ନିଶ୍ଚିନ୍ତକୋଇଲିରେ ବଢ଼ୁଛି ପ୍ରବାସୀ ଓଡ଼ିଆ ଆଗନ୍ତୁକଙ୍କ ସଂଖ୍ୟା: ଚିନ୍ତାରେ ପ୍ରଶାସନ, ପଞ୍ଜୀକରଣ କଲେଣି ୮ହଜାରରୁ ଊର୍ଦ୍ଧ୍ୱ

ନିଶ୍ଚିନ୍ତକୋଇଲି,୨।୫(ସ୍ବ.ପ୍ର.)- କଟକ ଜିଲା ନିଶ୍ଚିନ୍ତକୋଇଲି ବ୍ଲକ ଅଞ୍ଚଳର ଲୋକେ ବାହାର ରାଜ୍ୟରେ ଫସି ରହିଛନ୍ତି। ଲକ୍‌ ଡାଉନ୍‌ ପରେ ସେମାନେ ଘରକୁ ଫେରିବେ। ଇତିମଧ୍ୟରେ ସେମାନଙ୍କ ମଧ୍ୟରୁ…

ଟିଆର୍‌ପିରେ ଇତିହାସ ରଚିଲା ରାମାୟଣ

ନୂଆଦିଲ୍ଲୀ,୨।୫: କରୋନା ସଂକ୍ରମଣ ଯୋଗୁ ସାରା ଦେଶରେ ଜାରି ରହିଛି ଲକ୍‌ଡାଉନ। ଏହି ସମୟରେ ଘରେ ବସି ରହିଥିବା ଲୋକଙ୍କ ମନୋରଞ୍ଜନ ପାଇଁ ଦୂରଦର୍ଶନରେ ପ୍ରସାରିତ ହେଉଛି…

ଚୌଦ୍ୱାର ଅଞ୍ଚଳରେ ବଢ଼ୁଛି ବେଆଇନ୍‌ ମଦବିକ୍ରୀ: ଅବକାରୀ ବିଭାଗର ଚଢ଼ାଉ, ୨ ଗିରଫ

ଚୌଦ୍ୱାର,୨ା୫(ଡି.ଏନ୍‌.ଏ.): କଟକ ଜିଲା ଚୌଦ୍ୱାର ଥାନା ଅଞ୍ଚଳରେ ବେଆଇନ ମଦ ବିକ୍ରୀ ହେଉଥିବା ନେଇ ଅଭିଯୋଗ ହେବା ପରେ ଅବକାରୀ ବିଭାଗ ଚୌଦ୍ୱାର ଶାଖା ତରଫରୁ ଚୌଦ୍ୱାର…

ଦିଲ୍ଲୀ: ଗୋଟିଏ ବିଲ୍ଡିଂରେ ୪୧ରୁ ଊର୍ଦ୍ଧ୍ୱ କରୋନା ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ,୨।୫: ଦିଲ୍ଲୀ କପାଶେରାର ‘ଠେକେ ଓ୍ବାଲି ଗଲି’ ସ୍ଥିତ ଗୋଟିଏ ବିଲ୍ଡିଂରେ ୪୧ରୁ ଊର୍ଦ୍ଧ୍ୱ କରୋନା ପଜିଟିଭ୍‌ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଦିଲ୍ଲୀରେ ଗୋଟିଏ ସ୍ଥାନରୁ ଏତେ…

ଗ୍ରୀନ୍‌ ଜୋନ୍‌ରେ ଗଞ୍ଜାମ, ଏଣୁ ସରକାରଙ୍କ ଗାଇଡ୍‌ଲାଇନ୍‌ ପାଳନ ହେବ: ଜିଲାପାଳ

ଛତ୍ରପୁର, ୨।୫(ଡି.ଏନ୍‌.ଏ.)- କରୋନା ମୁକାବିଲାକୁ ନେଇ ମେ ୧୭ ତାରିଖ ପର୍ଯ୍ୟନ୍ତ ଲକ୍‌ଡାଉନ୍‌ ଅବଧିକୁ କେନ୍ଦ୍ର ସରକାର ବୃଦ୍ଧି କରିଛନ୍ତି । ତେବେ ଏହି ସମୟରେ ଗ୍ରୀନ,…

