ଲକ୍‌ଡାଉନ୍‌: ଆନ୍ଧ୍ରପ୍ରଦେଶରେ ଫସିଛନ୍ତି ସୁନ୍ଦରଗଡ଼ର ୧୦୦ ଯୁବତୀ: ଫେରାଇ ନେବାକୁ ରାଜ୍ୟ ସରକାରଙ୍କୁ କଲେ ନିବେଦନ

ସୁନ୍ଦରଗଡ଼,୪ା୫(ଡି.ଏନ୍‌.ଏ.): ଲକ୍‌ଡାଉନ ଯୋଗୁ ଆନ୍ଧ୍ରପ୍ରଦେଶରେ ଫସିଛନ୍ତି ସୁନ୍ଦରଗଡ଼ ଜିଲାର ୧୦୦ଜଣ ଯୁବତୀ। ଏହି ଯୁବତୀମାନେ ଏକ ଭିଡିଓ ବାର୍ତ୍ତାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସେମାନଙ୍କ ଘରକୁ ଫେରାଇ…

ଖୋଲିଲା ମଦ ଦୋକାନ: ଲାଗିଲା ଗ୍ରାହକଙ୍କ ଲମ୍ବା ଲାଇନ

ନୂଆଦିଲ୍ଲୀ,୪।୫: କରୋନା ସଂକ୍ରମଣ ରୋକିବାକୁ ସୋମବାରଠାରୁ ଦେଶରେ ଲାଗୁ ହୋଇଛି ଲକ୍‌ଡାଉନ ୩.୦। ପୂର୍ବରୁ ଯେଉଁ ୪୦ ଦିନିଆ ଲାକ୍‌ଡାଉନ ଘୋଷଣା କରାଯାଇଥିଲା ସେତେବେଳେ ମଦ ଦୋକାନ…

କରୋନା ସଙ୍କଟ ପରେ ଚାଇନା: ୩ ଦିନରେ ବୁଲି ବାହାରିଲେ ୮.୫ କୋଟି ପର୍ଯ୍ୟଟକ

ବେଜିଂ,୪।୫: କରୋନା ସଂକ୍ରମଣର ଏନ୍ତୁଡ଼ିଶାଳ ପାଲଟିଥିବା ଚାଇନାରେ ଏବେ ସ୍ଥିତି ସ୍ବାଭାବିକ ହେବାରେ ଲାଗିଛି। ଲୋକେ ନିଜର କାର୍ଯ୍ୟକ୍ଷେତ୍ରରେ ଯୋଗଦେବାକୁ ଆରମ୍ଭ କରିଛନ୍ତି। ମେ ମାସରେ ଚାଇନାରେ…

ପ୍ରବାସୀ ଓଡ଼ିଆଙ୍କୁ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଚେତାବନୀ: ନିୟମ ଉଲ୍ଲଂଘନ କଲେ ନିଆଯିବ କଠୋର କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୪।୫(ବ୍ୟୁରୋ): ରାଜ୍ୟ ବାହାରୁ ଆସୁଥିବା ଓଡ଼ିଆଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କଡ଼ା ଚେତାବନୀ ଦେଇଛନ୍ତି। ବାହାର ରାଜ୍ୟରୁ ଆସୁଥିବା ଓଡ଼ିଆମାନେ ନିଜ ତଥା ନିଜ ପରିବାରର ଜୀବନ…

କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ରହିବାକୁ ଅମଙ୍ଗ ହେଉଛନ୍ତି କରୋନା ସନ୍ଦିଗ୍ଧ

ରତ୍ନଗିରି,୪ା୫(ଡି.ଏନ୍‌.ଏ.): ଯାଜପୁର ଜିଲା ବରୀ ବ୍ଲକରେ କଳାମାଟିଆ, ଉଦୟନାଥପୁର ଓ ବାଇଁଶିରିଆ ପଞ୍ଚାୟତରେ ୪ କରୋନା ପଜିଟିଭ୍‌ ଚିହ୍ନଟ ହେବା ପରେ ପ୍ରଶାସନ ପକ୍ଷରୁ ପଜିଟିଭ୍‌ ବ୍ୟକ୍ତିମାନଙ୍କ…

