ଜୁଆଆଡ୍ଡାରେ ଚଢ଼ାଉ, ୧୧ ଗିରଫ

ବଲାଙ୍ଗୀର ଅଫିସ, ୨୯ା୪: କରୋନା ଲକ୍‌ଡାଉନ୍‌ ସମୟରେ ବଲାଙ୍ଗୀର ସଦର ଥାନା ଅନ୍ତର୍ଗତ ମାହାରପାଲି ଜଙ୍ଗଲରେ ଚାଲିଥିବା ଏକ ଜୁଆଆଡ୍ଡା ଉପରେ ପୋଲିସ ଚଢ଼ାଉ କରି ୧୧…

ବୋମାମାଡ଼ ଘଟଣାରେ ସରପଞ୍ଚଙ୍କ ସମେତ ୫ ଗିରଫ: ବାଇକ୍‌, ପିସ୍ତଲ ଜବତ

ପୁରୀ ଅଫିସ,୨୯ା୪: ଏକ ବୈଦ୍ୟୁତିକ ଗଣମାଧ୍ୟମର ପ୍ରତିନିଧି ସଞ୍ଜୟ ପତିଙ୍କ କୋଣାର୍କ ଏନ୍‌ଏସି ୪ ନଂ. ୱାର୍ଡ ବାଲିସାହିସ୍ଥିତ ବାସଭବନ ଉପରେ ହୋଇଥିବା ବୋମାମାଡ଼ ଘଟଣାରେ ପୋଲିସ…

କରୋନା: ସଙ୍କଟରେ ଦୁଗ୍ଧଚାଷୀ

ମାର୍ଶାଘାଇ, ୨୯।୪ (ଡି.ଏନ୍‌.ଏ.)-ଲକ୍‌ଡାଉନ୍‌ ଯୋଗୁ ବିଭିନ୍ନ କାର୍ଯ୍ୟ ବନ୍ଦ ରହିଥିବା ବେଳେ ଅନେକ ଲୋକ ଆର୍ଥିକ ସଙ୍କଟ ଦେଇ ଗତି କରୁଛନ୍ତି। ଏହି ସମୟରେ ଦୁଗ୍ଧ ଓ…

ମେ ୧୫ରୁ ଖୋଲିବ ରବିଧାନ ମଣ୍ଡି

ସୋନପୁର,୨୯।୪(ନି.ପ୍ର.): ରବିଋତୁ ଧାନ ସଂଗ୍ରହ ପାଇଁ ବୁଧବାର ସୁବର୍ଣ୍ଣପୁର ଜିଲାସ୍ତରୀୟ ଧାନ ସଂଗ୍ରହ କମିଟି ନୀତି ନିର୍ଦ୍ଧାରଣ ବୈଠକ ଅନୁଷ୍ଠିତ ହୋଇଯାଇଛି। ଆସନ୍ତା ମେ ୧୫ତାରିଖରୁ ଧାନ…

ବୌଦ୍ଧ ମୁଖ୍ୟ ଚିକିତ୍ସାଳୟରେ ଅଲଟ୍ରାସାଉଣ୍ଡ ମେଶିନ ଉଦ୍‌ଘାଟିତ

ବୌଦ୍ଧ, ୨୯ା୪(ସ୍ବ.ପ୍ର.): ବୌଦ୍ଧ ମୁଖ୍ୟ ଚିକିତ୍ସାଳୟରେ ବୁଧବାର ନୂତନ ଅଲଟ୍ରାସାଉଣ୍ଡ ମେଶିନ ଉଦ୍‌ଘାଟନ କରାଯାଇଛି। ବିଧାୟକ ପ୍ରଦୀପ କୁମାର ଅମାତ ଏହି ମେଶିନର ଉଦ୍‌ଘାଟନ କରିଥିଲେ। ଅଲଟ୍ରାସାଉଣ୍ଡ…

