ବାଇଗଣ ବୋଝେଇ ଗାଡିରୁ ୩ କୁଇଣ୍ଟାଲ ଗଞ୍ଜେଇ ମିଳିଲା

ଗୁଡଭେଲା,୧।୫(ଡି.ଏନ.ଏ.):କରୋନା ସମୟରେ ଖାଉଟି ସାମଗ୍ରୀ ପରିବହନ ପାଇଁ ଗାଡିମୋଟର ଉପରେ ରାଜ୍ୟ ସରକାର କଟକଣା କରି ନାହାନ୍ତି। ଏଣୁ ଖାଉଟି ସାମଗ୍ରୀ ବୋଝେଇ ଗାଡିର ଅପବ୍ୟବହାର ହେଉଛି।…

ମେ ୩୦’ରେ ପର୍ତ୍ତୁଗୀଜ ଲିଗ୍‌ ପୁଣି ଆରମ୍ଭ ହେବ

ଲିସ୍‌ବନ,୧।୫(ଏପି): କୋଭିଡ-୧୯ ସଂକ୍ରମଣ କାରଣରୁ ପର୍ତ୍ତୁଗୀଜ ଫୁଟବଲ ଲିଗ୍‌ ସ୍ଥଗିତ ରହିଥିଲା। ତେବେ ଏହା ପୁଣି ଆରମ୍ଭ ହେବ। ଏହି ଲିଗ୍‌ ମେ ୩୦ ତାରିଖରୁ ପୁଣି…

ଶ୍ରମିକ ଦିବସରେ ରକ୍ତଦାନ କଲେ

ବରଗଡ଼ ଅଫିସ୍‌,୧।୫: ବରଗଡ଼ର ଓଶ୍ରୁ ଅନୁଷ୍ଠାନ ପକ୍ଷରୁ ଶୁକ୍ରବାର ବିଶ୍ୱ ଶ୍ରମିକ ଦିବସ ପାଳିତ ହୋଇଛି । ଏହି ଅବସରରେ ଓଶ୍ରୁ ଭବନରେ ବରିଷ୍ଠ ସଭ୍ୟ ଶରତ…

ଧାନ ଅମଳରେ ପଞ୍ଜୀକୃତ ଶ୍ରମିକଙ୍କୁ ନିୟୋଜନ ଦାବିକଲା ଚାଷୀ ସଂଗଠନ

ବରଗଡ଼ ଅଫିସ୍‌,୧।୫: ବରଗଡ଼ ଜିଲାରେ ଧାନ ଅମଳ କାର୍ଯ୍ୟ ଆରମ୍ଭ ହୋଇ ଯାଇଛି । ମାତ୍ର ଲକ୍‌ ଡାଉନ୍‌ ଯୋଗୁ ଧାନ ଅମଳରେ କୃଷି ଶ୍ରମିକଙ୍କ ଅଭାବ…

ଧରିତ୍ରୀ ପ୍ରଭାବ: ଚିକିତ୍ସା ପାଇଁ ସହାୟତା ରାଶି ପଠାଇଲେ ପ୍ରବାସୀ ଭାରତୀୟ

ବରଗଡ଼ ଅଫିସ୍‌,୧।୫- ନିଆଁରେ ପୋଡ଼ି ହୋଇ ବରଗଡ଼ ଜିଲା ବିଜେପୁର ବ୍ଲକ ଅନ୍ତର୍ଗତ ଜାଲପାଲି ଗ୍ରାମର ସୁଶୀଲ ଖମାରୀଙ୍କ ଶିଶୁକନ୍ୟା ରୁନି(୧୦) ଗୁରୁତର ଆହତ ହୋଇଛନ୍ତି ।…

ଚିନ୍ତା ବଢ଼ାଇଲେଣି ପଶ୍ଚିମବଙ୍ଗ ଫେରନ୍ତା: ଯାଜପୁରରେ ଆଉ ଜଣେ କରୋନା ପଜିଟିଭ୍‌ ଚିହ୍ନଟ; ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୪୮କୁ ବୃଦ୍ଧି

