ଉପରେ ପ୍ରଭାବ ପକାଇଛି। ତେଣୁ ଊର୍ଜା କ୍ଷେତ୍ରରେ ଦ୍ୱିପାକ୍ଷିକ ସହଯୋଗ ପାଇଁ ଭାରତ…