ଓଡ଼ିଶା ପାଇଁ ଆସିପାରେ ଗମ୍ଭୀର ସ୍ଥିତି: ଆଶଙ୍କା ପ୍ରକାଶ କରୁଛନ୍ତି ସ୍ବାସ୍ଥ୍ୟ ବିଶାରଦ

ଭୁବନେଶ୍ୱର,୧।୫(ବ୍ୟୁରୋ): ଓଡ଼ିଶାରେ କରୋନା ଭୂତାଣୁ ସଂକ୍ରମଣ ବଢ଼ୁଥିବାରୁ ଏହା ରାଜ୍ୟ ସରକାରଙ୍କ ମୁଣ୍ଡବ୍ୟଥାର କାରଣ ପାଲଟିବାରେ ଲାଗିଛି। ମାର୍ଚ୍ଚ ୩୧ ତାରିଖରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା…

CORONAVIRUS UPDATE: ଓଡ଼ିଶାରେ ଆକ୍ରାନ୍ତଙ୍କ ସଂଖ୍ୟା ୧୪୩ ଛୁଇଁଲା

ଭୁବନେଶ୍ୱର,୧।୫ (ବ୍ୟୁରୋ)- ରାଜ୍ୟରେ ପୁଣି ଜଣେ କରୋନା ପଜିଟିଭ ବ୍ୟକ୍ତି ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଆକ୍ରାନ୍ତଙ୍କ ସଂଖ୍ୟା ୧୪୩ରେ ପହଁଚିଛି। ଆକ୍ରାନ୍ତ ବ୍ୟକ୍ତି ଜଣକ ବାଲେଶ୍ଵର…

ଲକ୍‌ଡାଉନ ଯୋଗୁ ୭୦ଲକ୍ଷ ଅନିଚ୍ଛାକୃତ ଗର୍ଭଧାରଣ ସମ୍ଭବ !

ଓ୍ବାଶିଂଟନ,୧।୫: କରୋନା ଭାଇରସ ସଂକ୍ରମଣକୁ ନେଇ ସାରା ବିଶ୍ୱରେ ଲକ୍‌ଡାଉନ୍‌ ଚାଲିଥିବା ବେଳେ ଏହା ଯଦିଓ ପ୍ରକୃତି ଉପରେ ଭଲ ପ୍ରଭାବ ପକାଇଛି, ଅନ୍ୟ ଦିଗରେ ଏହାର…

ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିକୁ ଟଙ୍କା ପଠାଇଲେ କୋଟନିଆ ପଡାବାସୀ

ଜୁନାଗଡ,୧ା୫(ଡି.ଏନ୍‌.ଏ)-କୋଭିଡ-୧୯ରେ ପ୍ରଭାବିତ ଲୋକଙ୍କ ସହାୟତା ପାଇଁ କଳାହାଣ୍ଡି ଜିଲା ଜୁନାଗଡ ବ୍ଲକ ଚାରବାହାଲ ପଞ୍ଚାୟତ କୋଟନିଆ ପଡାବାସୀ ଆଗେଇ ଆସିଛନ୍ତି। ଏହି ପଡାର ସମସ୍ତ ଲୋକ ନିଜନିଜ…

୪୦ରୁ ଊର୍ଦ୍ଧ୍ୱ ବ୍ୟକ୍ତିଙ୍କ ସଂସ୍ପର୍ଶରେ ଆସିଥିଲେ ଦେବଗଡ଼ କରୋନା ସଂକ୍ରମିତ

ଦେବଗଡ଼, ୧ା୫(ଡି.ଏନ.ଏ.)-ଦେବଗଡ଼ ଜିଲା ତିଲେଇବଣୀ ବ୍ଲକ କଲଣ୍ଡା ପଞ୍ଚାୟତ ଅନ୍ତର୍ଗତ ବାସୁଦେବପୁର ଗ୍ରାମରେ ବୁଧବାର ଜଣେ କରୋନା ରୋଗୀ ଚିହ୍ନଟ ହେବା ପରେ ତାଙ୍କୁ ସ୍ଥାନୀୟ କୋଭିଡ୍‌…

