୫୦ ଲକ୍ଷ ଟଙ୍କାର ଚାଉଳ ଦାନ କଲେ ଗାଙ୍ଗୁଲି

କୋଲକାତା, ୨୬।୩ (ପି.ଟି.)- ମହାମାରୀ ରୂପ ନେଇ ସାରିଥିବା ପ୍ରାଣଘାତୀ କରୋନା ଭାଇରସ୍‌ର ମୁକାବିଲା ଲାଗି ପ୍ରଧାନମନ୍ତ୍ରୀ ପୁରା ଭାରତକୁ ୨୧ ଦିନ ପାଇଁ ଲକ୍‌ ଡାଉନ୍‌…

ସବ୍‌ସିଡିରେ ମିଳିବ ଅତିରିକ୍ତ ୨ କେଜି ଖାଦ୍ୟଶସ୍ୟ

ମୁମ୍ବାଇ,୨୬। ୩: ତାଲାବନ୍ଦ ସମୟରେ ଲୋକଙ୍କୁ ଯେଭଳି ପର୍ଯ୍ୟାପ୍ତ ପରିମାଣର ଖାଦ୍ୟଶସ୍ୟ ଉପଲବ୍ଧ ହୁଏ ସେ ପ୍ରସଙ୍ଗକୁ କେନ୍ଦ୍ର ସରକାର ଧ୍ୟାନରେ ରଖିଛନ୍ତି। ରାଶନ ଦୋକାନଗୁଡିକରେ ଲୋକଙ୍କୁ…

ଖୋଲା ରହିବ ଖାଦ୍ୟଶସ୍ୟ, ଔଷଧ ଦୋକାନ

ମୁମ୍ବାଇ,୨୬। ୩: ଲୋକମାନେ ଭୟଭୀତ ନ ହୋଇ ସାମଗ୍ରୀ କିଣିବାକୁ କେନ୍ଦ୍ରମନ୍ତ୍ରୀ ପ୍ରକାଶ ଜାଭଡେକର ନିବେଦନ କରିଛନ୍ତି। ଲକ୍‌ଡାଉନ ସମୟରେ ଖାଦ୍ୟଶସ୍ୟ, ଔଷଧ ସମେତ ଅତି ଦରକାରୀ…

ଘରେ କ୍ୟାଶ ପହଞ୍ଚାଇବେ ବ୍ୟାଙ୍କ

ମୁମ୍ବାଇ,୨୬। ୩: ଏବେ ବାହାରକୁ ଯିବା ଲାଗି କଟକଣା ଲାଗୁ କରାଯାଇଛି। ଲକ୍‌ଡାଉନ ଯୋଗୁ ବାହାରକୁ ବାହାରିବାକୁ ଅସୁବିଧା ହେଉ ଥିବାରୁ ନଗଦ ଲାଗି ସମସ୍ୟା ଉପୁଜିବାର…

ଧରିତ୍ରୀ କାର୍ଟୁନ

ଧରିତ୍ରୀ କାର୍ଟୁନ

‘କାପୁରୁଷ ହେବା ନାହିଁ’

ସମଗ୍ର ପୃଥିବୀରେ କୋଭିଡ୍‌-୧୯ (କରୋନା ଭାଇରସ୍‌)ର ଭୟ ନାଗରିକଙ୍କ ମନରେ ଭର୍ତ୍ତି ହୋଇରହିଛି। ବିଶ୍ୱର ୧୯୩ ଦେଶରେ ଏହି ରୋଗ ଠାବ ହୋଇଥିବା ବେଳେ ଭାରତରେ ମଧ୍ୟ…

ଲାଠି ସାନିଟାଇଜ କରୁଛି ପୋଲିସ

ନୂଆଦିଲ୍ଲୀ, ୨୫ା୩- ସାରା ବିଶ୍ୱକୁ କବଳିତ କରି ରଖିଥିବା କରୋନା ଭାଇରସ୍‌କୁ ନେଇ ଲୋକେ ଭୟଭୀତ ରହିଛନ୍ତି। ସଂକ୍ରମଣ ରୋକିବାକୁ ଭାରତ ସରକାର ୨୧ ଦିନିଆ ଲକଡାଉନ…

ବନ୍ଦ ହେଲା ବାୟାଣି ଯାତ୍ରା

ଛେଣ୍ଡିପଦା, ୨୫।୩(ସ୍ବ.ପ୍ର)-ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକ ପାତ୍ରପଡ଼ା ପଞ୍ଚାୟତର ଅଧିଷ୍ଠାତ୍ରୀ ଦେବୀ ମା’ ବାୟାଣି ଠାକୁରାଣୀଙ୍କ ଗୁରୁବାର ଆୟୋଜିତ ହେବାକୁ ଥିବା ବାର୍ଷିକ ଯାତ୍ରା ବନ୍ଦ କରାଯାଇଛି।…

ଟୋକନଧାରୀଙ୍କଠାରୁ ଧାନ କିଣ: ଜିଲାପାଳ

ପାଲଲହଡା,୨୫।୩(ଡି.ଏନ.ଏ.)- ଟୋକନ ଥାଇ ମଧ୍ୟ ଅନୁଗୋଳ ଜିଲା ପାଲଲହଡା ଉପଖଣ୍ଡର ୧୧ଟି ସମବାୟ ସମିତିରେ ଚାଷୀମାନେ ଧାନ ବିକ୍ରି କରିପାରୁ ନ ଥିବା ନେଇ ଗତ ୨୦…

ସ୍କୁଲ, ଘର ଭାଙ୍ଗିଲା ଦନ୍ତା

ପାଲଲହଡା,୨୫।୩(ଡି.ଏନ.ଏ.)- ଅନୁଗୋଳ ଜିଲା ପାଲଲହଡା ବ୍ଲକ ଝାରବେଡାର ରାଇପାଳ ବରବାହାଳି ଜୁଆଙ୍ଗ ସାହିରେ ବୁଧବାର ଏକ ଦନ୍ତା ହାତୀ ପଶି ବ୍ୟାପକ କ୍ଷୟକ୍ଷତି କରିଛି। ଗଁାରେ ଥିବା…