କରୋନା ମୃତ୍ୟୁ ସଂଖ୍ୟା ୨ ଲକ୍ଷ ୪୮ ହଜାର ଟପିଲା

ଓ୍ବାଶିଂଟନ,୪।୫: କରୋନା ସଂକ୍ରମଣ ଯୋଗୁ ପୃଥିବୀରେ ଆତଙ୍କ ଦେଖାଦେଇଛି। ଇତିମଧ୍ୟରେ ପୃଥିବୀରେ ମୃତକଙ୍କ ସଂଖ୍ୟା ୨ ଲକ୍ଷ ୪୮ ହଜାର ୨୪୧ରେ ପହଞ୍ଚିଛି। ସେହିପରି ସଂକ୍ରମିତଙ୍କ ସଂଖ୍ୟା…

କଟକଣା ହେଲା କୋହଳ କିନ୍ତୁ କମୁନି ସଂକ୍ରମଣ: ୩ ଦିନରେ ୭ହଜାରରୁ ଊର୍ଦ୍ଧ୍ୱ ପଜିଟିଭ

ନୂଆଦିଲ୍ଲୀ,୪।୫: ଦେଶରେ କରୋନା ସଂକ୍ରମଣକୁ ନେଇ ୪୦ ଦିନିଆ ଲକ୍‌ଡାଉନ ଅବଧି ପୂରଣ ହେବା ପରେ ଏବେ ଆରମ୍ଭ ହୋଇଛି ଲକ୍‌ଡାଉନ ୩.୦। ଏହା ମେ’ ୧୭…

ସୁରଟ ଫେରନ୍ତାଙ୍କୁ ଅଣଦେଖା ଅଭିଯୋଗ: କ୍ୱାରାଣ୍ଟାଇନ୍‌ ସେଣ୍ଟରକୁ ନ ଯାଇ ରାସ୍ତାରେ ଠିଆ ହୋଇ ହଟହଟା

ପୁରୁଷୋତ୍ତମପୁର,୪ା୫(ଡି.ଏନ୍‌.ଏ.): ସୁରଟ ଓ କେରଳରୁ ଫେରୁଥିବା ପ୍ରବାସୀ ଓଡ଼ିଆଙ୍କୁ ନେଇ ଚିନ୍ତା ବଢ଼ିଛି। ଏଭଳି ସ୍ଥିତିରେ ଫେରୁଥିବା ଏହି ଓଡ଼ିଆଙ୍କୁ ତତ୍‌କ୍ଷଣାତ୍‌ କ୍ବାରାଣ୍ଟାଇନ୍‌ ସେଣ୍ଟରରେ ନେଇ ରଖି…

କେନ୍ଦୁଝର ଜିଲାର ୩ ଗାଁ କଣ୍ଟେନମେଣ୍ଟ, ୧୧ ଗାଁ ବଫର ଜୋନ ଘୋଷଣା

ହାଟଡିହୀ,୪।୫(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହାଟଡିହୀ ବ୍ଲକ ପଞ୍ଚୁଗୋଛିଆ ପଞ୍ଚାୟତ ହୀରାପୁର ଗ୍ରାମରେ ରବିବାର ଜଣେ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ମାସକ ତଳେ ସେ…

କରୋନା ସହିତ ଲଢ଼େଇ: ୬୦ ପ୍ରତିଶତ ଭାରତୀୟ ପରିବାର ଖାଇବା ପୂର୍ବରୁ ସାବୁନରେ ଧୁଅନ୍ତି ନାହିଁ ହାତ

ନୂଆଦିଲ୍ଲୀ,୪।୫: କରୋନା ସଂକ୍ରମଣ ନେଇ ଦେଶରେ ସଙ୍କଟ ଦେଖାଦେଇଛି। ଏଥିରୁ ଦୂରେଇ ରହିବା ପାଇଁ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ମାର୍ଗଦର୍ଶିକା ଜାରି କରାଯାଇଛି।…