ସ୍ବେଚ୍ଛାସେବୀଙ୍କୁ ପୋଲିସର ଦୁର୍ବ୍ୟବହାର, ଜିଲାପାଳ, ଏସ୍‌ପିଙ୍କୁ ଫେରାଦ

ବରଗଡ଼ ଅପିସ୍‌, ୧ା୫ - କରୋନା ଭୂତାଣୁ ସଂକ୍ରମଣ ପ୍ରତିହତ ପାଇଁ ଦେଶବ୍ୟାପୀ ଲକ୍‌ଡାଉନ୍‌ କଟକଣା ଲାଗୁ ହୋଇଛି। ଏଭଳିସ୍ଥଳେ ଗରୀବ, ଅସହାୟଙ୍କ ଜୀବନଯାପନ ଦୁର୍ବିସହ ହୋଇ…

ଅତ୍ୟାବଶ୍ୟକ ସାମଗ୍ରୀ ବଣ୍ଟନରେ ଅବ୍ୟବସ୍ଥା

ଢେଙ୍କାନାଳ ଅଫିସ, ୧।୫ - କରୋନା ସଙ୍କଟ ସମୟରେ ଢେଙ୍କାନାଳ ଜିଲାରେ ରାଶନ ସାମଗ୍ରୀ ବଣ୍ଟନରେ ବ୍ୟାପକ ଅବ୍ୟବସ୍ଥା ହେଉଥିବା ଭାଜପା ପକ୍ଷରୁ ଅଭିଯୋଗ କରାଯାଇଛି। ଗରିବ,…

କାର୍ଯ୍ୟାଳୟ, ବାସଗୃହ ଉଦ୍‌ଘାଟିତ

ଛେଣ୍ଡିପଦା,୧।୫(ସ୍ବ.ପ୍ର.) - ଛେଣ୍ଡିପଦା ବ୍ଲକ କୋଶଳା ପଞ୍ଚାୟତରେ ଜଙ୍ଗଲ ଓ ପରିବେଶ ବିଭାଗ ପକ୍ଷରୁ ନିର୍ମିତ କୋଶଳା ବନପାଳ କାର୍ଯ୍ୟାଳୟ ଓ ବନରକ୍ଷୀଙ୍କ ବାସଗୃହ ଉଦ୍‌ଘାଟିତ ହୋଇଯାଇଛି।…

ଅବକାରୀ ବିଭାଗ ରିପୋର୍ଟ ନେଇ ଚାଲିଛି ତର୍ଜମା

ଅନୁଗୋଳ ଅଫିସ, ୧।୫ - ଅନୁଗୋଳ ସହର ଉପକଣ୍ଠ କରଡ଼ାଗାଡ଼ିଆ ଭାଟିରେ ଚୋରା ମଦ କାରବାର ଅଭିଯୋଗରେ ଗିରଫ ହୋଇ ଜେଲ୍‌ରେ ଥିବା ଜଣାଶୁଣା ବ୍ୟବସାୟୀ ବିକ୍ରମ…

ମାଲ୍‌ ପରିବହନରେ ବାଧା ହଟାଅ

ଅନୁଗୋଳ ଅଫିସ, ୧।୫ - ଲକ୍‌ଡାଉନ୍‌ ସମୟରେ ବିଭିନ୍ନ ଅତ୍ୟାବଶ୍ୟକ ସାମଗ୍ରୀ ପରିବହନ ସଫଳତାର ସହିତ କାର୍ଯ୍ୟକାରୀ କରିବାକୁ ନେଇ ଗୁରୁବାର ଜିଲାପାଳ ମନୋଜ କୁମାର ମହାନ୍ତିଙ୍କ…