ସୀତା ନବମୀରେ ଶେଷ ହେଉଛି ଉତ୍ତର ରାମାୟଣ: ୧୪ ଦିନରେ ପ୍ରସାରିତ ହୋଇଛି ୪୪ ଏପିସୋଡ୍‌

ନୂଆଦିଲ୍ଲୀ,୨।୫: ଲକ୍‌ଡାଉନ୍‌ରେ ଦୂରଦର୍ଶନ ପକ୍ଷରୁ ରାମାନନ୍ଦ ସାଗରଙ୍କ ଦ୍ୱାରା ନିର୍ମିତ ରାମାୟଣର ପ୍ରସାରଣ ଆରମ୍ଭ ହୋଇଥିଲା। ଏବେ ଉତ୍ତର ରାମାୟଣ ପ୍ରସାରିତ ହେଉଥିବାବେଳେ ଏହାର ଶେଷ ଏପିସୋଡ୍‌…

ଚିନ୍ତା ବଢାଉଛନ୍ତି ଲକ୍ଷଣ ନ ଥିବା କରୋନା ସଂକ୍ରମିତ

ଝାନ୍ସି,୨।୫: ଉତ୍ତରପ୍ରଦେଶ ଝାନ୍ସିର ଓରଛା ଗେଟ ଅଞ୍ଚଳରେ କରୋନା ଭାଇରସ ସଂକ୍ରମଣକୁ ଦେଖି ଏହାକୁ ହଟ୍‌ସ୍ପଟ ଅଞ୍ଚଳ ଭାବେ ଘୋଷଣା କରାଯାଇଛି। ଏବେ ଏଠାରେ ସାମ୍ନାକୁ ଆସୁଥିବା…

ଘରକୁ ଫେରିବେ ଫସି ରହିଥିବା ଓଡ଼ିଆ: କର୍ଣ୍ଣାଟକ-ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀଙ୍କ ସହ ନବୀନଙ୍କ ଆଲୋଚନା

ଭୁବନେଶ୍ୱର, ୨।୫(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର ଭିଡିଓ କନ୍‌ଫରେନ୍ସିଂ ଜରିଆରେ କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀ ବି.ଏସ୍‌.ୟେଦୁୟୁରପ୍ପା ଏବଂ ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଓ୍ବାଇ.ଏସ୍‌. ଜଗମୋହନ ରେଡ୍ଡିୀଙ୍କ ସହ କଥା…

ପ୍ରେମ ବିବାହକୁ ବିରୋଧ କରି ହତ୍ୟା ଉଦ୍ୟମ ଅଭିଯୋଗ: ଶଳାଙ୍କ ଟାଙ୍ଗିଆ ଚୋଟରେ ଭିଣୋଇ ଗୁରୁତର

ପରଜଙ୍ଗ, ୨ା୫(ଡି.ଏନ.ଏ.)- ପରିବାରର ବିନା ସ୍ବୀକୃତିରେ ପ୍ରେମ ବିବାହ କରିଥିବା ଯୋଗୁ ମରଣାନ୍ତକ ଆକ୍ରମଣର ଶିକାର ହୋଇଛନ୍ତି ଢେଙ୍କାନାଳ ଜିଲା ପରଜଙ୍ଗ ଥାନା କଳଦା ଗ୍ରାମର ବିଜୟ…

ମେ’୩ରୁ ୬ ମଧ୍ୟରେ କୋଟାରୁ ଫେରିବେ ବିହାର ଛାତ୍ରୀଛାତ୍ର

ପାଟନା,୨।୫: ରାଜସ୍ଥାନର କୋଟାରେ କୋଚିଂ ପାଇଁ ଯାଇଥିବା ବିହାରର ଛାତ୍ରୀଛାତ୍ରଙ୍କ ଘରକୁ ଫେରିବା ଇଛା ଶେଷରେ ପୂରଣ ହୋଇଛି। ମେ’ ୩ରୁ ୬ ମଧ୍ୟରେ କୋଟାରେ ଥିବା…