ଭୁବନେଶ୍ୱର,୧।୫(ବ୍ୟୁରୋ): ଯାଜପୁର ଜିଲାରେ ପୁଣି ଜଣେ ନୂଆ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଫଳରେ ଜିଲାରେ ମୋଟ ଆକ୍ରାନ୍ତ ସଂଖ୍ୟା ୩୯ରେ ପହଞ୍ଚିଛି। ସେହିଭଳି ରାଜ୍ୟରେ ପଜିଟିଭ୍‌ଙ୍କ ସଂଖ୍ୟା…

ସରକାରୀ ନିର୍ଦ୍ଦେଶକୁ ଫୁ’: ଶ୍ରମିକଙ୍କ ବଦଳରେ ଜେସିବିରେ ଚାଲିଛି ପୋଖରୀ ଖୋଳା

ଓଡ଼ଗାଁ, ୧।୫(ସ୍ବ. ପ୍ର. ): ନୟାଗଡ଼ ଜିଲା ଓଡ଼ଗାଁରେ ଶ୍ରମିକ ଦିବସ ଅର୍ଥାତ୍‌ ମେ’ ୧ରେ ଶ୍ରମିକଙ୍କ ବଦଳରେ ଜେସିବି ଦ୍ୱାରା ପୋଖରୀ ଖୋଳା ଚାଲିଥିବା ଦେଖିବାକୁ…

କୋଟାରେ ଫସିଛନ୍ତି ଛାତ୍ରୀଛାତ୍ର, ଫେରାଇ ଆଣିବାକୁ ଭଦ୍ରକ ବିଧାୟକଙ୍କୁ ଭେଟିଲେ ପରିବାର

ଭଦ୍ରକ ଅଫିସ, ୧।୫: ରାଜସ୍ଥାନର କୋଟାରେ ଫଶିଥିବା ଭଦ୍ରକର ଛାତ୍ରୀଛାତ୍ରମାନଙ୍କୁ ଫେରାଇ ଆଣିବାକୁ ଅଭିଭାବକମାନେ ଶୁକ୍ରବାର ବିଧାୟକ ସଞ୍ଜୀବ ମଲିକଙ୍କ ସହ ଆଲୋଚନା କରିଛନ୍ତି। ଶୁକ୍ରବାର ସକାଳେ…

ଭଦ୍ରକରେ ରାପିଡ୍‌ ରେସ୍‌ପନ୍ସ ଟିମ୍‌

ଭଦ୍ରକ ଅଫିସ,୧।୫ - ଭଦ୍ରକ ଜିଲାରେ କେନ୍ଦ୍ରର ୩ ଜଣିଆ ରାପିଡ୍‌ ରେସ୍‌ପନ୍ସ ଟିମ ପହଞ୍ଚି କାର୍ଯ୍ୟ ଆରମ୍ଭ କରିଛି। ଏହି ଟିମ ପ୍ରଥମେ ଭଦ୍ରକ ରେ…

କୋଭିଡ-୧୯: ଫିଫା ବିଶ୍ୱକପ୍‌ ଆମ୍ବାସାଡର ସଂକ୍ରମିତ

ଦୋହା,୧।୫(ଏଏଫ୍‌ପି): କାତାରରେ ଆୟୋଜନ ହେବାକୁଥିବା ୨୦୨୨ ଫିଫା ବିଶ୍ୱକପ୍‌ର ଜଣେ ଆମ୍ବାସାଡର କରୋନ ଭାଇରସ୍‌ ପଜିଟିଭ୍‌ ବୋଲି ଜଣାପଡିଛି। ବିଶ୍ୱକପ୍‌ର ଅନ୍ୟତମ ଆମ୍ବାସାଡର ତଥା ପୂର୍ବତନ କାତାର…