ପଞ୍ଜାବରେ ଆଉ ୨ ସପ୍ତାହ ବଢ଼ିଲା ଲକ୍‌ଡାଉନ

ଚଣ୍ଡିଗଡ଼,୨୯।୪: କରୋନା ଭାଇରସ୍‌ ମହାମାରୀ ପ୍ରକୋପ ଜାରି ରହିଥିବାରୁ ପଞ୍ଜାବ ସରକାର ବଡ଼ ନିଷ୍ପତ୍ତି ନେଇଛନ୍ତି। କରୋନାକୁ ଦୃଷ୍ଟିରେ ରଖି ପଞ୍ଜାବ ସରକାର କର୍ଫ୍ୟୁ ଓ ଲକ୍‌ଡାଉନ୍‌କୁ…

ଖୋଲିଲା କେଦାରନାଥ ମନ୍ଦିର କବାଟ: ପ୍ରଧାନମନ୍ତ୍ରୀଙ୍କ ନାଁରେ ହେଲା ପ୍ରଥମ ପୂଜା

ଡେରାଡୁନ,୨୯।୪: କରୋନା ଭାଇରସ୍‌ ବିରୋଧରେ ଜାରି ରହିଥିବା ଲଢ଼େଇ ମଧ୍ୟରେ ବୁଧବାର ଉତ୍ତରାଖଣ୍ଡରେ ଥିବା ପ୍ରସିଦ୍ଧ ଧାମ କେଦାରନାଥ ମନ୍ଦିରର କବାଟ ଖୋଲାଯାଇଛି। ରୀତିନୀତି ଓ ପରମ୍ପରା…

ଇର୍ଫାନଙ୍କ ବିୟୋଗରେ କ୍ରୀଡ଼ାଜଗତରେ ଶୋକ: ଦୁଃଖ ପ୍ରକାଶ କଲେ ସଚିନ, ସେହ୍ବାଗ, କୋହଲି, ଯୁବି

ନୂଆଦିଲ୍ଳୀ,୨୯।୪: ବଲିଉଡ ଅଭିନେତା ଇର୍ଫାନ ଖାନ୍‌ଙ୍କ ପରଲୋକରେ ସାରା କ୍ରୀଡ଼ାଜଗତ ଶୋକ ପ୍ରକାଶ କରିଛି। ୫୪ ବର୍ଷରେ ଇର୍ଫାନ କ୍ୟାନ୍‌ସର କାରଣରୁ ମୁମ୍ବାଇର କୋକିଳାବେନ ହସ୍ପିଟାଲରେ ବୁଧବାର…

ସକାଳ ୬ରୁ ଅପରାହ୍ନ ୧ ଯାଏ ଖୋଲିବ ଦୋକାନ

କଟକ ଅଫିସ୍‌,୨୯ା୪: କଟକ ଜିଲାରେ କରୋନା ସ୍ଥିତିର ସମୀକ୍ଷା ପରେ ଜିଲାପାଳ ଭବାନୀ ଶଙ୍କର ଚୟନୀ ଜିଲାରେ କେଉଁ ବ୍ୟବସାୟିକ ପ୍ରତିଷ୍ଠାନ ଖୋଲିବ ଏବଂ କେଉଁଟା ଖୋଲିବ…

ଦେବଗଡରେ ପ୍ରଥମ କରୋନା ରୋଗୀ ଚିହ୍ନଟ, ଆକ୍ରାନ୍ତଙ୍କ ଗାଁ ସିଲ୍‌

ଦେବଗଡ,୨୯ା୪(ଡି.ଏନ.ଏ): ଦେବଗଡ ଜିଲା ତିଲେଇବଣି ବ୍ଲକ ବଲଣ୍ଡା ପଞ୍ଚାୟତ ଅଧୀନ ବାସୁଦେବପୁର(କରଡାଖମଣ)ଗ୍ରାମର ଜଣେ ୩୪ବର୍ଷୀୟ ଯୁବକ କରୋନା ଆକ୍ରାନ୍ତ ଜଣା ପଡିବା ପରେ ପ୍ରଶାସନିକସ୍ତରରେ ତତ୍ପରତା ପ୍ରକାଶ…