ବିଏସ୍‌ଏଫ୍‌ର ଆଉ ୩୭ ଯବାନ କରୋନା ପଜିଟିଭ

ନୂଆଦିଲ୍ଲୀ,୪।୫: ତ୍ରିପୁରାରେ ବର୍ଡର ସୁକ୍ୟୁରିଟି ଫୋର୍ସ(ବିଏସ୍‌ଏଫ୍‌)ର ଆଉ ୩୭ ଜଣ ଯବାନ କରୋନାରେ ପୀଡ଼ିତ ହୋଇଥିବା ଜଣାପଡିଛି। ଏବେ ବିଏସ୍‌ଏଫ୍‌ର ମୋଟ ୫୪ ଯବାନ କରୋନା କବଳରେ…

ମାଛ ଧରିବାକୁ ଯାଇ ନିଖୋଜ ଥିବା ବାପ-ପୁଅଙ୍କ ମୃତଦେହ ଉଦ୍ଧାର

ବଡ଼ସାହି,୪।୫(ସ୍ବ.ପ୍ର.): ମୟୂରଭଞ୍ଜ ଜିଲା ବଡ଼ସାହି ବ୍ଲକ ମାଣତ୍ରୀ ଗ୍ରାମର ବାପ-ପୁଅ ମାଛ ଧରିବାକୁ ଯାଇ ରବିବାର ନିଖୋଜ ହୋଇଥିଲେ। ତେବେ ସୋମବାର ସକାଳେ ସେମାନଙ୍କ ମୃତଦେହ ଉଦ୍ଧାର…

ପିଏମ୍‌ କେୟାର୍ସ ଫଣ୍ଡ୍‌କୁ ୧୫୧ କୋଟି ଦାନ ଦେଇଥିବା ରେଲଓ୍ବେ ଶ୍ରମିକଙ୍କଠାରୁ ଆଦାୟ କରୁଛି ଭଡ଼ା: ରାହୁଲ

ନୂଆଦିଲ୍ଲୀ,୪।୫: କରୋନା ସଂକ୍ରମଣକୁ ରୋକିବା ଲାଗି ଦେଶରେ ଲକ୍‌ଡାଉନ୍‌ ଜାରି ହୋଇଛି। ଏପରିସ୍ଥଳେ ବାହାର ରାଜ୍ୟରେ ଅଟକି ରହିଥିବା ଶ୍ରମିକଙ୍କୁ ନିଜ ନିଜ ରାଜ୍ୟକୁ ଫେରାଇ ଆଣିବା…

ମାଲ୍‌ ଗାଡ଼ିରେ ଲୁଚି ପଳାଉଥିଲେ ୨୦ ଶ୍ରମିକ

କେନ୍ଦୁଝର,୪ା୫(ଡି.ଏନ୍‌.ଏ./ସ୍ବ.ପ୍ର.)-ସାରା ଦେଶ ସମେତ ଓଡ଼ିଶାରେ ତୃତୀୟ ପର୍ଯ୍ୟାୟ ଲକ୍‌ଡାଉନ୍‌ ଆରମ୍ଭ ହୋଇଛି। ଏହାଫଳରେ ଓଡ଼ିଶାର ବିଭିନ୍ନ ପ୍ରାନ୍ତରେ ଫସି ରହିଥିବା ଶ୍ରମିକମାନେ କେନ୍ଦୁୁଝର ଜିଲା ଦେଇ ନିଜ…

ଜଗନ୍ନାଥପୁର ଷ୍ଟେଶନରେ ପହଞ୍ଚିଲେ ୬୦୬ କେରଳ ଫେରନ୍ତା

ଛତ୍ରପୁର, ୪।୫(ଡି.ଏନ୍‌.ଏ.): କେରଳରୁ ଏର୍ଣ୍ଣାକୁଲମ ଜଙ୍କସନ-ଖୋର୍ଦ୍ଧା ରୋଡ ସ୍ପେଶାଲ ଟ୍ରେନ ସୋମବାର ସକାଳେ ଗଞ୍ଜାମ ଜିଲା ଜଗନ୍ନାଥପୁର ଜଙ୍କସନ୍‌ ଷ୍ଟେଶନରେ ପହଞ୍ଚିଛି। ଏଥିରେ ଗଞ୍ଜାମ ଜଲାର ୬୦୬…

