ବଢ଼ି ନ ପାରେ ଲକ୍‌ଡାଉନ ଅବଧି

ନୂଆଦିଲ୍ଲୀ,୩୧ା୩(ପି.ଟି.): ଦେଶରେ ଗତ ମଙ୍ଗଳବାରଠାରୁ ଲାଗୁ ହୋଇଥିବା ୨୧ ଦିନିଆ ଲକ୍‌ଡାଉନ ସମୟସୀମା ବୃଦ୍ଧି ପାଇପାରେ ବୋଲି ଗୁଜବ ପ୍ରଚାରିତ ହେଉଥିବାବେଳେ ସେଭଳି ଯୋଜନା ନ ଥିବା…

ଚଢ଼ାଦରରେ କିଣୁଛନ୍ତି ୬୦.୯% ଭାରତୀୟ

ନୂଆଦିଲ୍ଲୀ, ୩୧ା୩(ଆଇଏଏନ୍‌ଏସ୍‌): କରୋନା ଭାଇରସ୍‌ ସଂକ୍ରମଣ ରୋକିବା ପାଇଁ ଦେଶବ୍ୟାପୀ ଲକ୍‌ଡାଉନ୍‌ ଘୋଷଣା କରାଯାଇଥିବାବେଳେ ଅତ୍ୟାବଶ୍ୟକ ସାମଗ୍ରୀଗୁଡ଼ିକର ଦରଦାମ ହୁ ହୁ ହୋଇ ବଢ଼ିବାରେ ଲାଗିଛି। ଅସାଧୁ…

ବନ୍ଦହେଲା ‘ଇଣ୍ଡିଆ ଆବ୍ରୋଡ୍‌’

ନ୍ୟୁୟର୍କ,୩୧ା୩: ଆମେରିକାରେ ଗତ ୫୦ବର୍ଷ ଧରି ଭାରତୀୟ ସମାଜର ଆଇନା ପାଲଟିଥିବା ଭାରତୀୟ ଖବରକାଗଜ ‘ଇଣ୍ଡିଆ ଏବ୍ରଡ୍‌’ ସୋମବାର ଶେଷଥର ଲାଗି ଛପାଯାଇଛି। ନ୍ୟୁୟର୍କ ସହରର ଏହି…

ଡାକ୍ତରଙ୍କୁ ସୁରକ୍ଷା ସରଞ୍ଜାମ ଯୋଗାଅ: ରାଜ୍ୟ ସରକାରଙ୍କୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

କଟକ ଅଫିସ୍‌,୩୧ା୩: ଏକ ଜନସ୍ବାର୍ଥ ମାମଲାର ଶୁଣାଣି କରି କାର୍ଯ୍ୟରତ ଡାକ୍ତରଙ୍କୁ ଆବଶ୍ୟକ ସୁରକ୍ଷା ସରଞ୍ଜାମ (ପିପି) କିଟ୍‌ ଯୋଗାଇ ଦେବାକୁ ରାଜ୍ୟ ସରକାରଙ୍କୁ ହାଇକୋର୍ଟ ନିର୍ଦ୍ଦେଶ…

ଚାଇନାରେ ୯୩%, ଆମେରିକାରେ ୩% ଆରୋଗ୍ୟ

ଓ୍ବାଶିଂଟନ/ନୂଆଦିଲ୍ଲୀ,୩୧ା୩: ସାରା ବିଶ୍ୱକୁ ଗ୍ରାସି ଚାଲିଥିବା କରୋନା ଭାଇରସ୍‌ ସୋମବାର ରାତି ୧୧ଟା ସୁଦ୍ଧା ୩୬ ହଜାର ୮୬୪ଜଣଙ୍କ ଜୀବନ ନେଇଥିବାବେଳେ ୭ ଲକ୍ଷ ୬୪ ହଜାର…

ଗଡ଼ୁନି ଗାଡ଼ି, ପୂରୁନି ପେଟ-ଦୁଃଖରେ ଦିନ କାଟୁଛନ୍ତି ଚାଳକ, ହେଲ୍‌ପର ଓ କଣ୍ଡକ୍ଟର

ପୁରୀ ଅଫିସ,୩୧ା୩ : ପର୍ଯ୍ୟଟନ ସହର ପୁରୀ। ଦେଶ, ବିଦେଶର ପର୍ଯ୍ୟଟକଙ୍କ ଆଗମନ ଉପରେ ଅନେକ ପରିବାରର ଭାତହାଣ୍ଡି ନିର୍ଭର କରେ। ପର୍ଯ୍ୟଟକ ଆସିଲେ ଦି’ ପଇସା…

ବିନାନୁମତିରେ ଖାଦ୍ୟ ବାଣ୍ଟିପାରିବେନି ସ୍ବେଚ୍ଛାସେବୀ

ଭୁବନେଶ୍ୱର, ୩୧ା୩(ବ୍ୟୁରୋ): କୋଭିଡ଼୍‌-୧୯ର ସଂକ୍ରମଣକୁ ଏଡ଼ାଇବା ସହ ଜନସାଧାରଣଙ୍କ ସୁବିଧାକୁ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ଗୁରୁତ୍ୱ ଦେଉଛି। ଏହି ମର୍ମରେ ସୋମବାର ଖାଦ୍ୟ ସାମାଗ୍ରୀ ବାଣ୍ଟୁଥିବା…

ଗୁଜବଠାରୁ ଦୂରେଇ ରହିବାକୁ ପରାମର୍ଶ

ଭୁବନେଶ୍ୱର,୩୧ା୩ (ବ୍ୟୁରୋ)- ମଦ୍ୟପାନ କୋଭିଡ୍‌-୧୯ ସଂକ୍ରମଣ ରୋକିପାରିବନି। କରୋନାରୁ ବଞ୍ଚତ୍ବା ପାଇଁ ମଦ୍ୟପାନ କରିବା ଉଚିତ ନୁହେଁ। ଏପରି କରିବା ଦ୍ୱାରା ଶରୀରର ପ୍ରତିରୋଧକାରୀ ଶକ୍ତି କମିଯିବ।…

ହସ୍ପିଟାଲ ଆଇସୋଲେଶନରେ ୭୬ କରୋନା ସନ୍ଦିଗ୍ଧ

ଭୁବନେଶ୍ୱର,୩୧ା୩(ବ୍ୟୁରୋ)- ରାଜ୍ୟରେ ବର୍ତ୍ତମାନ କରୋନା ସଂକ୍ରମିତଙ୍କ ସଂଖ୍ୟା ସେହି ୩ରେ ରହିଛି। ତେବେ ଏମାନଙ୍କ ସଂସ୍ପର୍ଶରେ ଯେଉଁମାନେ ଆସିଛନ୍ତି ସେମାନଙ୍କୁ ଯୋଗାଯୋଗ କରାଯାଉଛି। ପ୍ରଥମ ୨ ପଜିଟିଭ୍‌ଙ୍କ…

ପରିବେଶ ପାଇଁ ଶୁଭଙ୍କର ହେଲା ଲକ୍‌ଡାଉନ

ଭୁବନେଶ୍ୱର,୩୧ା୩ (ବ୍ୟୁରୋ)- ଲକ୍‌ଡାଉନର ପ୍ରଭାବ ପରିବେଶ ଉପରେ ପଡିଛି। ୮ଦିନ ହେବ ଦୋକାନ ବଜାର, ଗାଡ଼ିମୋଟର ଚଳାଚଳ, କଳକାରଖାନା, ନିର୍ମାଣ ଆଦି ସବୁକିଛି ବନ୍ଦ ରହିଛି। କାଁଭାଁ…