ଆବଦ୍ଧାଞ୍ଚଳରେ ଗଠନ ହେଲା ୩ଟି ଟିମ୍‌

ବନ୍ତ,୨୯।୪(ଡି.ଏନ୍‌.ଏ.) : ଭଦ୍ରକ ଜିଲା ବନ୍ତ ବ୍ଲକ ଚାରିଗାଁ ଗ୍ରାମରେ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ସମ୍ପୃକ୍ତ ଅଞ୍ଚଳକୁ ସିଲ୍‌ କରାଯିବା ସହ ସଂକ୍ରମଣ…

କେନ୍ଦୁଝର: ଛାତ୍ରୀଛାତ୍ରଙ୍କୁ ଅନ୍‌ଲାଇନ ଶିକ୍ଷାଦାନ ଦାବି

ଭୁବନେଶ୍ୱର,୨୯।୪(ବ୍ୟୁରୋ): ବିଶ୍ୱ ମହାମାରୀରେ ପରିଣତ ହୋଇଥିବା କରୋନାର ମୁକାବିଲା ପାଇଁ କେନ୍ଦୁଝର ଜିଲାର ସମସ୍ତ ବିଦ୍ୟାଳୟ ଓ ମହାବିଦ୍ୟାଳୟ ବନ୍ଦ ରହିଛି। ବୁଧବାର ଜିଲାରୁ ପ୍ରଥମ କରୋନା…

ଦିବ୍ୟାଙ୍ଗ ଯୁବତୀଙ୍କୁ ବଳାତ୍କାର

ରାଇରଙ୍ଗପୁର,୨୯।୪(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ଗୋରୁମହିଷାଣି ଥାନା ଅଞ୍ଚଳର ଜନୈକା ଦିବ୍ୟାଙ୍ଗ (ମାନସିକ ଅନଗ୍ରସର) ଯୁବତୀଙ୍କୁ ବଳାତ୍କାର ଅଭିଯୋଗରେ ପୋଲିସ ଅଭିଯୁକ୍ତଙ୍କୁ ଗିରଫ କରିଛି। ପୋଲିସ ସୂଚନା ଅନୁଯାୟୀ,…

ବଜ୍ରପାତରେ ମହିଳାଙ୍କ ଜୀବନ ଗଲା

ରାଇରଙ୍ଗପୁର,୨୯।୪(ଡି.ଏନ୍‌.ଏ.):  ମୟୂରଭଞ୍ଜ ଜିଲା ଗୋରୁମହିଷାଣି ଥାନା ଅଧୀନ ବଡ଼ଖିରୀ ଗ୍ରାମରେ ମଙ୍ଗଳବାର ବଜ୍ରପାତରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଉଡାନ ବାସ୍କେଙ୍କ ସ୍ତ୍ରୀ ଗିଥ…

ବାହାର ରାଜ୍ୟରୁ ଫେରିବେ ୪୩ ହଜାର ଲୋକ

ଜଗତ୍‌ସିଂହପୁର ଅଫିସ,୨୯ା୪: ଲକ୍‌ଡାଉନ୍‌ ଯୋଗୁ ଓଡ଼ିଶାର ବିଭିନ୍ନ ଜିଲା ଲୋକ ବାହାର ରାଜ୍ୟରେ ଫସି ରହିଛନ୍ତି। ଏବେ ରାଜ୍ୟ ସରକାର ସେମାନଙ୍କୁ ଆଣିବା ପାଇଁ ପଦକ୍ଷେପ ନେଇଛନ୍ତି।…

ଫେରାର ୨ ପିଲେଟ ଚୋର ଗିରଫ

ଯୋଡ଼ା, ୨୯।୪ (ଡି.ଏନ.ଏ.): କେନ୍ଦୁଝର ଜିଲା ଯୋଡା ଖଣିମଣ୍ଡଳର ବଡବିଲସ୍ଥିତ ଆରିୟା ଷ୍ଟିଲ କାରଖାନାରୁ ପରିବହନ ବେଳେ ପିଲେଟ ଚୋରି କରିଥିବା ଦୁଇ ଫେରାର ଅଭିଯୁକ୍ତଙ୍କୁ ପୋଲିସ…

ନିୟମ ଊଲ୍ଲଂଘନ କରି ୯ ଗିରଫ

ଯୋଡ଼ା, ୨୯।୪ (ଡି.ଏନ.ଏ.): କେନ୍ଦୁଝର ଜିଲା ଯୋଡା ଖଣି ମଣ୍ଡଳରେ ଥିବା ଏସେଲ ଖଣି ଓ ଜଜାଙ୍ଗସ୍ଥିତ ଜଜାଙ୍ଗ ଖଣିର ପରିବହନ କାର୍ଯ୍ୟକୁ ବନ୍ଦ କରିଥିବା ଅଭିଯୋଗରେ…

କାଳବୈଶାଖୀ ପ୍ରଭାବରେ କୁଆପଥର ବର୍ଷା

ଚମ୍ପୁଆ/ଯୋଡା/ଝୁମ୍ପୁରା, ୨୯।୪(ଡି.ଏନ.ଏ.): କେନ୍ଦୁଝର ଜିଲାରେ କାଳବୈଶାଖୀ ପ୍ରଭାବରେ କୁଆପଥର ବର୍ଷା ହୋଇ ବ୍ୟାପକ ଧାନ ଫସଲ ସାଙ୍ଗକୁ ପନିପରିବା ନଷ୍ଟ ହୋଇଯାଇଛି। କରୋନା ଲାଗି ଚାଷୀମାନେ କ୍ଷତିରେ…

କରୋନା ପ୍ରଭାବ: ଜୀବନ ପାଇଁ ବଦଳିଛି ଜୀବିକା

କେନ୍ଦ୍ରାପଡା ଅଫିସ୍‌, ୨୯।୪-ଦେଶରେ ତାଲାବନ୍ଦକୁ ଇତିମଧ୍ୟରେ ମାସେ ବିତିଛି। ହେଲେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢୁଥିବାରୁ ତାଲାବନ୍ଦ ଅବଧି ମେ ୩ରେ ଶେଷ ହେବା ନେଇ ଆଶଙ୍କା…

ଜୁଆଆଡ୍ଡାରେ ଚଢ଼ାଉ, ୧୧ ଗିରଫ

ବଲାଙ୍ଗୀର ଅଫିସ, ୨୯ା୪: କରୋନା ଲକ୍‌ଡାଉନ୍‌ ସମୟରେ ବଲାଙ୍ଗୀର ସଦର ଥାନା ଅନ୍ତର୍ଗତ ମାହାରପାଲି ଜଙ୍ଗଲରେ ଚାଲିଥିବା ଏକ ଜୁଆଆଡ୍ଡା ଉପରେ ପୋଲିସ ଚଢ଼ାଉ କରି ୧୧…