ଶ୍ରମିକଙ୍କୁ ନିଜ ଅଞ୍ଚଳକୁ ପଠାଉଛି ପ୍ରଶାସନ: ୨ ଦିନରେ ଗଲେଣି ୧୩୦

ଜୟପୁର,୬ା୫(ଡି.ଏନ୍‌.ଏ.): କୋରାପୁଟ ଜିଲାରେ ବାହାର ରାଜ୍ୟର ଫସି ରହିଥିବା ୭୨ ଜଣ ଏବଂ ରାଜ୍ୟ ଭିତରର ୫୮ଜଣଙ୍କୁ ଗତ ଦୁଇଦିନ ମଧ୍ୟରେ ଜିଲା ପ୍ରଶାସନ ସେମାନଙ୍କ ଅଞ୍ଚଳକୁ…

ଲକ୍‌ଡାଉନ୍‌ ଦେଲା ନିଖୋଜ ପୁଅର ଠିକଣା

ନବରଙ୍ଗପୁର,୬ା୫(ବି.ପ୍ର.)- ଲକ୍‌ଡାଉନ୍‌ ସମୟରେ ମା’ ବାପାଙ୍କୁ ମିଳିଲା ଖୁସି ଖବର। ୧୫ ବର୍ଷ ହେଲା ନିଖୋଜ ବୋଲି ଭାବୁଥିବା ପୁଅର ଠିକଣା ପାଇଛନ୍ତି। ପୁଅର ପତ୍ତା ପାଇବା…

ସଙ୍ଗରୋଧକାରୀଙ୍କୁ ପ୍ରାର୍ଥନା, ଯୋଗ କରିବାକୁ ପରାମର୍ଶ ଦେଉଛନ୍ତି ପ୍ରଧାନଶିକ୍ଷକ

ମାଲକାନଗିରି,୬ା୫ (ଡି.ଏନ୍‌.ଏ.): ଶ୍ରମିକଙ୍କୁ ବାହାର ରାଜ୍ୟରୁ ଫେରାଇ ଆଣିବା ନେଇ ରାଜ୍ୟ ସରକାର ବ୍ୟବସ୍ଥା କରିବା ପରେ ମାଲକାନଗିରି ଜିଲାକୁ ପ୍ରତ୍ୟେହ ହଜାର ହଜାର ଶ୍ରମିକ ଫେରୁଛନ୍ତି।…

ବିଶୃଙ୍ଖଳିତ ସୁରଟ ଫେରନ୍ତାଙ୍କୁ ଅନ୍ୟତ୍ର ସ୍ଥାନାନ୍ତର

ଦିଗପହଣ୍ଡି,୬ା୫(ଡି.ଏନ୍‌.ଏ.)- ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ଗ୍ରାମ ରାଧାଶ୍ୟାମ ବାଳିକା ହାଇସ୍କୁଲ ପରିସରରେ ଥିବା କ୍ବାରାଣ୍ଟାଇନ ସେଣ୍ଟର ପରିଦର୍ଶନ କରିଛନ୍ତି ବ୍ରହ୍ମପୁର ଉପଜିଲାପାଳ ସିନ୍ଧେ ଦତ୍ତାତ୍ରୟ ଭାଉ ସାହେବ।…

ନନ୍ଦୁର ପଞ୍ଚାୟତରେ ମାସ୍କ ବଣ୍ଟନ

ଖଇରା,୬।୫(ଡି.ଏନ.ଏ)-ବିଜେଡି ଜିଲା ମହିଳା ମୋର୍ଚ୍ଚା ସଦସ୍ୟା ତଥା ନନ୍ଦୁର ପଞ୍ଚାୟତର ପୂର୍ବତନ ସରପଞ୍ଚ ଜୟନ୍ତୀ ପତି ଓ ବିଜେଡି ସାଧାରଣ ସମ୍ପାଦକ ପ୍ରହଲ୍ଲାଦ ପତିଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ…

କରୋନା ଯୋଦ୍ଧାଙ୍କ ଉପରେ ପୁଷ୍ପବୃଷ୍ଟି କରାଗଲା

ବନ୍ତ,୬।୫(ଡି.ଏନ୍‌.ଏ.)-କରୋନା ଲଢେଇରେ ଦିନରାତି ଏକ କରି ଲୋକ ମାନଙ୍କୁ ସେବା ଯୋଗାଇ ଆସୁଥିବା ଯୋଦ୍ଧା ମାନଙ୍କ ଉପରେ ମହାସଂଘର ମହିଳା ମାନେ ପୁଷ୍ପବୃଷ୍ଟି କରିଛନ୍ତି। ବୁଧବାର ଭଦ୍ରକ…

ଅମାନିଆଙ୍କୁ ଜରିମାନା

କୁଆମରା, ୬।୫(ଡି.ଏନ.ଏ.)-ଅମାନିଆଙ୍କୁ ନିୟନ୍ତ୍ରଣକୁ ଆଣିବା ପାଇଁ ଖୁଣ୍ଟା ଥାନା ପକ୍ଷରୁ ପ୍ରୟାସ ଜାରି ରହିଛି। ବିନା ହେଲମେଟ ଓ ମାସ୍କ ପିନ୍ଧି ନ ଥିବା ବାଇକ ଚାଳକଙ୍କ…

ରାଜ୍ୟରେ ବଢୁଛି ଆକ୍ରାନ୍ତଙ୍କ ସଂଖ୍ୟା

ରାଜ୍ୟରେ ବୃଦ୍ଧି ପାଇବାରେ ଲାଗିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ବୁଧବାର ଅପରାହ୍ନରେ ଯାଜପୁରରୁ ଆଉ ଜଣେ କରୋନା ଆକ୍ରାନ୍ତ ହୋଇଥିବା ସୂଚନା ମିଳିଛି। ଏହାକୁ ମିଶାଇ ରାଜ୍ୟରେ…

ସଙ୍ଗରୋଧ କେନ୍ଦ୍ର ପରିଦର୍ଶନ କଲେ ଏସ୍‌ପି

ସୋରଡା,୬ା୫(ଡି.ଏନ୍‌.ଏ.)- ସୋରଡା ବ୍ଲକର ବିଭିନ୍ନ ସଙ୍ଗରୋଧ କେନ୍ଦ୍ରରେ ୨୨୦୮ ଜଣ ପ୍ରବାସୀ ରହୁଛନ୍ତି। ଗଞ୍ଜାମ ଏସ୍‌ପି ବ୍ରିଜେଶ କୁମାର ରୟ ବ୍ଲକରେ ପହଞ୍ଚତ୍ ସଙ୍ଗରୋଧ କେନ୍ଦ୍ରର ପରିଚାଳନା…

କୋଭିଡ୍‌ ହେଲ୍‌ଥ ସେଣ୍ଟରରେ ୫-ଟି ସଚିବ

ନୟାଗଡ଼ ଅଫିସ/ରଣପୁର,୬ା୫(ସ୍ବ.ପ୍ର.): ରାଜ୍ୟରେ କରୋନା ସଂକ୍ରମଣ ରୋକିବା ଲାଗି ରାଜ୍ୟ ସରକାର ବିଭିନ୍ନ ପଦକ୍ଷେପ ନେଉଛନ୍ତି। ବିଭିନ୍ନ କୋଭିଡ୍‌ ହସ୍ପିଟାଲ୍‌ ଯାଇ ସ୍ଥିତି ପରଖୁଛନ୍ତି। ଏହି କ୍ରମରେ…