ଦାରିଙ୍ଗବାଡ,୪।୫(ଡି.ଏନ.ଏ)- ଲକ୍ଡାଉନ ପରେ ସମସ୍ତ ବିଦ୍ୟାଳୟ ସମେତ ଅଙ୍ଗନାୱାଡ଼ିକେନ୍ଦ୍ର, କଲେଜ ଆଦିକୁ ସରକାର ଛୁଟି ଘୋଷଣା କରିଥିଲେ। ମାତ୍ର ସମସ୍ତ ଶିକ୍ଷୟିତ୍ରୀଶିକ୍ଷକଙ୍କୁ ହେଡକ୍ୱାଟରରେ ରହିବାକୁ ନିର୍ଦ୍ଦେଶ ରହିଥିଲା।…
ଜୟପୁର,୪ା୫(ନି.ପ୍ର.): କୋରାପୁଟ ଜିଲା ଜୟପୁରସ୍ଥିତ କୋଭିଡ୍ ହସ୍ପିିଟାଲ ପରିଦର୍ଶନ କରିଛନ୍ତି ସଚିବ ଭି. ଭି ଯାଦବ। ସଚିବ ଯାଦବ ହସ୍ପିିଟାଲରେ ପହଞ୍ଚି ଉପସ୍ଥିତ ଜିଲାସ୍ତରୀୟ ଅଧିକାରୀଙ୍କ ସହ…
ପୁରୁଷୋତ୍ତମପୁର,୪ା୫(ଡି.ଏନ୍.ଏ.)- ସୁରଟରୁ ୫୬ଜଣ ପ୍ରବାସୀ ଓଡ଼ିଆଙ୍କୁ ନେଇ ଏକ ବସ୍ ରବିବାର ରାତି ପ୍ରାୟ ୧୧ଟାରେ ପୁରୁଷୋତ୍ତମପୁରରେ ପହଞ୍ଚତ୍ଥିଲା। ମାତ୍ର ଏମାନଙ୍କୁ କ୍ୱାରାଣ୍ଟାଇନ ସେଣ୍ଟରକୁ ନେବାଲାଗି ବ୍ଲକ…
ବୈପାରିଗୁଡ଼ା,୪ା୫(ଡି.ଏନ୍.ଏ.): ବୈପାରିଗୁଡା ପୋଲିସ ସୋମବାର ବାତିରିପୁଟ ଛକରୁ ୯କୁଇଣ୍ଟାଲ ୯୭କେଜି ଗଞ୍ଜେଇ ସହ ଏକ ଟ୍ରକ୍ ଜବତ କରିଛି। ଏ ନେଇ ବୈପାରିଗୁଡ଼ା ଥାନାରେ ଏକ ମାମଲା…
ପଟ୍ଟାଙ୍ଗି,୪ା୫(ଡି.ଏନ୍.ଏ.): କରୋନା ଲକ୍ଡାଉନ ଯୋଗୁ ବିଭିନ୍ନ ରାଜ୍ୟର ଲୋକେ ଓ ଛାତ୍ରୀଛାତ୍ର ଅନ୍ୟ ରାଜ୍ୟରେ ଫସିରହିଛନ୍ତି। ଏବେ ଏମାନଙ୍କୁ ନିଜ ରାଜ୍ୟକୁ ଫେରାଇ ନେବା ଲାଗି ପ୍ରକ୍ରିୟା…
ଡାବୁଗାଁ,୪ା୫(ଡି.ଏନ୍.ଏ.): ତେଲଙ୍ଗାନାରୁ ୩୬ ଶ୍ରମିକ ଆସି ରବିବାର ସନ୍ଧ୍ୟାରେ ନବରଙ୍ଗପୁର ଜିଲା ଡାବୁଗାଁରେ ପହଞ୍ଚିଛନ୍ତି। ଡାବୁଗାଁ ବ୍ଲକ୍ ଅଧୀନ ଜବାଗୁଡ଼ା, ବୋରିଗାଁ ଓ ବଡ଼ଓଲମା ପଞ୍ଚାୟତର ବିଭିନ୍ନ…
ରାୟଗଡ଼ା ଅଫିସ,୪ା୫: ଆନ୍ଧ୍ର ପ୍ରଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ତେଣୁ ଆନ୍ଧ୍ର-ଓଡ଼ିଶା ସୀମାରେ କଟକଣାକୁ କଡ଼ାକଡ଼ି କରାଯାଇଛି। ରାୟଗଡ଼ା ଜିଲାପାଳ ପ୍ରମୋଦ କୁମାର ବେହେରା…
ରାଜଧାନୀ ଅଂଚଳକୁ ରେଡ ଜୋନ ଘୋଷଣା କରିଛନ୍ତି ରାଜ୍ୟ ସରକାର । ରେଡ ଜୋନ ସତ୍ୱେ ବି ଆଜି ଭୁବନେଶ୍ୱର ବିଭିନ୍ନ ସ୍ଥାନରେ ଜନ ଗହଳି ଦେଖିବାକୁ…
ଆଜିର ଏପିସୋଡରେ ଆମେ ଦେଖିବା ସାରା ବିଶ୍ବରେ କାହିଁକି ରେକର୍ଡ ସୃଷ୍ଟି କଲା ରାମାୟଣ । ବାପାଙ୍କୁ ଶେଷଥର ଲାଗି ଦେଖିନପାରି କଣ କହିଲେ ରିଷି କପୁରଙ୍କ…
କ୍ୱାରାଣ୍ଟାଇନ୍ ସେଣ୍ଟରରେ ପ୍ରବାସୀ ଓଡ଼ିଆଙ୍କ ଚାଲିଛି ଟିକଟିକ ମସ୍ତି । ଆପଣ ଦେଖୁଥିବା ଏ ଟିକ୍ଟକ୍ ଭିଡ଼ିଓ ହେଉଛି ଭଦ୍ରକ ଜିଲ୍ଲାରେ ଥିବା ଏକ କ୍ୱାରାଣ୍ଟାଇନ୍ ସେଣ୍ଟରର…