କରୋନା ସହିତ ଲଢ଼େଇ କରିବା ଲାଗି ଭାରତୀୟଙ୍କ ଶରୀରରେ ରହିଛି ବିରଳ ଆର୍‌ଏନ୍‌ଏ: ସର୍ଭେ

ନୂଆଦିଲ୍ଲୀ,୨୮।୩: କରୋନା ସଂକ୍ରମଣ ନେଇ ସାରା ପୃଥିବୀରେ ହାହାକାର ସୃଷ୍ଟି ହୋଇଛି। ଏଥି ପାଇଁ ଔଷଧ ପ୍ରସ୍ତୁତି ପାଇଁ ପୃଥିବୀର ବିକାଶିତ ରାଷ୍ଟ୍ରର ବୈଜ୍ଞାନିକମାନେ ଦିନରାତି ପ୍ରୟାସ…

କ୍ୱାରାଣ୍ଟାଇନ, ଲକଡାଉନ ନିୟମ ଉଲ୍ଲଂଘନ: ୧୪ ମାମଲା

ଅନୁଗୋଳ ଅଫିସ୍, ୨୮ା୩- ବାହାରୁ ଆସିଥିବା ଲୋକଙ୍କୁ ହୋମ କ୍ୱାରାଣ୍ଟାଇନ ବା ସଙ୍ଗରୋଧରେ ରହିବାକୁ ବାରମ୍ବାର ପୋଲିସ ପ୍ରଶାସନ ପକ୍ଷରୁ କୁହାଯାଉଥିଲେ ମଧ୍ୟ ଏହାକୁ ଅନେକେ ମାନୁ…

ତେଲେଙ୍ଗାନାରେ ଫସିଛନ୍ତି ୩ ଓଡ଼ିଆ ଶ୍ରମିକ

ବନ୍ତ,୨୮ା୩(ଡି.ଏନ୍‌.ଏ.)-କରୋନା ପାଇଁ ସମଗ୍ର ଦେଶ ଲକ୍‌ ଡାଉନ୍‌ ହୋଇଥିବା ବେଳେ ବିମାନ, ରେଳ ଓ ବସ ସେବା ବନ୍ଦ ରହିଛି ା ଫଳରେ ଦେଶ ଓ ରାଜ୍ୟ…

ସାନଭାଇ ନେଲା ବଡ଼ଭାଇ ଜୀବନ

ପଦ୍ମପୁର, ୨୮।୩(ଡି.ଏନ.ଏ.)-ଭଦ୍ରକ ଜିଲା ନାୟକାଣୀଡିହି ଥାନା ଅଞ୍ଚଳରେ ଶନିବାର ଭୋର ସମୟରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ବଡ଼ ଭାଇ ବାହାରକୁ ଆସିବା ବେଳେ ତାଙ୍କ…

ବାହାର ରାଜ୍ୟର ଶ୍ରମିକଙ୍କୁ ବଣ୍ଟାଗଲା ରନ୍ଧାଖାଦ୍ୟ

ରାଇକିଆ,୨୮।୩(ଡି.ଏନ୍‌.ଏ.)- କରୋନା ସାଧାରଣ ଦିନ ମଜୁରିଆଙ୍କ ଚିନ୍ତା ବଢ଼ାଇଛି। ବିଶେଷକରି ବାହାର ରାଜ୍ୟରୁ ଆସି ଦିନମଜୁରିଆ ଭାବେ କାମ କରୁଥିବା ଶ୍ରମିକ ପରିବାର ଲକ୍‌ଡାଉନ କଟକଣା ପରେ…

କରୋନାରୁ ଆରୋଗ୍ୟ ହେଲେ ୧୦୧ ବର୍ଷୀୟ ବୃଦ୍ଧ

ରୋମ୍‌,୨୮।୩- କରୋନା ମହାମାରୀରେ ଇଟାଲୀ ସର୍ବାଧିକ ପ୍ରଭାବିତ ଦେଶ। ଏହି ଦେଶରେ କରୋନା ସଂକ୍ରମଣ ଯୋଗୁ ୯ ହଜାରରୁ ଊର୍ଦ୍ଧ୍ୱ ଲୋକଙ୍କ ମୃତ୍ୟୁ ଘଟିଥିବାବେଳେ ଏଥିରୁ କିନ୍ତୁ…

କାମ କରିବାକୁ ଯାଇ ପଶ୍ଚିମବଙ୍ଗରେ ଫସି ରହିଛନ୍ତି ଶ୍ରମିକ: ଘରକୁ ଫେରାଇ ନେବାକୁ ଜିଲାପାଳଙ୍କୁ ଅନୁରୋଧ

ଆରଡ଼ି,୨୮।୩(ଡି.ଏନ୍‌.ଏ.): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ଓ ଧୁଷୁରୀ ଥାନା ଅନ୍ତର୍ଗତ ସୁନ୍ଦରପୁର ଗ୍ରାମର ୫ ଶ୍ରମିକ ଓ ଜଣେ ନାବାଳକ ପଶ୍ଚିମବଙ୍ଗ କାମ କରିବାକୁ ଯାଇ…

କରୋନା ପ୍ରଭାବ: ଖାଦ୍ୟ ସଙ୍କଟରେ ଯାଯାବର ପରିବାର

କେନ୍ଦୁଝର, ୨୮ା୩ (ସ୍ବ.ପ୍ର.)-କରୋନା ସଂକ୍ରମଣ ରୋକିବା ପାଇଁ ଲକ ଡାଉନ ଘୋଷଣା, ଅନେକ ଜନଜୀବନକୁ ବ୍ୟତିବ୍ୟସ୍ତ କରିପକାଇଛି। ଲକ ଡାଉନ୍‌ ଘୋଷଣା ହେବା ପରେ ପ୍ଲାଷ୍ଟର ଅଫ…

ଚୋରାଚାଲାଣ ବେଳେ ଆଳୁ ଟ୍ରକ୍‌ ଜବତ: ୨ ଗିରଫ

ମାଲକାନଗିରି,୨୮ା୩(ଡି.ଏନ୍‌.ଏ.): ଲକ୍‌ଡାଉନ୍‌ର ସୁଯୋଗ ନେଇ ଆଳୁ କଳାବଜାର କରାଯାଉଥିବାବେଳେ ଖାଉଟି ବହୁ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏଭଳି ପରିସ୍ଥିିତିରେ ନ୍ୟସ୍ତସ୍ବାର୍ଥ ବ୍ୟବସାୟୀ ଆଳୁ ଅନ୍ୟତ୍ର ଚାଲାଣ କରିବା…

ପଞ୍ଚାୟତର ଗରିବଙ୍କୁ ମିଳିବ ରନ୍ଧାଖାଦ୍ୟ, ପଞ୍ଜୀକୃତ ଉଠାଦୋକାନୀ ପାଇବେ ୩ ହଜାର ଟଙ୍କାର ସହାୟତା

ଭୁବନେଶ୍ୱର,୨୮ା୩(ବ୍ୟୁରୋ)- ମହାମାରୀ କରୋନା ଯୋଗୁ ଲକଡାଉନ ଘୋଷଣା ପରେ ନିମ୍ନଶ୍ରେଣୀର ଗରିବଙ୍କ ମୁଣ୍ଡରେ ଚଡ଼କ ପଶିଯାଇଛି। ଦିନ ମଜୁରିଆ, ଶ୍ରମିକ, ମଜଦୁର ଭଉଣୀଭାଇମାନେ ରୋଜଗାର ନ ପାଇ…