CORONAVIRUS UPDATE: ରାଜ୍ୟର ନୂଆ କରୋନା ପଜିଟିଭ୍‌ ରାଉରକେଲାର ଜଣେ ମହିଳା; ସୁନ୍ଦରଗଡ଼ରେ ଆକ୍ରାନ୍ତଙ୍କ ସଂଖ୍ୟା ୧୧ ଛୁଇଁଲା

ଭୁବନେଶ୍ୱର,୪ା୫(ବ୍ୟୁରୋ): ସୋମବାର ସକାଳେ ରାଜ୍ୟରେ ଆଉ ଜଣେ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତ ଜଣକ ରାଉରକେଲା ନାଲା ରୋଡ୍‌ର ଜଣେ ୨୯ ବର୍ଷୀୟା ମହିଳା ବୋଲି…

ବିଦେଶରୁ ଭାରତୀୟ ମାଗଣାରେ ସ୍ବଦେଶ ଫେରୁଥିବାବେଳେ ଶ୍ରମିକଙ୍କ ପାଇଁ ଟ୍ରେନ୍‌ ଟିକଟ କାହିଁକି: ପ୍ରଦେଶ କଂଗ୍ରେସ କମିଟି ବହନ କରିବ ଖର୍ଚ୍ଚ କହିଲେ ସୋନିଆ

ନୂଆଦିଲ୍ଲୀ,୪।୫: କରୋନା ସଂକ୍ରମଣ ନେଇ ଭାରତରେ ଆତଙ୍କ ଦେଖାଦେଇଛି। ସୁରକ୍ଷା ଦୃଷ୍ଟିରୁ ଦେଶବ୍ୟାପୀ ଲକ୍‌ଡାଉନ୍‌ ଜାରି ହୋଇଛି।  ବାହାର ରାଜ୍ୟରେ ଅଟକି ରହିଥିବା ଶ୍ରମିକଙ୍କୁ ନିଜନିଜ ରାଜ୍ୟକୁ…

ଏନ୍‌କାଉଣ୍ଟର ବେଳେ ୫ ଯବାନ ଶହୀଦ

ଶ୍ରୀନଗର,୪ା୫(ପି.ଟି.): କରୋନା ମହାମାରୀ ବିରୋଧରେ ସାରା ବିଶ୍ୱ ଲଢ଼ୁଥିବାବେଳେ ପାକିସ୍ତାନ ଆତଙ୍କବାଦୀଙ୍କୁ ଜମ୍ମୁ-କଶ୍ମୀରରେ ଅନୁପ୍ରବେଶ କରାଇ ରକ୍ତପାତ କରାଉଛି। ଜମ୍ମୁ-କଶ୍ମୀରର ହଣ୍ଡଓ୍ବାରା ଅନ୍ତର୍ଗତ ରାଜଓ୍ବର ଜଙ୍ଗଲରେ ଆତଙ୍କବାଦୀଙ୍କ…

ଦେଶରେ ୪୨ହଜାର ଅତିକ୍ରମ କଲା କରୋନା ସଂକ୍ରମିତଙ୍କ ସଂଖ୍ୟା

ନୂଆଦିଲ୍ଲୀ,୪।୫: ଦେଶରେ ସୋମବାର ସକାଳ ସୁଦ୍ଧା କରୋନା ସଂକ୍ରମିତଙ୍କ ସଂଖ୍ୟା ପହଞ୍ଚିଛି ୪୨,୫୩୩ରେ। ଏମାନଙ୍କ ମଧ୍ୟରୁ ୧,୩୭୩ଜଣଙ୍କ ମୃତ୍ୟୁ ହୋଇ ସାରିଲାଣି। ଗତ ୨୪ ଘଣ୍ଟା ମଧ୍ୟରେ…

ସ୍ବଦେଶ ଫେରିବାକୁ ବ୍ୟାକୁଳ ପ୍ରବାସୀ

ଆବୁଧାବି,୪।୫(ପି.ଟି.): କରୋନା ମହାମାରୀରୁ ବର୍ତ୍ତିବା ପାଇଁ ବିଭିନ୍ନ ଦେଶରେ ରହିଥିବା ପ୍ରବାସୀମାନେ ନିଜ ଦେଶକୁ ଫେରିବାକୁ ବ୍ୟାକୁଳ ହେଉଛନ୍ତି। ଅନ୍ୟ ଦେଶ ଅପେକ୍ଷା କରୋନା ଆକ୍ରାନ୍ତ ଏବଂ…